ଛତ୍ରପୁର,୧୮।୬(ଡି.ଏନ୍.ଏ.): ରାସ୍ତା ନିର୍ମାଣ ନ ହେଲେ ଭୋଟ ସହ ସରକାରୀ ସହାୟତାକୁ ବର୍ଜନ କରିବେ ଗ୍ରାମବାସୀ। ଏଭଳି ଚେତାବନୀ ଦେଇଛନ୍ତି ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଠୁରୁବୁରାଇ ପଞ୍ଚାୟତ କଣଭାଗ ଗାଁର ଲୋକେ। ସ୍ବାଧୀନତାର ଦୀର୍ଘ ବର୍ଷ ପରେ ବି ଗାଁକୁ ସ୍ଥାୟୀ ରାସ୍ତା ନ ଥିବାରୁ ଯିବା ଆସିବାରେ ସମସ୍ୟା ହେଉଛି। ତେବେ ବର୍ତ୍ତମାନ ମାରୁଡି ଜଗନ୍ନାଥପୁରରୁ କଣଭାଗ ଗାଁ ଦେଇ ପିଡବ୍ଲ୍ୟୁଡି ରାସ୍ତାରେ ମିଶିବା ଯୋଜନା ରହିଛି। ଏଥିଲାଗି ସ୍ଥାୟୀ ରାସ୍ତା ନିର୍ମାଣ କରିବା ନେଇ ଗ୍ରାମବାସୀ ଅନୁରୋଧ କରିଛନ୍ତି । ଅନୁରୋଧ ସତ୍ତ୍ୱେ ଯଦି ସ୍ଥାୟୀ ରାସ୍ତା ନିର୍ମାଣ କରା ନ ଯାଏ ସମସ୍ତ ସରକାରୀ ତଥା ଉନ୍ନୟନମୂଳକ ଯୋଜନାକୁ ଅସହଯୋଗ କରିବା ସହ ଭୋଟ, ଭତ୍ତା ଓ ରାଶନ ଗ୍ରହଣ ଆଦି ବର୍ଜନ କରିବାକୁ ସେ ଚେତାବନୀ ଦେଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ଡାକ୍ତରଙ୍କ ଆକାଉଣ୍ଟରୁ କାଟି ନେଲେ ୧୦ ଲକ୍ଷ
ଆଳି,୧୪।୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଯୁବ ଡାକ୍ତର ବାଦଲ କୁମାର ମହାନ୍ତି ସାଇବର ଠକଙ୍କ ଶିକାର ହୋଇଛନ୍ତି। ଆଳି ଥାନା ଅନ୍ତର୍ଗତ ବଡାମ୍ବିଳା...
ବାଡେଇ ବାଡେଇ ଥାନାରେ ଛାଡିଲେ
ଭଦ୍ରକ ଅଫିସ, ୨୦।୬: ଏଟିଏମ୍ କାର୍ଡରେ ଟଙ୍କା ଉଠାଣକୁ ନେଇ କଙ୍ଗାରୁ କୋର୍ଟ। ଜଣେ ଯୁବକଙ୍କୁ ଦଉଡ଼ିରେ ବାନ୍ଧି ମାଡ଼ ମାରି ଥାନା ପର୍ଯ୍ୟନ୍ତ ନିଆଗଲା।...
ଅନ୍ଲାଇନରେ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ
ଛତ୍ରପୁର,୨୮।୬(ଡି.ଏନ୍.ଏ.): କରୋନା ମହାମାରୀ ଯୋଗୁ ଗଞ୍ଜାମରେ ଜିଲାପାଳଙ୍କ ଜନସାଧାରଣ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା। ତେବେ ସୋମବାରଠାରୁ ପୁଣି ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଛି।...
ପିପିଇ କିଟ୍ ପିନ୍ଧି କୋଭିଡ୍ ହସ୍ପିଟାଲରେ ରୋଗୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ
ବାରିପଦା ଅଫିସ,୨।୬: ମୟୂରଭଞ୍ଜ ଜିଲା ବାଙ୍କିଶୋଳସ୍ଥିତ ଏକ କୋଭିଡ ହସ୍ପିଟାଲରେ ବ୍ୟାପକ ଅବ୍ୟବସ୍ଥା ନେଇ ଫଟୋ ଓ ଭିଡିଓ ଭାଇରାଲ ହୋଇଥିଲା। ଏ ନେଇ କେନ୍ଦ୍ରମନ୍ତ୍ରୀ...
କୁଲାବେଡା ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳିବିନିମୟ ଜାରି
ମାଲକାନଗିରି,୧୬।୬(ଡି.ଏନ.ଏ): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ କୁଲାବେଡା ଜଙ୍ଗଲରେ ପୋଲିସ ମାଓବାଦୀ ଗୁଳିବିନିମୟ ଜାରି ରହିଛି। କୁଲାବେଡା ଜଙ୍ଗଲରେ ମାଓ ଶିବିର ଥିବାର ସୂଚନା...
ମାସ୍କ କାହିଁ ପଚାରିବାରୁ ପୋଲିସକୁ ଆକ୍ରମଣ
ଉଦଳା,୧୬ା୬: ମାସ୍କ ପିନ୍ଧିବାକୁ ତାଗିଦ୍ କରିବାରୁ ମୟୂରଭଞ୍ଜ ଜିଲା ଉଦଳା ଥାନା ଏସ୍ଆଇଙ୍କୁ ଜଣେ ଜେଲ୍ ଓ୍ବାର୍ଡର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ...
ସଡକ ଦୁର୍ଘଟଣାରେ ଚାଲିଗଲା ଦୁଇ ଜୀବନ
ଚୌଦାର ,୧୬।୬(ଡ଼ି.ଏନ.ଏ):- ୧୬ନଂ ଜାତୀୟ ରାଜପଥ ମଙ୍ଗୁଳି ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣା ଘଟି ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ...
ବୋମାମାଡ଼ କରି ବିଜେଡି ନେତା ଗିରଫ
ଗୋପାଳପୁର,୧୩ା୬: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପିତାତଳି ଗ୍ରାମରେ ଗତ ୧୦ ତାରିଖରେ ୨ ଗୋଷ୍ଠୀ ମଧ୍ୟରେ ବୋମାମାଡ଼ ହୋଇଥିଲା। ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ...


