କୋଲକାତା, ୪ା୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟ ଶାସନ ସଚିବ ଆଲାପନ ବନ୍ଦୋପାଧ୍ୟାୟ ଗୁରୁବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି କାରଣ ଦର୍ଶାଅ ନୋଟିସ୍ର ଜବାବ ରଖିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ‘ୟାସ୍’ କ୍ଷୟକ୍ଷତି ସମୀକ୍ଷା ବୈଠକବେଳେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନିର୍ଦ୍ଦେଶରେ କାର୍ଯ୍ୟ କରିଥିଲେ। ବାତ୍ୟା ପ୍ରଭାବିତ ଦିଘାଠାରେ ଆଉ ଏକ ସମୀକ୍ଷା କାର୍ଯ୍ୟକ୍ରମ ଥିବାରୁ ସେ ମମତାଙ୍କ ସହ ସେଠାକୁ ଯାଇଥିଲେ ବୋଲି ଆଲାପନ କହିଛନ୍ତି।
ମେ’ ୨୮ରେ ସାମୁଦ୍ରିକ ଝଡ଼ ‘ୟାସ୍’ କ୍ଷୟକ୍ଷତି ସମୀକ୍ଷା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ଗସ୍ତ କରିଥିବା ସମୟରେ ମମତାଙ୍କ ସହ ଆଲାପନ ଅଧଘଣ୍ଟା ବିଳମ୍ବରେ ଆସିଥିଲେ। ଏପରି କି ଆଲାପନ ଉକ୍ତ ବୈଠକରେ ଉପସ୍ଥିତ ନ ରହି ଚାଲିଯାଇଥିଲେ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ନୋଟିସ୍ରେ ତାଙ୍କ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ନିଆଯିବ ନାହିଁ ସୋମବାର ଜବାବ ଲୋଡ଼ା ଯାଇଥିଲା।
ଭାରତରେ ଶିଶୁଙ୍କୁ ଦିଆଯିବ ଏହି ଟିକା
ନୂଆଦିଲ୍ଲୀ,୪।୬: ତୃତୀୟ ଲହର ଶିଶୁମାନଙ୍କ ପ୍ରତି ଅଧିକ ବିପଦ ଥିବା ନେଇ ବିଶେଷଜ୍ଞମାନେ ମତ ଦେଇଛନ୍ତି। ଏଭଳି ସ୍ଥତିରେ ଦେଶରେ ଶିଶୁମାନଙ୍କ ପାଇଁ କୋଭିଡ ଟିକା...
କୋଭିଡ୍ ମୃତ୍ୟୁ: ପରିବାରକୁ ମିଳିପାରେ ୪ ଲକ୍ଷ
ନୂଆଦିଲ୍ଲୀ, ୧୨।୬(ଆଇଏଏନ୍ଏସ୍): କରୋନାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ସଦସ୍ୟଙ୍କୁ ୪ ଲକ୍ଷ ଟଙ୍କା ଆର୍ଥିକ କ୍ଷତିପୂରଣ ଯୋଗାଇଦେବା ପାଇଁ ଏକ ଆବେଦନର ବିଚାର କରାଯାଉଛି...
ସମାଲୋଚକଙ୍କୁ ନିର୍ବାଚନ ଲଢ଼ିବା ମନା
ମସ୍କୋ, ୫।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଶୁକ୍ରବାର ଏକ ନୂଆ ବିଲ୍ରେ ସ୍ବାକ୍ଷର କରିଛନ୍ତି। କୌଣସି ବ୍ୟକ୍ତି ରାଷ୍ଟ୍ରପତିଙ୍କୁ ସମାଲୋଚନା କଲେ ଉକ୍ତ ଆଇନ...
ମୋହନ ଭାଗଓ୍ବତଙ୍କ ସମେତ ବହୁ ଆର୍ଏସ୍ଏସ୍ ନେତାଙ୍କ ଆକାଉଣ୍ଟ୍ରୁ ବ୍ଲୁ ଟିକ୍ ହଟାଇଲା ଟୁଇଟର୍…
ନୂଆଦିଲ୍ଲୀ,୫।୬: ଉପ ରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କ ଆକାଉଣ୍ଟ୍ରୁ ବ୍ଲୁ ଟିକ୍ ହଟାଇ ଏହାକୁ ପୁଣି ରିଷ୍ଟୋର କରିବା ପରେ ଟୁଇଟର୍ ଏବେ ବିବାଦରେ ଘେରରେ ଛନ୍ଦି...
ବିବାହ ସମୟରେ ଆରବୀ ଶବ୍ଦ କହିଲା ବେଳେ ଝୁଣ୍ଟିଲେ ବର: ମୌଲବୀଙ୍କୁ ସନ୍ଦେହ ହେବାରୁ ଜଣାପଡ଼ିଲା ସତ
ଲକ୍ଷ୍ନୌ,୧୪।୬: ଉତ୍ତରପ୍ରଦେଶର ମହାରାଜଗଞ୍ଜ ଜିଲାରୁ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ବିବାହ ସମୟରେ ଜଣେ ବରଙ୍କ ମିଥ୍ୟା ପଦାକୁ ଆସିଛି। ବିବାହ ସମୟରେ ଆରବୀ...
ଇଞ୍ଜିନିୟର ସ୍ବାମୀଙ୍କୁ ଛୁଆଙ୍କ ଆଗରେ ହତ୍ୟା କଲେ ସ୍ତ୍ରୀ
ଗୁରୁଗ୍ରାମ,୨୦।୬: ୩୯ ବର୍ଷୀୟ ଇଞ୍ଜିନିୟର ସ୍ବାମୀଙ୍କୁ ଛୁଆଙ୍କ ଆଗରେ ଛୁରି ଭୁଷି ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଘଟଣା ଗୁରୁଗ୍ରାମର ଜ୍ୟୋତି ପାର୍କ କଲୋନିରେ ଘଟିଥିବା...
ପୁଣି ଘନେଇଲା ବିପଦ, ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ଟପିଲା…
ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ଘନେଇବାରେ ଲାଗିଛି। ଡେଲ୍ଟା ଭାରିଆଣ୍ଟ୍ ପରେ ଏବେ...
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଧାୟକ: ମୋଦିଙ୍କ ନିକଟତର ହେଲେ ମିଳିବ ଲାଭ
ମୁମ୍ବାଇ,୨୦।୬: ଶିବସେନା ବିଧାୟକ ପ୍ରତାପ ସରନାୟକ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଏକ ଚିଠି ଲେଖିଛନ୍ତି। ଏହା ଏକ ସାଧାରଣ ଚିଠି ନୁହେଁ ବରଂ ଏକ...


