E-Paper
  • logo
  • Wednesday 1st April 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ କାର୍ଯ୍ୟ କରିଥିଲି: ଆଲାପନ୍‌
8:29 amJune 4, 2021

କୋଲକାତା, ୪ା୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟ ଶାସନ ସଚିବ ଆଲାପନ ବନ୍ଦୋପାଧ୍ୟାୟ ଗୁରୁବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି କାରଣ ଦର୍ଶାଅ ନୋଟିସ୍‌ର ଜବାବ ରଖିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ‘ୟାସ୍‌’ କ୍ଷୟକ୍ଷତି ସମୀକ୍ଷା ବୈଠକବେଳେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନିର୍ଦ୍ଦେଶରେ କାର୍ଯ୍ୟ କରିଥିଲେ। ବାତ୍ୟା ପ୍ରଭାବିତ ଦିଘାଠାରେ ଆଉ ଏକ ସମୀକ୍ଷା କାର୍ଯ୍ୟକ୍ରମ ଥିବାରୁ ସେ ମମତାଙ୍କ ସହ ସେଠାକୁ ଯାଇଥିଲେ ବୋଲି ଆଲାପନ କହିଛନ୍ତି।
ମେ’ ୨୮ରେ ସାମୁଦ୍ରିକ ଝଡ଼ ‘ୟାସ୍‌’ କ୍ଷୟକ୍ଷତି ସମୀକ୍ଷା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ଗସ୍ତ କରିଥିବା ସମୟରେ ମମତାଙ୍କ ସହ ଆଲାପନ ଅଧଘଣ୍ଟା ବିଳମ୍ବରେ ଆସିଥିଲେ। ଏପରି କି ଆଲାପନ ଉକ୍ତ ବୈଠକରେ ଉପସ୍ଥିତ ନ ରହି ଚାଲିଯାଇଥିଲେ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ନୋଟିସ୍‌ରେ ତାଙ୍କ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ନିଆଯିବ ନାହିଁ ସୋମବାର ଜବାବ ଲୋଡ଼ା ଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

କରୋନିଲ ପରେ ଏବେ ବ୍ଲାକ୍‌ ଫଙ୍ଗସ୍‌ ଔଷଧ ତିଆରି କରୁଛି ପତଞ୍ଜଳୀ

ହରିଦ୍ୱାର,୨।୬: କରୋନାର ପ୍ରଥମ ଲହର ସମୟରେ ଯେତେବେଳେ ସମଗ୍ର ଦେଶ ଭାକ୍ସିନକୁ ନେଇ ଚର୍ଚ୍ଚା କରୁଥିଲା, ସେତେବେଳେ ଯୋଗଗୁରୁ ବାବା ରାମଦେବ କରୋନିଲ ଔଷଧ ତିଆରି...

ନୂଆ ଆକ୍ରାନ୍ତ ସଂଖ୍ୟା ବଢ଼ିଲା, ମୃତକଙ୍କ ସଂଖ୍ୟା କମିଲା…

ନୂଆଦିଲ୍ଲୀ,୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...

ଆମେରିକା ସୈନ୍ୟ ଆଫଗାନିସ୍ତାନରୁ ହଟିଲେ ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବୃଦ୍ଧି ପାଇବା ଆଶଙ୍କା…

ଶ୍ରୀନଗର,୨୬।୬: ଆଫଗାନିସ୍ତାନରୁ ଆମେରିକା ସୈନ୍ୟ ପ୍ରତ୍ୟାହାର ଜାରି ରହିଛି। ତେବେ ଏହା ଦ୍ୱାରା ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବୃଦ୍ଧି ପାଇବାର ଆଶଙ୍କା ରହିଛି। ଏସମ୍ପର୍କରେ ଶ୍ରୀନଗର ୧୫...

ପୋଲିସକୁ ଜଣାଇଥିଲେ, ତଥାପି ଚାଲିଗଲା ଜର୍ନାଲିଷ୍ଟଙ୍କ ଜୀବନ

ଲକ୍ଷ୍ନୌ,୧୪।୬: ରବିବାର ରାତିରେ ଉତ୍ତର ପ୍ରଦେଶର ପ୍ରତାପଗଡ଼ ଜିଲାରେ ସୁଲଭ ଶ୍ରୀବାସ୍ତବ ନାମକ ଜଣେ ଟିଭି ଜର୍ନାଲଷ୍ଟଙ୍କ ମୃତ୍ୟୁ ଘଟିଛି। ମୋଟରସାଇକେଲ ଦୁର୍ଘଟଣା ତାଙ୍କ ମୃତ୍ୟୁର...

୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩

ନୂଆଦିଲ୍ଲୀ, ୧୦।୬(ପି.ଟି.): ବିଶ୍ୱର ୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩ଟି ସ୍ଥାନ ପାଇଛି। ବୁଧବାର ପ୍ରକାଶିତ କ୍ୟୁଏସ୍‌ ଓ୍ବାଲର୍‌ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌ସରେ ଇଣ୍ଡିଆନ ଇନ୍‌ଷ୍ଟଚ୍ୟୁଟ୍‌...

ସାଢ଼େ ୧୮ କୋଟିରେ କାହିଁକି କିଣାଗଲା ରାମମନ୍ଦିର ଜମି: କେନ୍ଦ୍ର-ଆରଏସ୍‌ଏସ୍‌କୁ ରିପୋର୍ଟ ପଠାଇଲା ଟ୍ରଷ୍ଟ୍‌…

ଅଯୋଧ୍ୟା,୧୫।୬: ରାମମନ୍ଦିର ପାଇଁ ଜମି କାହିଁକି ସାଢ଼େ ୧୮ କୋଟି ଟଙ୍କାରେ କିଣାଗଲା ସେ ନେଇ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ୍‌ ପକ୍ଷରୁ ରିପୋର୍ଟ...

ଆଜି ଦେଶରେ ୫୧,୬୬୭ କରୋନା ଆକ୍ରାନ୍ତ ଚିହ୍ନଟ, ୧୩୨୯ ମୃତ

ନୂଆଦିଲ୍ଲୀ,୨୫ା୬: ଗତ ୨୪ ଘଣ୍ଟାରେ ଦେଶରୁ ୫୧,୬୬୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୬୪,୫୨୭ ଜଣ ରୋଗୀ କରୋନାରୁ ସୁସ୍ଥ ହୋଇଥିବା କେନ୍ଦ୍ର...

‘ଯଦି ମହଙ୍ଗା ହେଉଛି ଖାଇବା-ପିଇବା, ପେଟ୍ରୋଲ ପକାଇବା ଛାଡିଦିଅନ୍ତୁ’

ରାୟପୁର,୪।୬: ଛତିଶଗଡର ପୂର୍ବତନ ମନ୍ତ୍ରୀ ବ୍ରିଜମୋହନ ଅଗ୍ରୱାଲଙ୍କ ଅଜବ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ କହିଛନ୍ତି ଯେ, ଯେଉଁମାନେ ମହଙ୍ଗା ବଢିଯାଇଛି ବୋଲି କହୁଛନ୍ତି,...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପରକୀୟା ପ୍ରୀତି ଥିଲେ ବି ମା’ ନେଇପାରିବେ ପିଲାଙ୍କ ଦାୟିତ୍ୱ
Next Post Next post:
ଏହି ଦେଶରେ ନାହାନ୍ତି ଗୋଟିଏ ହେଲେ ମଶା, ଜାଣନ୍ତୁ କାରଣ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts