ଭାରତୀୟ କ୍ରିକେଟ୍ ଦଳର ସର୍ବଶ୍ରେଷ୍ଠ ଅଲରାଉଣ୍ଡରଙ୍କ ମଧ୍ୟରୁ ଯୁବରାଜ ସିଂ ଅନ୍ୟତମ। ସେ ୨୦୦୭ ଟି-2୨୦ବିଶ୍ୱକପ୍ ଏବଂ ୨୦୧୧ ବିଶ୍ୱକପ୍ ବିଜେତା ଦଳର ସଦସ୍ୟ ଥିଲେ। ୨୦୦୭ରେ ଏମଏସ ଧୋନୀଙ୍କ ନେତୃତ୍ୱରେ ଭାରତୀୟ ଦଳ ପ୍ରଥମ ଟି -୨୦ ବିଶ୍ୱକପ ଜିତିଥିଲା। ତେବେ ଟି -୨୦ ବିଶ୍ୱକପ ଜିତିବାରେ ଯୁବରାଜଙ୍କ ଯୋଗଦାନ ଗୁରୁତ୍ୱପୂର୍ଣ୍ଣ ଥିଲା। ଯୁବରାଜ ଇଂଲଣ୍ଡ ବିପକ୍ଷ ଏକ ମ୍ୟାଚ୍ରେ ୬ଟି ବଲରେ ୬ଟି ଛକା ମାରିଥିଲେ। ନିକଟରେ ଏକ ସାକ୍ଷାତକାରରେ ଯୁବରାଜ କହିଛନ୍ତି, ୨୦୦୭ରେ ଟି-୨୦ ବିଶ୍ୱକପ୍ ପୂର୍ବରୁ ଏକଦିବସୀୟ ବିଶ୍ୱକପ୍ ଖେଳାଯାଇଥିଲା। ଏଥିରେ ଭାରତୀୟ ଦଳ ପ୍ରଥମ ପର୍ଯ୍ୟାରୁ ବିଦାୟ ନେଇଥିଲା। ଫଳରେ ଭାରତୀୟ କ୍ରିକେଟରେ ବହୁ ଅସନ୍ତୋେ ଦେଖାଦେଇଥିଲା। ବିଶ୍ୱକପ୍ ପରେ ସିନିୟର୍ ଖେଳାଳିମାନେ ଦଳରୁ ବ୍ରେକ୍ ନେଇଥିଲେ। କାରଣ ସେମାନେ ଟି-୨୦ ବିଶ୍ୱକପ୍କୁ ସେତେଟା ଗମ୍ଭୀରତାର ସହ ନେଉ ନ ଥିଲେ। ସେ ସମୟରେ ବିଶ୍ୱକପ୍ରେ ଭାରତର ପ୍ରତିନିଧିତ୍ୱ କରିବାକୁ ମୁଁ ଆଶା ରଖିଥିଲି। କିନ୍ତୁ ମହେନ୍ଦ୍ର ସିଂ ଧୋନୀଙ୍କୁ ଏହି ଦାୟିତ୍ୱ ମିଳିଥିଲ। ଏହାସତ୍ତ୍ୱେ ମୁଁ ନିରାଶ ନ ହୋଇ ମୋ ପ୍ରଦର୍ଶନ କରିଚାଲିଥିଲି ବୋଲି ସେ କହିଛନ୍ତି। ମୁଁ ସବୁବେଳେ ଧୋନୀଙ୍କୁ ସମର୍ଥନ କରୁଥିଲି। ୬ ଛକା ମାରିବା ପରେ ଧୋନୀ ବହୁତ୍ ଖୁସି ଥିଲେ।
ଟ୍ରାନ୍ସଜେଣ୍ଡର ହୁବାର୍ଡଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା
ଓ୍ବେଲିଂଟନ, ୨୨ା୬ (ଏପି)- ଲରେଲ ହୁବାର୍ଡ ଦୁଇ ଟିଟି ଲିଫ୍ଟରେ ୬୨୮ ପାଉଣ୍ଡ (୧୮୫ କିଲୋଗ୍ରାମ୍) ଉତ୍ତୋଳନ କରି ଟୋକିଓ ଅଲିମ୍ପିକ୍ସ ମହିଳା ସୁପର-ହେଭିଓ୍ବେଟ୍ ଡିଭିଜନ...
ୟୁରୋକପ୍ ଫୁଟ୍ବଲ ଉଦ୍ଘାଟିତ
ରୋମ୍,୧୩।୬(ଏପି): କୋଭିଡ୍-୧୯ ସାରା ବିଶ୍ୱକୁ ପ୍ରଭାବିତ କରିବା ପରେ ପ୍ରଥମଥର ପାଇଁ କୌଣସି ବୃହତ୍ ସ୍ପୋଟର୍ସ ଇଭେଣ୍ଟ ଆରମ୍ଭ ହୋଇଛି। ୟୁରୋପ ମହାଦେଶର ସର୍ବବୃହତ୍ ଫୁଟ୍ବଲ...
କୋଣ୍ଟାଙ୍କୁ ଚତୁର୍ଥ ଡବ୍ଲ୍ୟୁଟିଏ ଟାଇଟଲ
ନଟିଂହାମ୍(ୟୁକେ),୧୪ା୬- ବ୍ରିଟେନର ଜୋହାନା କୋଣ୍ଟା ନଟିଂହାମ୍ ଓପନ ଟେନିସ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ସେ ଚାଇନାର ଝାଙ୍ଗ...
ସବୁ ସ୍ପିନର୍ ବିବାହ କରିବା ଉଚିତ୍; କାହିଁକି ଏମିତି କହିଲେ ଚହଲ
ଭାରତୀୟ ସ୍ପିନର ୟୁଜଭେନ୍ଦ୍ର ଚହଲ ସୋସିଆଲ ମିଡିଆରେ ଅନ୍ୟ କ୍ରିକେଟରଙ୍କ ପୋଷ୍ଟ ଉପରେ ମଜାଳିଆ ମନ୍ତବ୍ୟ ଦିଅନ୍ତି। ସେ ନିଜେ ବହୁତ ସକ୍ରିୟ ରୁହନ୍ତି, ତାଙ୍କ...
୫୫ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ଦେଶ ନ୍ୟୁଜିଲାଣ୍ଡ; ଚାମ୍ପିଅନ୍ ହେବା ପଛରେ ରହିଛି ଏସବୁ କାରଣ
ସାଉଥାମ୍ପଟନ,୨୪।୬: ନ୍ୟୁଜିଲାଣ୍ଡ ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ଟାଇଟେଲ ଜିତିଛି। ୧୮ରୁ ୨୩ ଅକ୍ଟୋବର ଅର୍ଥାତ୍ ୬ ଦିନ ପର୍ଯ୍ୟନ୍ତ ଚାଲିଥିବା ଟେଷ୍ଟରେ ନ୍ୟୁଜିଲାଣ୍ଡ ଟିମ...
ଏକଦା ରାଗିକରି ବିସିସିଆଇକୁ କରିଥିଲେ କଟାକ୍ଷ; ଏବେ ଶ୍ରୀଲଙ୍କା ଗସ୍ତ ଲାଗି ଘୋଷିତ ଦଳରେ ମିଳିଲାନି ସୁଯୋଗ, ନିରାଶ ହୋଇ…
ନୂଆଦିଲ୍ଲୀ,୧୧।୬: ବିସିସିଆଇ ପକ୍ଷରୁ ଶ୍ରୀଲଙ୍କା ବିପକ୍ଷ ସୀମିତ ଓଭର କ୍ରିକେଟ ସିରିଜ ନେଇ ଗୁରୁବାର ୨୦ ଜଣିଆ ଭାରତୀୟ ଟିମ୍ର ଘୋଷଣା କରାଯାଇଥିଲା। ଅନେକ ଯୁବ...
ଫ୍ରେଞ୍ଚ୍ ଓପନ୍ ଟେନିସ: ନାଡାଲ, ସିତ୍ସିପାସ, ଜେଭରେଭ ସେମିଫାଇନାଲରେ
ପ୍ୟାରିସ, ୧୦।୬- ସ୍ପେନ୍ ସୁପରଷ୍ଟାର ରାଫାଲ ନାଡାଲ, ଗ୍ରୀସ୍ର ଷ୍ଟିଫାନୋସ ସିତ୍ସିପାସ ଚଳିତ ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି।...
୭ ବଲ୍ରେ ବିସ୍ଫୋରକ ୪୨ ରନ୍ କଲେ ଏହି ବ୍ୟାଟ୍ସମ୍ୟାନ୍: ରଚିଲେ ଇତିହାସ
ୟୁଏଇ,୨୦।୬: ପାକିସ୍ତାନ ସୁପର ଲିଗ (ପିଏସଏଲ)ରେ କରାଚି କିଙ୍ଗସ ଏବଂ କ୍ୱେଟା ଗ୍ଲେଡିଏଟର୍ସ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ପ୍ରଥମେ ବ୍ୟାଟିଂ କରି କରାଚି ନିର୍ଦ୍ଧାରିତ...


