E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଟି୨୦ ବିଶ୍ୱକପ୍‌: ୨୮ ସୁଦ୍ଧା ନିଷ୍ପତ୍ତି
9:25 pmJune 1, 2021

ନୂଆଦିଲ୍ଲୀ, ୧।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କୁ ଟି୨୦ ବିଶ୍ୱକପ୍‌ ଆୟୋଜନ ସମ୍ପର୍କରେ ନିଷ୍ପତ୍ତି ନେବା ପାଇଁ ୨୮ ତାରିଖ ପର୍ଯ୍ୟନ୍ତ ସମୟ ଦେଇଛି ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି)। ମଙ୍ଗଳବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ହୋଇଥିଲା ଆଇସିସି ବୋର୍ଡ ମିଟିଂ। ବିସିସିଆଇ ପକ୍ଷରୁ ସଭାପତି ସୌରଭ ଗାଙ୍ଗୁଲି ଓ ସାଧାରଣ ସମ୍ପାଦକ ଜୟ ଶାହ ପ୍ରତିନିଧିତ୍ୱ କରିଥିଲେ। ଟି୨୦ ବିଶ୍ୱକପ୍‌ ଚଳିତ ବର୍ଷ ଅକ୍ଟୋବର-ନଭେମ୍ବରରେ ହେବାର ଅଛି।

ଦେଶର କୋଭିଡ୍‌ ସ୍ଥିତିକୁ ଦୃଷ୍ଟିରେ ରଖି ଟି୨୦ ବିଶ୍ୱକପ୍‌ ଆୟୋଜନ ସମ୍ପର୍କରେ ଅନ୍ତିମ ନିଷ୍ପତ୍ତି ପାଇଁ ଏକ ମାସ ସମୟ ମାଗିଥିଲା ବିସିସିଆଇ। ଏଥିରେ ଆଇସିସିର ବୋର୍ଡ ସଦସ୍ୟମାନେ ସର୍ବସମ୍ମତି କ୍ରମେ ରାଜି ହୋଇଥିଲେ। ଆସନ୍ତା ମାସରେ ହେବାକୁ ଥିବା ବୈଠକକୁ ସମ୍ପୂର୍ଣ୍ଣ ପ୍ଲାନ ସହ ବିସିସିଆଇ ଆସିବ ବୋଲି ସୂତ୍ରରୁ ଜଣାପଡ଼ିଛି। ଯଦି ଟି୨୦ ବିଶ୍ୱକପ୍‌ ଭାରତରେ ଆୟୋଜନ ହୋଇନପାରେ, ତେବେ ଏହି ଇଭେଣ୍ଟ ୟୁଏଇରେ ଅନୁଷ୍ଠିତ ହେବ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମିଲ୍‌ଖାଙ୍କ ଶେଷକୃତ୍ୟ ସମ୍ପନ୍ନ

ଚଣ୍ଡିଗଡ଼, ୨୦ା୬ (ପି.ଟି.)-କିମ୍ବଦନ୍ତୀ ସ୍ପ୍ରିଣ୍ଟର ମିଲ୍‌ଖା ସିଂଙ୍କର ଏଠାରେ ଶନିବାର ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶୋକାକୁଳ ପରିବେଶରେ ୯୧ବର୍ଷୀୟ ମିଲ୍‌ଖାଙ୍କୁ...

ଆଶା ଆଶାରେ ରହିଗଲା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌

ସାଉଥାମ୍ପଟନ,୨୩।୬: ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଟ୍ରଫି ହାତେଇବା ଆଶା ଆଶାରେ ହିଁ ରହିଗଲା। ଭାରତୀୟ ଦଳକୁ ୮ ଉଇକେଟରେ ହରାଇ ଡବ୍ଲ୍ୟୁଟିସି ଟ୍ରଫି ହାତେଇ...

୧୪୪ ବର୍ଷ ଟେଷ୍ଟ ଇତିହାସରେ ପ୍ରଥମ ବଲ୍‌ରେ ଛକା ମାରିଛନ୍ତି କେବଳ ଏହି କ୍ରିକେଟର, ଏବେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ତାଲିକାରେ ନାମ

ନୂଆଦିଲ୍ଲୀ,୧୬।୬: କ୍ରିକେଟର ତିନି ଫର୍ମାଟ ମଧ୍ୟରୁ ଟେଷ୍ଟ କ୍ରିକେଟ ସବୁଠାରୁ ଲମ୍ବା। ଏହା ଖେଳାଳିଙ୍କ ଧୌର୍ଯ୍ୟର ପରୀକ୍ଷା ନେଇଥାଏ। ପାଞ୍ଚ ଦିନ ଧରି ଚାଲୁଥିବା ଏହି...

ଭାରତୀୟ ଟି୨୦ ଟିମ୍‌ରୁ କାହିଁକି ବାହାର ହୋଇଥିଲେ ଦିନେଶ କାର୍ତ୍ତିକ; କାରଣ ନେଇ ଏଭଳି କହିଲେ…

ନୂଆଦିଲ୍ଲୀ,୫।୬: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ପୂର୍ବରୁ ଉଇକେଟକିପର ବ୍ୟାଟ୍ସମ୍ୟାନ ଦିନେଶ କାର୍ତ୍ତିକ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଥିଲେ। ହେଲେ...

ଡୋପିଂ ଟେଷ୍ଟ ଲାଞ୍ଚ ମାମଲା: ଭାରୋତ୍ତୋଳକ ଚୁମାକ୍‌ ସସ୍‌ପେଣ୍ଡ

ଲାଉସାନେ, ୬ା୬(ଏପି)- ୟୁରୋପିଆନ ଓ୍ବେଟ୍‌ଲିଫ୍ଟିଂ ଚାମ୍ପିୟନ ଦିମିତ୍ରୋ ଚୁମାକ୍‌ଙ୍କୁ ସାମୟିକ ସସ୍‌ପେଣ୍ଡ କରାଯାଇଛି। ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ହୋଇଥିବା ଡୋପ୍‌ ଟେଷ୍ଟରୁ ସେ ନିଜକୁ ଦୂରେଇ...

କ୍ରିକେଟର୍‌ ସବୁଠୁ ‘ମହଙ୍ଗା ନୋ ବଲ୍‌’ର କାହାଣୀ ଜାଣନ୍ତୁ

୨୭ ବର୍ଷ ପୂର୍ବେ ଠିକ୍‌ ଆଜିର ଦିନରେ ମହାନ ବ୍ୟାଟ୍ସମ୍ୟାନ ବ୍ରାଏନ ଲାରା ଇତିହାସ ସୃଷ୍ଟି କରିଥିଲେ। କାରିବିଆନ ତାରକା ଲାରା ପ୍ରଥମ ଶ୍ରେଣୀ କ୍ରିକେଟରେ...

ୟୁରୋକପ୍‌ ଫୁଟ୍‌ବଲ: ଆତ୍ମଘାତୀ ଗୋଲ, ଫ୍ରାନ୍ସଠାରୁ ହାରିଲା ଜର୍ମାନୀ

ମ୍ୟୁନିକ୍‌,୧୭।୬: ୟୁରୋକପ୍‌ ଫୁଟ୍‌ବଲରେ ବିଶ୍ୱ ଚାମ୍ପିୟନ ଫ୍ରାନ୍ସ ବିଜୟରୁ ଅଭିଯାନ ଆରମ୍ଭ କରିଛି। ଫ୍ରାନ୍ସ ତା’ର ପ୍ରଥମ ମ୍ୟାଚ୍‌ରେ ଶକ୍ତିଶାଳୀ ଜର୍ମାନୀକୁ ୧-୦ ଗୋଲରେ ପରାସ୍ତ...

ଫ୍ରେଞ୍ଚ୍‌ ଓପନ ଟେନିସ୍‌: ସିଡେଡ୍‌ ଖେଳାଳିଙ୍କ ଅଗ୍ରଗତି

ପ୍ୟାରିସ୍‌,୨।୬: ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ ମଙ୍ଗଳବାର ତୃତୀୟ ଦିବସରେ ପହଞ୍ଚିଛି। ଉଭୟ ପୁରୁଷ ଓ ମହିଳା ସିଙ୍ଗଲ୍ସରେ ସିଡେଡ୍‌ ଖେଳାଳିମାନେ ଅଗ୍ରଗତି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଓଡ଼ିଶା: ଆଜିର ଫଟୋ (ଜୁନ ୧, ୨୦୨୧)
Next Post Next post:
ବଲିଉଡ୍‌ ଅଭିନେତାଙ୍କ ଘରୁ ଚୋରି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts