E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଟି୨୦ ବିଶ୍ୱକପ୍‌: ୨୮ ସୁଦ୍ଧା ନିଷ୍ପତ୍ତି
9:25 pmJune 1, 2021

ନୂଆଦିଲ୍ଲୀ, ୧।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କୁ ଟି୨୦ ବିଶ୍ୱକପ୍‌ ଆୟୋଜନ ସମ୍ପର୍କରେ ନିଷ୍ପତ୍ତି ନେବା ପାଇଁ ୨୮ ତାରିଖ ପର୍ଯ୍ୟନ୍ତ ସମୟ ଦେଇଛି ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି)। ମଙ୍ଗଳବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ହୋଇଥିଲା ଆଇସିସି ବୋର୍ଡ ମିଟିଂ। ବିସିସିଆଇ ପକ୍ଷରୁ ସଭାପତି ସୌରଭ ଗାଙ୍ଗୁଲି ଓ ସାଧାରଣ ସମ୍ପାଦକ ଜୟ ଶାହ ପ୍ରତିନିଧିତ୍ୱ କରିଥିଲେ। ଟି୨୦ ବିଶ୍ୱକପ୍‌ ଚଳିତ ବର୍ଷ ଅକ୍ଟୋବର-ନଭେମ୍ବରରେ ହେବାର ଅଛି।

ଦେଶର କୋଭିଡ୍‌ ସ୍ଥିତିକୁ ଦୃଷ୍ଟିରେ ରଖି ଟି୨୦ ବିଶ୍ୱକପ୍‌ ଆୟୋଜନ ସମ୍ପର୍କରେ ଅନ୍ତିମ ନିଷ୍ପତ୍ତି ପାଇଁ ଏକ ମାସ ସମୟ ମାଗିଥିଲା ବିସିସିଆଇ। ଏଥିରେ ଆଇସିସିର ବୋର୍ଡ ସଦସ୍ୟମାନେ ସର୍ବସମ୍ମତି କ୍ରମେ ରାଜି ହୋଇଥିଲେ। ଆସନ୍ତା ମାସରେ ହେବାକୁ ଥିବା ବୈଠକକୁ ସମ୍ପୂର୍ଣ୍ଣ ପ୍ଲାନ ସହ ବିସିସିଆଇ ଆସିବ ବୋଲି ସୂତ୍ରରୁ ଜଣାପଡ଼ିଛି। ଯଦି ଟି୨୦ ବିଶ୍ୱକପ୍‌ ଭାରତରେ ଆୟୋଜନ ହୋଇନପାରେ, ତେବେ ଏହି ଇଭେଣ୍ଟ ୟୁଏଇରେ ଅନୁଷ୍ଠିତ ହେବ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ବର୍ଷେ ଭିତରେ ଏତିକି ଟଙ୍କା ରୋଜଗାର କରିଛନ୍ତି କୋହଲି

କ୍ରମାଗତ ପଞ୍ଚମ ବର୍ଷ ପାଇଁ ଫୋର୍ବସର ଶ୍ରେଷ୍ଠ ୧୦୦ ସର୍ବାଧିକ ପାରିଶ୍ରମିକ ପ୍ରାପ୍ତ ଖେଳାଳିଙ୍କ ମଧ୍ୟରେ ଭାରତୀୟ ଅଧିନାୟକ ବିରାଟ କୋହଲି ସ୍ଥାନ ପାଇଛନ୍ତି। ସେ...

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ପୂର୍ବରୁ ସାକ୍ଷାତକାର ନେଲେ ସ୍ତ୍ରୀ, ବୁମ୍‌ରା ପଚାରିଲେ- ମୁଁ ଆପଣଙ୍କୁ ପୂର୍ବରୁ କେଉଁଠି ଦେଖିଛି କି?

ସାଉଥାମ୍ପଟନ,୧୭।୬: ଚଳିତ ବର୍ଷ ଫେବୃୟାରୀରେ ଭାରତୀୟ ଦ୍ରୁତ ବୋଲର ଜସପ୍ରିତ ବୁମ୍‌ରା ଲୋକପ୍ରିୟ ଟେଲିଭିଜନ ଉଦ୍‌ଘୋଷିକା ସଞ୍ଜନା ଗଣେଶନଙ୍କୁ ବିବାହ କରିଥିଲେ। ଉଭୟ ବିବାହ ପର୍ଯ୍ୟନ୍ତ...

ପନ୍ତଙ୍କୁ ନେଇ କାର୍ତ୍ତିକଙ୍କ ଭବିଷ୍ୟବାଣୀ: କହିଲେ ୧୦୦ ଟେଷ୍ଟ ଖେଳିବେ…

ନୂଆଦିଲ୍ଲୀ,୮।୬: ଅଷ୍ଟ୍ରେଲିଆ-ଇଂଲଣ୍ଡ ବିପକ୍ଷରେ ଦମ୍‌ଦାର ବ୍ୟାଟିଂ କରି ପ୍ରଶଂସିତ ହୋଇଥିଲେ ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତ। ଆଇପିଏଲ୍‌ ଆରମ୍ଭ ହେବା ପୂର୍ବରୁ ସେ ଅନେକ...

ଲାଲରୁଥରାଙ୍କ ସହ ଚୁକ୍ତିକଲା ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୯।୬(କ୍ରୀଡ଼ା ପ୍ରତିନିଧି)-ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ)ର ୮ମ ସଂସ୍କରଣ ପୂର୍ବରୁ ୨୬ ବର୍ଷୀୟ ଭାରତୀୟ ଡିଫେଣ୍ଡର ଲାଲରୁଥରାଙ୍କ ସହ ଚୁକ୍ତି କରିଛି ଓଡ଼ିଶା ଏଫ୍‌ସି। ଭୁବନେଶ୍ୱରଭିତ୍ତିକ...

ଭୁଟାନରେ ହଜି ଯାଇଥିଲେ ବିରାଟ, ଡରି ଯାଇଥିଲେ ଅନୁଷ୍କା; କିଛି ଏଭଳି…

ନୂଆଦିଲ୍ଲୀ,୨୩।୬: ଚର୍ଚ୍ଚିତ ସେଲିବ୍ରିଟି କପଲ୍‌ମାନଙ୍କ ମଧ୍ୟରୁ ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ଗୋଟିଏ। ୨୦୧୭ରେ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ।...

କିଏ ଆପଣଙ୍କ ପସନ୍ଦର ଭାରତୀୟ ଅଭିନେତା; ଜବାବରେ ଏଭଳି କହି ହୃଦୟ ଜିଣିଲେ ପାକିସ୍ତାନର ଏହି ପୂର୍ବ ଦ୍ରୁତ ବୋଲର

ନୂଆଦିଲ୍ଲୀ,୧୧।୬: କ୍ରିକେଟ ଇତିହାସର ସବୁଠାରୁ ଆକ୍ରମଣାତ୍ମକ ଦ୍ରୁତ ବୋଲରଙ୍କ ମଧ୍ୟରୁ ଶୋଏବ ଅଖତର ଜଣେ। ସେ ନିଜର ଗତିକୁ ନେଇ ବ୍ୟାଟ୍ସମ୍ୟାନଙ୍କ ମନରେ ଭୟ ଜାତ...

ଡବ୍ଲ୍ୟୁଟିସି ଚାମ୍ପିୟନ ଦଳକୁ ମିଳିବ କ’ଣ

ଦୁବାଇ, ୧୪।୬: ବହୁ ପ୍ରତୀକ୍ଷିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ମ୍ୟାଚ୍‌ର...

ଓଲିଭିଏରା ଜିତିଲେ ମୋଟୋ ଜିପି

ମଣ୍ଟମେଲୋ(ସ୍ପେନ୍‌),୭ା୬(ଏପି)-ମିଗୁଏଲ ଓଲିଭିଏରା କାଟାଲୋନିଆ ଜିପି ଜିତିଛନ୍ତି। ଚଳିତ ସିଜନରେ ଏହା ତାଙ୍କର ପ୍ରଥମ ମୋଟୋ ଜିପିି ବିଜୟ। ପ୍ରାୟ ୨୦,୦୦୦ ଦର୍ଶକଙ୍କ ଉପସ୍ଥିତିରେ ଏ‘ହି ରେସ୍‌...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଓଡ଼ିଶା: ଆଜିର ଫଟୋ (ଜୁନ ୧, ୨୦୨୧)
Next Post Next post:
ବଲିଉଡ୍‌ ଅଭିନେତାଙ୍କ ଘରୁ ଚୋରି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts