ଓଣ୍ଟାରିଓ, ୭ା୬: କାନାଡା ଓଣ୍ଟାରିଓର ଜଣେ ଗଣିତ ଶିକ୍ଷୟିତ୍ରୀ ୧୧ ସହ ଯେକୌଣସି ସଂଖ୍ୟାର ଗୁଣନ ମାତ୍ର କିଛି ସେକେଣ୍ଡରେ କରିବା ପାଇଁ ଏକ ସରଳ କୌଶଳ ବାହାର କରିଛନ୍ତି। ସାଇଲେଣ୍ଟ ମାଥ୍ ନାମରେ ସେ ଏହି ଟ୍ରିକ୍କୁ ସୋସିଆଲ ମିଡିଆରେ ପୋଷ୍ଟ କରିବା ପରେ ପ୍ରାୟ ୩ କୋଟି ଲୋକ ଏହାକୁ ଦେଖି ସାରିଲେଣି। ତାଙ୍କ ଟ୍ରିକ୍ ଅନୁସାରେ ୧୧ ସହ ଗୁଣିବାକୁ ଥିବା ସଂଖ୍ୟାଟିକୁ ପ୍ରଥମେ ଅଲଗା କରିବାକୁ ପଡ଼ିବ। ପରେ ସେହି ସଂଖ୍ୟାର ଅଙ୍କଗୁଡ଼ିକୁ ମିଶାଇ ଯୋଗଫଳକୁ ସଂଖ୍ୟା ମଝିରେ ରଖିଦେଲେ ଗୁଣଫଳ ବାହାରିଯିବ। ଯଦି ୧୧ ସହ ୩୨ର ଗୁଣନ କରିବାକୁ ଚାହୁଁଛନ୍ତି ତେବେ ୩ ଓ ୨ ମଝିରେ (୩+୨=୫) ୫କୁ ରଖିଲେ ଗୁଣଫଳ ୩୫୨ ବାହାରିବ। ୧୧ ଓ ୪୬ର ଗୁଣଫଳ ବାହାର କରିବାକୁ ହେଲେ ୪ ଏବଂ ୬ର ଯୋଗଫଳ ୧୦ ସଂଖ୍ୟାର ୦କୁ ଏହି ଅଙ୍କ ଦୁଇଟି ମଝିରେ ରଖିବାକୁ ହେବ। ବଳକା ଥିବା ୧କୁ ୪ ସହ ମିଶାଯିବା ପରେ ଫଳାଫଳ ୫୦୬ ବାହାରିବ। ୯୯ ସହ ମଧ୍ୟ ଯେ କୌଣସି ସଂଖ୍ୟାର ଗୁଣନ କୌଶଳ ସେ ୟୁଟ୍ୟୁବ୍, ଇନ୍ଷ୍ଟାଗ୍ରାମ ଆଦିରେ ଶେୟାର କରିଛନ୍ତି।
Posted inଅନ୍ତର୍ଜାତୀୟ, ଫୁରସତ View All
ଭିନ୍ନ ଏକ ରଜପର୍ବ
ଗ୍ରୀଷ୍ମ ଋତୁ ବିଦାୟ ନେବା ପରେ ପରେ ବର୍ଷାର ଆଗମନ ହୁଏ।ଯେମିତି କି ରଜ ଆସିଲେ ପ୍ରକୃତିର ରୂପ ବଦଳେ । ଏମିତିରେ ଗାଁରୁ ସହର...
ଏହି ମୁସ୍ଲିମ୍ ଦେଶରେ ରହିଛି ଭଗବାନ ବିଷ୍ଣୁଙ୍କ ସୁଉଚ୍ଚ ପ୍ରତିମୂର୍ତ୍ତି
ହିନ୍ଦୁଧର୍ମରେ ଭଗବାନ ବିଷ୍ଣୁଙ୍କୁ ପୃଥିବୀର ପାଳନକର୍ତ୍ତା ଭାବେ ବିବେଚନା କରାଯାଏ। ଯଦିଓ ଭାରତର ପ୍ରତ୍ୟେକ କୋଣ ଅନୁକୋଣରେ ଭଗବାନ ବିଷ୍ଣୁଙ୍କ ମନ୍ଦିର ରହିଛି ତଥାପି ବିଦେଶରେ...
ସର୍ବ ସମ୍ମୁଖରେ ଛାତ୍ରଙ୍କୁ ମୃତ୍ୟୁଦଣ୍ଡ
ନାଇରୋବି,୧୨ା୬: ଇଥିଓପିଆର ସରକାରୀ ବଳ ଜଣେ ନାବାଳକଙ୍କୁ ସ୍ପଷ୍ଟ ଦିବାଲୋକରେ ମୃତ୍ୟୁଦଣ୍ଡ ଦେଇଥିବା ହ୍ୟୁମାନ ରାଇଟ୍ସ ଓ୍ବାଚ୍ ପକ୍ଷରୁ ସୂଚନା ଦିଆଯାଇଛନ୍ତି। ଓରୋମିଆ ଅଞ୍ଚଳରେ ସୈନ୍ୟମାନେ...
୮ ବର୍ଷୀୟା ମାଗାଜିନ୍ ସମ୍ପାଦିକା
ଅଷ୍ଟ୍ରେଲିଆର ଆଠ ବର୍ଷର କୁନି ଝିଅ ରୋକ୍ସେନ ଡାଉନ୍। ଏଇ ବୟସରେ ଯେଉଁଠି ପିଲାମାନେ ହୋମଓ୍ବାର୍କ କରନ୍ତି ଓ ଖେଳାଖେଳିରେ ବ୍ୟସ୍ତ ରୁହନ୍ତି, ସେ କିନ୍ତୁ...
ଉହାନ୍ ଲ୍ୟାବ୍କୁ ଆର୍ଥିକ ସହାୟତା: ସନ୍ଦେହ ଘେରରେ ଆମେରିକା ମହାମାରୀ ବିଶେଷଜ୍ଞ…
ଓ୍ବାଶିଂଟନ,୩।୬: ପୃଥିବୀରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଚାଇନାର ଉହାନ୍ ଲ୍ୟାବ୍କୁ ଆର୍ଥିକ ସହାୟତା ଯୋଗାଇ ଦେଇଥିବା ଅଭିଯୋଗ ହୋଇଛି। ଏନେଇ...
ଶେଷରେ କ୍ଷମା ମାଗିଲା ଗୁଗଲ୍, ଜାଣନ୍ତୁ କାହିଁକି
ଗୁଗଲ୍ରେ ସର୍ଚ୍ଚ କରିବା ବେଳେ ‘ଭାରତରେ ସବୁଠାରୁ ଖରାପ ଭାଷା କ’ଣ? ଏହାର ଉତ୍ତରରେ ଗୁଗଲ୍ ସର୍ଚ୍ଚ ଇଞ୍ଜିନ୍ରେ ଉତ୍ତର ଥିଲା ‘କନ୍ନଡ’। ଏହି କଥା...
ଆସୁଛି ଆଉ ଏକ କରୋନା ଟିକା ‘ନୋଭାଭାକ୍ସ’: ୯୦% ପ୍ରଭାବଶାଳୀ
ଓ୍ବାଶିଂଟନ୍,୧୪।୬: ସାରା ବିଶ୍ୱରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏହି ଅଜଣା ରୋଗ କୋଟି କୋଟି ଲୋକଙ୍କ ଜୀବନ ନେଇଛି। ଏହାକୁ ରୋକିବା ପାଇଁ...
ବିଶାଳ ସମୁଦ୍ର ଉପରେ ଗାଁ: ୧୩୦୦ ବର୍ଷରୁ ସେଭଳି ଅଛି; ଉତ୍ପତି ଇତିହାସ କିଛି…
ନୂଆଦିଲ୍ଲୀ: ଦୁନିଆରେ ବହୁତ ଅଦ୍ଭୁତ ଜିନିଷ ଅଛି, କିନ୍ତୁ ଆପଣ ସମୁଦ୍ର ଉପରେ ଥିବା ଗାଁ ବିଷୟରେ ଶୁଣିଛନ୍ତି? ହୁଏତ ନା। ଚାଇନାରେ ଏଭଳି ଏକ...


