Categories: ଖେଳ

‘ଟିଭିରେ ସଚିନଙ୍କୁ ଦେଖି ଶିଖିଥିଲି ଷ୍ଟ୍ରେଟ୍‌ ଡ୍ରାଇଭ୍‌’

ନୂଆଦିଲ୍ଲୀ,୯।୬ : ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ସିଗନେଚର ଷ୍ଟ୍ରେଟ୍‌ ଡ୍ରାଇଭ ଓ ବ୍ୟାକଫୁଟ ପଞ୍ଚ ଟିଭିରେ ଦେଖି ଶିଖିଥିଲେ ପୂର୍ବତନ ଭାରତୀୟ ଓପନର ବୀରେନ୍ଦ୍ର ସେହ୍ବାଗ। ଏକ ମୋବାଇଲ ଆପିଲେକଶନ ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଯୋଗଦେଇ ସେହ୍ବାଗ ଏହା କହିଛନ୍ତି।

୧୯୯୨ ବିଶ୍ୱକପ୍‌ଠାରୁ ମୁଁ କ୍ରିକେଟ ଦେଖିବା ଆରମ୍ଭ କରିଥିଲି। ତେନ୍ଦୁଲକରଙ୍କ ଷ୍ଟ୍ରେଟ୍‌ ଡ୍ରାଇଭକୁ କପି କରିବା ମୋର ଉଦ୍ଦେଶ୍ୟ ଥିଲା। କ୍ରିକେଟରଙ୍କ ଜୀବନରେ ବର୍ତ୍ତମାନ ଟେକ୍‌ନୋଲୋଜିର ଅନେକ ଗୁରୁତ୍ୱ ରହିଛି। ଏବେ ଇଣ୍ଟରନେଟରେ କ୍ରିକେଟ ସମ୍ପର୍କିତ ସମସ୍ତ ଭିଡିଓ ଉପଲବ୍ଧ ଅଛି, ଯେଉଁଥିରୁ ଯୁବ କ୍ରିକେଟରମାନେ ଶିକ୍ଷା କରିପାରିବେ। ଯଦି ମୋ ସମୟରେ ଏଭଳି ସୁବିଧା ଥାନ୍ତା, ତେବେ ମୁଁ ଆହୁରି କମ୍‌ ବୟସରୁ ଭାରତୀୟ ଦଳ ପାଇଁ ଖେଳିଥାନ୍ତି ବୋଲି ସେହ୍ବାଗ କହିଛନ୍ତି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.