E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ରାଜ୍ୟ, ସୁନ୍ଦରଗଡ଼

‘ପାଖରେ ଟଙ୍କା ନାହିଁ ଘର ଚଳିବ କେମିତି’
6:55 pmJune 4, 2021

ରାଉରକେଲା/ସୁନ୍ଦରଗଡ଼,୪।୬: ଲକଡାଉନ ଓ ଶଟଡାଉନ ଯୋଗୁଁ ଅଧିକ ପ୍ରଭାବିତ ହୋଇଛନ୍ତି ସେଲୁନ ଦୋକାନୀ। ଦୀର୍ଘ ଦିନ ହେଲା ଦୋକାନ ବନ୍ଦ ପଡିଥିବା ବେଳେ ବର୍ତ୍ତମାନ ସେମାନଙ୍କ ପରିବାର ଚଳାଇବା କଷ୍ଟକର ହୋଇପଡିଛି। ରାଉରକେଲାରେ ୧୧ ଶହରୁ ଊର୍ଦ୍ଧ୍ୱ ସେଲୁନ ଦୋକାନ ରହିଛି। ସୁନ୍ଦରଗଡ଼ରେ ଜିଲାରେ କରୋନା କଟକଣା କୋହଳ କରାଯାଇଥିଲେ ମଧ୍ୟ ସେଲୁନ ଖୋଲିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନୁମତି ଦିଆଯାଇନାହିଁ। ଏନେଇ ସରକାର ବାରିକ ଏବଂ ସେଲୁନ ଦୋକାନୀଙ୍କ ପ୍ରତି ଦୃଷ୍ଟି ଦେବାକୁ ରାଉରକେଲାର ନିଖିଳ ଉତ୍କଳ ବାରିକ ସମିତି ପକ୍ଷରୁ ରାଉରକେଲା ଏଡିଏମ୍‌ଙ୍କୁ ଏକ ଦାବି ପତ୍ର ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, କରୋନାର ଦ୍ୱିତୀୟ ଲହର ରାଜ୍ୟରେ କାୟା ବିସ୍ତାର କରିଛି। ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର ଜୁନ ୧୭ ପର୍ଯ୍ୟନ୍ତ ଲକ୍‌ଡାଉନ ଅବଧି ବଢାଇଛନ୍ତି। ତେବେ ସଂକ୍ରମଣ କମୁଥିବା ୩ଟି ଜିଲାରେ ଲକଡାଉନ କଟକଣାକୁ ସାମାନ୍ୟ କୋହଳ କରାଯାଇଛି। କଟକଣା କୋହଳ ହୋଇଥିବା ଜିଲାଗୁଡ଼ିକ ହେଲା ନୂଆପଡ଼ା, ଗଜପତି ଓ ସୁନ୍ଦରଗଡ଼। ଏହି ୩ଟି ଜିଲାରେ ସକାଳ ୭ଟାରୁ ପୂର୍ବହ୍ନ ୧ଟା ପର୍ଯ୍ୟନ୍ତ ଦୋକାନ ଖୋଲା ରହୁଛି। ହେଲେ ସେଲୁନ, ସ୍ପା ଓ ମଲ୍‌ ବନ୍ଦ ରହିଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ରାଜ୍ୟ, ସୁନ୍ଦରଗଡ଼ View All

୨୭ ଯାଏ ବର୍ଷା

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏହାର ପ୍ରଭାବରେ...

ଆଜି ଆଉ ୩୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୫୦୮କୁ ବୃଦ୍ଧି

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଶୁକ୍ରବାର କରୋନା ମହାମାରୀ ରାଜ୍ୟରୁ ଆଉ ୩୭ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ବେକରେ ଛୁରି ଭୁସିଲେ କରୋନା ଆକ୍ରାନ୍ତ

କଟକ ଅଫିସ,୫।୬: କଟକ ଜିଲା ଟାଙ୍ଗୀଠାରେ ଥିବା ଏକ କୋଭିଡ୍‌ କେୟାର ସେଣ୍ଟର(ସିସିସି)ରେ ଜଣେ କରୋନା ଆକ୍ରାନ୍ତ ବେକରେ ଛୁରି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।...

ସବୁ ରେକର୍ଡ ଭାଙ୍ଗିଲା: ଦିନକରେ କରୋନା ନେଲା ୪୦ ଜୀବନ

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୦ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୮୩୧ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ଗୋଟିଏ କୋଠରିରେ ୧୫୦ କର୍ମଚାରୀ

ପାଲଲହଡା,୨୫ା୬(ଡି.ଏନ.ଏ.) ଅନୁଗୋଳରେ କାବୁକୁ ଆସିନି କରୋନା ସଂକ୍ରମଣ। ସେଥିପାଇଁ ଏହି ଜିଲାକୁ ରାଜ୍ୟ ସରକାର କାଟାଗୋରି-ବି’ରେ ରଖିଛନ୍ତି। ଅର୍ଥାତ୍‌ ପୂର୍ବପରି ଲଗାଯାଇଥିବା କଡ଼ା କଟକଣା ଏଠାରେ...

ପ୍ରେମ ପାଇଁ ୫ ଘଣ୍ଟାର ଆତଙ୍କ

ବଲାଙ୍ଗୀର ଅଫିସ, ୧୬ା୬:ଏକତରଫା ପ୍ରେମକୁ ନେଇ ବଲାଙ୍ଗୀର ସହରରେ ମଙ୍ଗଳବାର ସକାଳେ ଦେଖିବାକୁ ମିଳିଛି ୫ଘଣ୍ଟାର ଆତଙ୍କ। ଜଣେ ବନ୍ଧୁକଧାରୀ ଯୁବକ ଅନ୍ୟ ଜଣେ ବ୍ୟକ୍ତିଙ୍କ...

ଫାର୍ମାସିଷ୍ଟଙ୍କ ଦ୍ୱାରା ଚାଲିଛି ସ୍ବାସ୍ଥ୍ୟକେନ୍ଦ୍ର

ଚନ୍ଦ୍ରପୁର,୮।୬(ଡି.ଏନ୍‌.ଏ.) – ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍‌ ବୁଡ଼ିବାଲି ପଞ୍ଚାୟତ ସଦରସ୍ଥିତ ବୁଡ଼ିବାଲି ସ୍ବାସ୍ଥ୍ୟକେନ୍ଦ୍ର ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ସ୍ବାସ୍ଥ୍ୟକେନ୍ଦ୍ରର ନବୀକରଣ କରାଯାଇ ୪...

ବୃଦ୍ଧଙ୍କୁ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ

ମାହାଙ୍ଗା,୧୨ା୬(ସ୍ବ.ପ୍ର.): ଜଣେ ବୃଦ୍ଧ ଛେଳି ମାରି ଦେଇଥିବା ଅଭିଯୋଗରେ ଗ୍ରାମର କେତେଜଣ ଲୋକ ତାଙ୍କୁ ଏକ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ କରିଥିବାର ଏକ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାବୁକ ହେଲେ ସିରାଜ: ସେ ପୁରୁଣା ବାଇକ୍‌କୁ ସାଇତି ରଖିଛି, ବହୁତ କିଛି ମନେ ପଡିଯାଏ’
Next Post Next post:
ଚୋକ୍‌ସିଙ୍କ ପ୍ରତ୍ୟର୍ପଣ: ଖାଲି ହାତରେ ଫେରୁଛି ଭାରତର ପ୍ରତିନିଧି ଦଳ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts