କରାଚି,୨୨।୬: କରୋନା ମହ।ମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ପାକିସ୍ତାନର ପଞ୍ଜାବ ପ୍ରଦେଶରେ ସରକାରଙ୍କ ପକ୍ଷରୁ ଟିକା ନେବାକୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଭାକ୍ସିନ୍ ନେଉ ନ ଥିବା ଲୋକଙ୍କ ଉଦ୍ଦେଶ୍ୟରେ ପଞ୍ଜାବ ସରକାର କହିଛନ୍ତି ଯେ, ଏଭଳି ଲୋକଙ୍କ ମୋବାଇଲ୍ ସିମ୍ କାର୍ଡ ହେବ ବ୍ଲକ୍ କରାଯିବ। ପ୍ରଦେଶର ସ୍ବାସ୍ଥ୍ୟମନ୍ତ୍ରୀ ଡ. ୟାସମିନ୍ ରଶିଦ୍ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏକ ବୈଠକରେ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ପ୍ରଦେଶରେ ଲୋକଙ୍କ ମଧ୍ୟରେ ଟିକାକରଣ ନେଇ ସଚେତନତା ସୃଷ୍ଟି ଲାଗି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।
ଭାକ୍ସିନ୍ ନ ନେଲେ ମୋବାଇଲ୍ ସିମ୍ କାର୍ଡ ହେବ ବ୍ଲକ୍, କଡ଼ା ନିର୍ଦ୍ଦେଶ ଜାରି କଲେ ସରକାର…
Posted inଅନ୍ତର୍ଜାତୀୟ, କରୋନା ଭାଇରସ୍ View All
ଇନ୍ଦୋରରେ ଗ୍ରୀନ୍ ଫଙ୍ଗସ୍
ଇନ୍ଦୋର,୧୬।୬: କରୋନା ସଂକ୍ରମଣରୁ ଠିକ୍ ହେବା ପରେ ବ୍ୟକ୍ତିଙ୍କ ନିକଟରେ ଏବେ ବ୍ଲାକ୍, ହ୍ବାଇଟ ଓ ୟେଲୋ ଫଙ୍ଗସ୍ ପରେ ଏବେ ଗ୍ରୀନ୍ ପଙ୍ଗସ୍ ଲକ୍ଷଣ...
ଗଦାଗଦା ମୃତଦେହକୁ ନେଇ ରାଜନୀତି: ତାଲିକାରୁ ୩,୯୫୧ ମୃତକଙ୍କ ପତ୍ତା ମିଳୁନି…
ପାଟନା,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ବିହାରରେ ସରକାର ମୃତକଙ୍କ ସଂଖ୍ୟା ଲୁଚାଉଥିବା ଅଭିଯୋଗ ହୋଇଛି। ରାଜ୍ୟରେ କରୋନା ମହାମାରୀ ଯୋଗୁ ଆକ୍ରାନ୍ତଙ୍କ...
ଜେଲରେ ଜନ୍ ମେକେଫି ମୃତ
ମାଡ୍ରିଡ୍,୨୫।୬: ଆଣ୍ଟିଭାଇରସ୍ ଜଗତର ଜଣାଶୁଣା ନାମ ଜନ୍ ମେକେଫିଙ୍କ ମୃତ୍ୟୁ ଘଟିଛି। ବ୍ରିଟେନ ଜନ୍ମିତ ଏହି ଆମେରିକୀୟ କମ୍ପ୍ୟୁଟର ପ୍ରୋଗ୍ରାମର୍ଙ୍କ ଝୁଲନ୍ତା ମୃତଦେହ ସ୍ପେନ୍ର ବାର୍ସିଲୋନାସ୍ଥିତ...
ଭାକ୍ସିନ୍ ନ ନେଇଥିବା ବିଧାୟକଙ୍କୁ ବିଧାନସଭାରେ ପ୍ରବେଶ ମନା…
ପାଟନା,୨୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି।...
୮୧ ଦିନ ପରେ ୬୦ ହଜାର ତଳକୁ ଖସିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…
ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୧ ଦିନ ପରେ ଦେଶରେ ନୂଆ...
୮୯୯ ଜଣଙ୍କୁ ଏକ୍ସପାୟର ଭାକ୍ସିନ୍: ପୁଣି ଦିଆଯିବ ଡୋଜ୍…
ଓ୍ବାଶିଂଟନ,୧୬।୬: ଆମେରିକାରେ ଜାରି ରହିଥିବା ସାବର୍ଜନୀକ ଟିକାକରଣ ଅଭିଯାନରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଟାଇମ୍ସ୍ ସ୍କୋୟାରଠାରେ ଥିବା ଟିକାଦାନ କେନ୍ଦ୍ରରେ ୮୯୯ ଜଣଙ୍କ...
ଟୁଇଟରକୁ ବ୍ୟାନ କଲା ନାଇଜେରିଆ
ଅବୁଜ,୪।୬: ନାଇଜେରିଆରେ ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟରକୁ ଶୁକ୍ରବାର ବ୍ୟାନ୍ କରିଦିଆଯାଇଛି। ଦେଶର କର୍ପୋରେଟ୍ ବ୍ୟବସ୍ଥାକୁ ଦୁର୍ବଳ କରୁଥିବାରୁ ଆମେରିକୀୟ କମ୍ପାନୀ ବିରୋଧରେ କେନ୍ଦ୍ର ସରକାର...
ଭର୍ଚୁଆଲ କରେନ୍ସି ବିଟ୍କଏନ ଏବେ ଏଲ୍ ସାଲଭେଡରରେ ହେବ ଲାଗୁ…
ସାନ୍ ସାଲଭେଡର, ୯।୬: ସେଣ୍ଟ୍ରାଲ ଆମେରିକାର ଦେଶ ଏଲ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍କଏନ ବୈଧ କରିବାକୁ ଯୋଜନା ହୋଇଛି। ପୂର୍ବରୁ ରାଷ୍ଟ୍ରପତି ନାଏବ ବୁକେଲେ...


