ପୁରୀ ଅଫିସ,୨୪ା୬: ପବିତ୍ର ସ୍ନାନପୂର୍ଣ୍ଣିମାରେ ଶ୍ରୀଜିଉଙ୍କୁ ଗଜ ବେଶରେ ଦେଖିବାକୁ ମିଳିଛି। ଜ୍ୟେଷ୍ଠ ପୂର୍ଣ୍ଣିମାର ଅବସରରେ ମହାପ୍ରଭୁ ଗଜବେଶ ବା ହାତୀବେଶରେ ସଜ୍ଜିତ ହୋଇଛନ୍ତି। ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଚତୁର୍ଦ୍ଧାମୂର୍ତ୍ତି ଏହି ବେଶରେ ଭକ୍ତଙ୍କୁ ଭର୍ଚୁଆଲ ଦର୍ଶନ ଦେଇଛନ୍ତି। କରୋନା ମହାମାରୀ ଯୋଗୁ ଅଗଣିତ ଦର୍ଶକ ଏ ମନୋରମ ଦୃଶ୍ୟ ଘରେ ରହି ଦେଖିଛନ୍ତି।
Posted inଆମ ଜିଲା ଖବର, ପୁରୀ, ରାଜ୍ୟ View All
ବିନା ଭକ୍ତରେ ହେବ ସ୍ନାନ ଯାତ୍ରା
ପୁରୀ ଅଫିସ,୧୨ା୬: ଚଳିତମାସ ୨୪ ତାରିଖରେ ଶ୍ରୀଜିଉଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବ । ତେବେ କରୋନା କଟକଣା ଭିତରେ ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ...
ରାଜ୍ୟରେ ୫ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ
ଭୁବନେଶ୍ୱର, ୧୩।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ରବିବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୪,୪୬୯ ଜଣ...
ସୌଭାଗ୍ୟରୁ ବଞ୍ଚିତ କରିଦେଲେ ସାଆନ୍ତେ
ଅନୁଗୋଳ ଅଫିସ, ୨୩ା୬ – କିଛିଟା କାବୁ ହୋଇଛି କରୋନା ସଂକ୍ରମଣ। ତଳମୁହାଁ ଧରିଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା। ସ୍ଥିତିକୁ ଦେଖି ପୂର୍ବ କଟକଣାରେ ସାମାନ୍ୟ...
ଦ୍ୱିତୀୟ ଡୋଜ୍ ପାଇଁ ହିତାଧିକାରୀ ହଟହଟା
ଭୁବନେଶ୍ୱର, ୮।୬ (ବ୍ୟୁରୋ): ଟିକା ଅଭାବର ବିକଳ୍ପ ପନ୍ଥା ବାହାର କରାଯିବା ପରେ ୧୮ରୁ ୪୪ ବର୍ଷୀୟ ହିତାଧିକାରୀଙ୍କ ପାଇଁ ସୋମବାରଠାରୁ ଟିକାକରଣ ଆରମ୍ଭ ହୋଇଛି।...
ବାଡ଼ିରେ ବୁଲୁଥିଲା ୫ ଫୁଟିଆ ନାଗ, ଆଉ ତା’ ପରେ
ବାଲେଶ୍ୱର ଅଫିସ,୨।୬: ବାଲେଶ୍ୱର ଜିଲାର ରାଇବଣିଆ ଥାନା ଅନ୍ତର୍ଗତ ଗୋପାଳପୁର ଗାଁରୁ ଏକ ନାଗ ସାପ ଉଦ୍ଧାର ହୋଇଛି। ଉକ୍ତ ଗାଁର ଜୟଦେବ ବେହେରାଙ୍କ ବାଡିରୁ...
ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୩୭ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୩୭ ଜଣଙ୍କ ଜୀବନ ନେଇଛି।...
୧୫ ହଜାର ହେକ୍ଟରରୁ ଅଧିକ ବେଆଇନ ଘେରି
କେନ୍ଦ୍ରାପଡ଼ା ଅଫିସ/ରାଜନଗର, ୨୧।୬: (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଜାତୀୟ ଉଦ୍ୟାନ ଭିତରକନିକାରେ ଥିବା ୧୪୧ ବେଆଇନ ଚିଙ୍ଗୁଡ଼ି ଘେରିକୁ ଗତ ୧୭ ତାରିଖରେ ରାଜସ୍ବ,...
ଟିକାକରଣରେ ଅବ୍ୟବସ୍ଥା ନେଇ ଅସନ୍ତୋଷ
ଯାଜପୁର ଅଫିସ,୧୧।୬: ଯାଜପୁର ଜିଲାର କେତେକ କରୋନା ଟିକାକରଣ କେନ୍ଦ୍ରରେ ଅବ୍ୟବସ୍ଥା ଦେଖା ଦେଇଛି। ଏହାବାଦ୍ ଜିଲାରେ ୧୮ରୁ ୪୫ ବର୍ଷ ପର୍ଯ୍ୟନ୍ତ ଟିକାକରଣ କାର୍ଯ୍ୟକ୍ରମ...


