E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ସଚିନ ତେନ୍ଦୁଲକରଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି
12:47 pmJune 4, 2021

କ୍ରିକେଟର୍‌ ଭଗବାନ କୁହାଯାଉଥିବା ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର କ୍ରିକେଟରୁ ଅବସର ନେବା ପରେ ବି ଚର୍ଚ୍ଚାରେ ରହୁଚନ୍ତି। ୨୪ ବର୍ଷର ଅନ୍ତର୍ଜାତୀୟ କ୍ରିକେଟ୍‌ କ୍ୟାରିୟର୍‌ରେ ସେ ଅନେକ ରେକର୍ଡ କରିଚନ୍ତି। କ୍ରିକେଟ୍‌ ଛଡା ସେ ବିଜ୍ଞାପନରେ ମଧ୍ୟ ସକ୍ରିୟ। ଆଜି ବି ସେ ଅନେକ ବିଜ୍ଞାପନରେ ନଜର ଆସୁଛନ୍ତି। ବିଶ୍ୱର ଅନେକ ବ୍ରାଣ୍ଡ ସହ ସଚିନ ଚୁକ୍ତି କରିଛନ୍ତି। ୨୦୧୩ରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ଅଲବିଦା କହିଥିବା ସଚିନ ବିିଶ୍ୱର ଧନୀ କ୍ରିକେଟ୍‌ର ଭାବରେ ମଧ୍ୟ ଜଣାଶୁଣା। ତେବେ ୨୦୨୦ରେ ସଚିନଙ୍କ ମୋଟ ସମ୍ପତ୍ତି ୮୩୪ କୋଟି ଟଙ୍କା ଥିଲା। ସଚିନ କୋକାକୋଲା, ଆଦିଡାସ, ବିଏମଡବ୍ଲୁ ଇଣ୍ଡିଆ, ତୋଷିବା, ଜିଲେଟ ଏବଂ ଅନ୍ୟାନ୍ୟ ଜଣାଶୁଣା ବ୍ରାଣ୍ଡ ସହିତ ଜଡିତ ଅଛନ୍ତି। କେବଳ କୋକାକୋଲା ସହିତ ହୋଇଥିବା ଚୁକ୍ତି ମାଧ୍ୟମରେ ତେନ୍ଦୁଲକର ୨୦୧୧-୧୩ ମଧ୍ୟରେ ୧.୨୫ ମିଲିୟନ ଡଲାର ରୋଜଗାର କରିଥିବା ଜଣାପଡିଛି। ସଚିନ ଏହି ସମୟରେ କ୍ରିକେଟରେ ସକ୍ରିୟ ଥିଲେ। ସେ ବ୍ରାଣ୍ଡ ଏଣ୍ଡୋର୍ସମେଣ୍ଟରୁ ୬୨ କୋଟି ଟଙ୍କା ରୋଜଗାର କରିଥିଲେ। କ୍ରିକେଟରୁ ଅବସର ନେବା ପରେ ସଚିନ ବିସିସିଆଇରୁ ପ୍ରତି ମାସରେ ପେନଶନ୍‌ ଭାବରେ ୫୦ ହଜାର ଟଙ୍କା ପାଆନ୍ତି। ଏହାଛଡା ତାଙ୍କର ପଶ୍ଚିମ ବାନ୍ଦ୍ରାରେ ବିଶାଳ ବଙ୍ଗଳା ଅଛି। ତେନ୍ଦୁଲକର ମଧ୍ୟ ସର୍ବୋଚ୍ଚ ସମ୍ମାନ ଭାରତ ରତ୍ନ ପାଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ପ୍ରତିଷ୍ଠିତ ଫୁଟ୍‌ବଲ କୋଚ୍‌ ନନ୍ଦକିଶୋରଙ୍କ ପରଲୋକ

ଭୁବନେଶ୍ୱର, ୨।୬(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ କ୍ରୀଡ଼ା ଜଗତ ପାଇଁ ଆସିଛି ଆଉ ଏକ ଦୁଃଖ ଖବର। ପ୍ରତିଷ୍ଠିତ ଫୁଟ୍‌ବଲ କୋଚ୍‌ ନନ୍ଦକିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ...

‘ଦି ହଣ୍ଡ୍ରେଡ୍‌’ରେ ୫ ଭାରତୀୟ ମହିଳା ଖେଳିବେ

ଲଣ୍ଡନ, ୧୧।୬(ପି.ଟି.)- ୟୁନାଇଟେଡ କିଙ୍ଗ୍‌ଡମ୍‌ରେ ଚଳିତ ମାସ ୨୧ରୁ ଆରମ୍ଭ ହେବାକୁ ଯାଉଥିବା ‘ଦି ହଣ୍ଡ୍ରେଡ’ କ୍ରିକେଟ ଟୁର୍ନାମେଣ୍ଟରେ ଭାରତର ୫ ମହିଳା ଖେଳାଳି ଅଂଶଗ୍ରହଣ...

କୋପା ଆମେରିକା ଫୁଟ୍‌ବଲ : ବ୍ରାଜିଲ- ଭେନିଜୁଏଲା ଉଦ୍‌ଘାଟନୀ ମ୍ୟାଚ୍‌

ବ୍ରାସିଲିଆ,୧୩।୬: ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ଫୁଟ୍‌ବଲ ଟୁର୍ନାମେଣ୍ଟ ବିବେଚିତ ହେଉଥିବା କୋପା ଆମେରିକା ରବିବାରଠାରୁ ଆରମ୍ଭ ହେବ। ଦକ୍ଷିଣ ତଥା ଲାଟିନ ଆମେରିକାର ସର୍ବଶ୍ରେଷ୍ଠ ଫୁଟ୍‌ବଲ...

ଟୋକିଓ ଅଲିମ୍ପିକ୍ସ: ମନପ୍ରୀତ ଅଧିନାୟକ, ହରମନପ୍ରୀତଙ୍କୁ ମଧ୍ୟ ଉପଅଧିନାୟକ ଦାୟିତ୍ୱ: ବୀରେନ୍ଦ୍ର ଉପଅଧିନାୟକ

ନୂଆଦିଲ୍ଲୀ, ୨୩।୬(ପି.ଟି.)- ଟୋକିଓ ଅଲିମ୍ପିକ୍ସ ପାଇଁ ମନପ୍ରୀତ ସିଂଙ୍କୁ ଭାରତୀୟ ଦଳର ଅଧିନାୟକ ମନୋନୀତ କରାଯାଇଛି। ଉପଅଧିନାୟକ ପାଇଁ ୨ ଜଣଙ୍କ ନାମ ଘୋଷଣା କରାଯାଇଛି।...

ଆଇସିୟୁରେ ଭର୍ତ୍ତି ହେଲେ ମିଲ୍‌ଖା ସିଂ: ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୬: ଭାରତର ମହାନ ଧାବକ ମିଲ୍‌ଖା ସିଂଙ୍କୁ ଆଇସିୟୁ ଭର୍ତ୍ତି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସହ ଫୋନରେ କଥା ହୋଇ ସ୍ବାସ୍ଥ୍ୟ...

ଭାରତୀୟ ଦଳରୁ ବାଦ୍‌ ପଡ଼ିବେ କେଉଁ ଖେଳାଳି? କୋହଲି ଦେଲେ ପରିବର୍ତ୍ତନ ନେଇ ବଡ଼ ସଙ୍କେତ

ସାଉଥାମ୍ପଟନ,୨୪।୬: ନ୍ୟୁଜିଲାଣ୍ଡଠାରୁ ୮ ଉଇକେଟରେ ପରାସ୍ତ ହେବା ପରେ ଭାରତୀୟ ଅଧିନାୟକ ବିରାଟ କୋହଳି ଟେଷ୍ଟ ଦଳରେ ପରିବର୍ତ୍ତନ ନେଇ ସଙ୍କେତ ଦେଇଛନ୍ତି। ଦଳର ପ୍ରଦର୍ଶନର...

ରାଉଣ୍ଡ ଅଫ୍‌ ୧୬ରେ କ୍ରୋଏସିଆ: ୟୁରୋକପ୍‌ରୁ ସ୍କଟ୍‌ଲାଣ୍ଡ ଆଉଟ

ଗ୍ଲାସଗୋ,୨୪।୬: ୟୁରୋକପ୍‌ରେ କ୍ରୋଏସିଆ ନକ୍‌ଆଉଟ ପର୍ଯ୍ୟାୟକୁ ଉଠିଛି। ମଙ୍ଗଳବାର ଅନୁଷ୍ଠିତ ଗ୍ରୁପ୍‌ ଡି’ ମୁକାବିଲାରେ କ୍ରୋଏସିଆ ୩-୧ ଗୋଲରେ ସ୍କଟ୍‌ଲାଣ୍ଡକୁ ହରାଇ ଏହି ସଫଳତା ପାଇଛି।...

କୋପା ଆମେରିକା ଫୁଟ୍‌ବଲ: ବ୍ରାଜିଲର କ୍ରମାଗତ ଦ୍ୱିତୀୟ ବିଜୟ

ରିଓ ଡି ଜାନେଇରୋ,୧୯।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ବ୍ରାଜିଲ ବିଜୟଧାରା ବଜାୟ ରଖିଛି। ବ୍ରାଜିଲ ତା’ର ଦ୍ୱିତୀୟ ମ୍ୟାଚ୍‌ରେ ୪-୦ ଗୋଲରେ ପେରୁକୁ ହରାଇଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଚାଇନା ଭାକ୍ସିନ ଲଗାଇବା ଏହି ଦେଶକୁ ପଡ଼ିଲା ଭାରି, ସାମ୍ନାକୁ ଆସିଲା ସତ
Next Post Next post:
ମୋ ଭାଇ ମୃତ୍ୟୁର ଫାଇଦା ନ ଉଠାଯାଉ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts