E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ମୁଁ ସିଂହର ପୁଅ: ଚିରାଗ
10:27 pmJune 16, 2021

ନୂଆଦିଲ୍ଲୀ, ୧୬।୬: ମୁଁ ଅସୁସ୍ଥ ଥିଲା ବେଳେ ମୋ ପଛରେ ଷଡ଼ଯନ୍ତ୍ର ଚାଲିଥିଲା। ଦଳରେ ଫାଟ ସୃଷ୍ଟି ହେବା ପରେ ପ୍ରଥମ ଥର ପାଇଁ ବୁଧବାର ଗଣମାଧ୍ୟମ ଆଗରେ ଏଭଳି ଦାବି କରିଛନ୍ତି ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)ର ନେତା ଚିରାଗ ପାଶ୍ୱାନ।

ବିହାର ବିଧାନ ସଭା ନିର୍ବାଚନ ପରେ ଓ ପୂର୍ବରୁ ଜନତା ଦଳ ୟୁନାଇଟେଡ୍‌(ଜେଡିୟୁ)ର କିଛି ନେତା ଦଳ ଭାଙ୍ଗିବାକୁ ଚାହୁଁ ଥିଲେ। ଏହି ଷଡ଼ଯନ୍ତ୍ରରେ ମୋ ଦଳର କିଛି ନେତା ମଧ୍ୟ ସାମିଲ ଥିଲେ। ଏହି ସମ୍ପର୍କରେ ଆଇସିୟୁରେ ଥିଲା ବେଳେ ମୋ ବାପା ଜଣାଇଥିଲେ। ଏଥିଲାଗି ସେ ଦାଦାଙ୍କ ସହ ମଧ୍ୟ କଥା ହୋଇଥିଲେ ବୋଲି ଚିରାଗ ଗଣମାଧ୍ୟକୁ କହିଛନ୍ତି। ଏହାଦ୍ୱାରା ଦଳରେ ଫାଟ ପାଇଁ ସେ ସିଧାସଳଖ ମୁଖ୍ୟ ମନ୍ତ୍ରୀ ନୀତିଶ କୁମାରଙ୍କ ଦଳକୁ ଟାଗେର୍ଟ କରିଛନ୍ତି।

ଦାଦା ପଶୁପତି କୁମାର ପରାସଙ୍କ ନେତୃତ୍ୱରେ ଗୋଟିଏ ଗୋଷ୍ଠୀ ନେଇଥିବା ନିଷ୍ପତ୍ତିକୁ ଚିରାଗ ପ୍ରତ୍ୟାଖ୍ୟାନ କରି କହିଛନ୍ତି, ମୁଁ ସିଂହର ପୁଅ ବାପା ରାମବିଳାସ ପାଶ୍ୱାନଙ୍କ ଦ୍ୱାରା ପ୍ରତିଷ୍ଠିତ ଦଳ ପାଇଁ ଲଢ଼େଇ ଜାରି ରହିବ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଦୈନିକ ସଂକ୍ରମଣ ପୁଣି ଟପିଲା ୫୦ ହଜାର…

ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ପୁରୁଣା ଏକ ଟଙ୍କିଆ ନୋଟ୍‌ କରିବ ଲକ୍ଷପତି, ଅନ୍‌ଲାଇନ୍‌ ବିକ୍ରି ସୁଯୋଗ …

ନୂଆଦିଲ୍ଲୀ,୨୩।୬: ପୁରୁଣା ଏକ ଟଙ୍କିଆ ନୋଟ୍‌ ଜଣଙ୍କୁ ଲକ୍ଷପତି ମଧ୍ୟ କରି ପାରିବ। ବିଭିନ୍ନ ସଂସ୍ଥା ପକ୍ଷରୁ ଅନ୍‌ଲାଇନ୍‌ରେ ଏଭଳି ପୁରୁଣା ନୋଟ୍‌ ଏବଂ କଏନ୍‌...

ଝାଡ଼ଖଣ୍ଡରେ ଚିହ୍ନଟ ଭାରିଆଣ୍ଟ ଅଧିକ ବିପଜ୍ଜନକ

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ କରୋନା ଭୂତାଣୁର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଚିହ୍ନଟ ହୋଇଛି। ଫଳରେ ଏହି ରାଜ୍ୟରେ ଖୁବ୍‌ଶୀଘ୍ର ସଂକ୍ରମଣର ତୃତୀୟ ଲହର ଆସିବା ସମ୍ଭାବନା ବୃଦ୍ଧି...

କୋଭିଡ୍‌ ନିୟମ ଭୁଲି ନାଚିଲେ ଭାଜପା ଏମ୍‌ପି

ଜୟପୁର,୨୨।୬: ଦେଶରେ କରୋନା ସଂକ୍ରମଣ ହାର ହ୍ରାସ ପାଉଛି। ହେଲେ ଏବେ ମଧ୍ୟ ବିଭିନ୍ନ ରାଜ୍ୟରେ କଟକଣା ବଳବତ୍ତର ରହିଛି। କିନ୍ତୁ କଟକଣାକୁ ଖାତିର କରୁ...

ଚୋକ୍‌ସିଙ୍କ ପ୍ରତ୍ୟର୍ପଣ: ଖାଲି ହାତରେ ଫେରୁଛି ଭାରତର ପ୍ରତିନିଧି ଦଳ

ନୂଆଦିଲ୍ଲୀ,୪।୬ : ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସିଙ୍କ ପ୍ରତ୍ୟର୍ପଣରେ ଆହୁରି ବିଳମ୍ବ ହେବ। ପିଏନ୍‌ବି ବ୍ୟାଙ୍କରୁ ଋଣ ଠକେଇ ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଆଣିବାକୁ...

ଝିଅ ଜନ୍ମ ହେବାରୁ ବାପା ନେଲେ ଏମିତି ନିଷ୍ପତ୍ତି; ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୭।୬: ମଧ୍ୟପ୍ରଦେଶର ଛତ୍ରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୪୨ ବର୍ଷୀୟ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ଦୁଇ ଝିଅଙ୍କୁ କୂଅରେ ପକାଇଦେଇଛନ୍ତି।...

ଟିକା ନେଇଥିବା ଯାତ୍ରୀଙ୍କୁ ବିମାନ ଭଡ଼ାରେ ମିଳିବ ରିହାତି

ନୂଆଦିଲ୍ଲୀ,୨୩।୬: ଦେଶରେ ଦୃତ ଗତିରେ ଟିକାକରଣ ପ୍ରକିୟା ଚାଲିଛି। ଏଭଳି ସ୍ଥିତିରେ ଟିକାକରଣକୁ ଆହୁରି ପ୍ରୋତ୍ସାହିତ କରିବା ଲାଗି ଇଣ୍ଡିଗୋ ବିମାନ କମ୍ପାନୀ ପକ୍ଷରୁ ବଡ...

ବେଙ୍ଗ ସହ ହିନ୍ଦୁଙ୍କୁ ତୁଳନା କଲେ ଆରଏସ୍‌ଏସ୍‌ ନେତା

କୋଲକାତା,୬।୬ : ହିନ୍ଦୁ ସମ୍ପ୍ରଦାୟ ବେଙ୍ଗ ଭଳି ଆଚରଣ କରୁଛନ୍ତି। ଓଜନ ମପା ଯାଉଥିବା ଯନ୍ତ୍ରରେ ଦୁହିଁଙ୍କୁ ମାପିବା କଷ୍ଟକର। ଏଭଳି ମନ୍ତବ୍ୟ ଦେଇଛନ୍ତି ପଶ୍ଚିମବଙ୍ଗର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବଳାତ୍କାର ପରେ ଚିରି ଦେଲେ ମହିଳାଙ୍କ ପେଟ
Next Post Next post:
ପାସପୋର୍ଟ ନ ମିଳିବାରୁ କୋର୍ଟରେ ଅଭିନେତ୍ରୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts