ନିଜର କଥାବାର୍ତ୍ତା ଶୈଳୀ ଉପରେ ସେହି ବ୍ୟକ୍ତିଙ୍କର କାର୍ଯ୍ୟଦକ୍ଷତା ନିର୍ଭର କରିଥାଏ ବୋଲି ଏକ ସଦ୍ୟତମ ଗବେଷଣାରୁ ଜଣାପଡିଛି। ଏପରି ରୋଚକ ତଥ୍ୟ ସମ୍ପର୍କରେ ଲଣ୍ଡନ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ ସୂଚନା ଦେଇଛନ୍ତି। ‘କଥାବାର୍ତ୍ତା ଶୈଳୀ ଓ କାର୍ଯ୍ୟଦକ୍ଷତା’ ବିଷୟକୁ ନେଇ ସେମାନେ ଏକ ସର୍ଭେ କରିଥିଲେ। ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କର କଥାବାର୍ତ୍ତା ଶୈଳୀ ସହ ସେମାନଙ୍କର କାର୍ଯ୍ୟଦକ୍ଷତାକୁ ତୁଳନା କରାଯାଇଥିଲା। ଯେଉଁମାନେ ଶାନ୍ତ ସରଳ ଭାବରେ ସାଥୀମାନଙ୍କ ସହ କଥା ହେଉଥିଲେ ସେମାନଙ୍କର କାର୍ଯ୍ୟଦକ୍ଷତା ଅନ୍ୟମାନଙ୍କ ତୁଳନାରେ ଭିନ୍ନ ଥିଲା। ସେମାନେ ବେଶ୍ ସୂଚାରୁ ରୂପେ ନିଜ କାମକୁ ସମ୍ପାଦନ କରୁଥିଲେ। ଯଦି ଜଣେ ବ୍ୟକ୍ତି ବେଶ୍ ମାର୍ଜିତ ଭାବରେ କଥାବାର୍ତ୍ତା କରନ୍ତି, ତେବେ ତାଙ୍କର ମାନସିକତା ସବୁବେଳେ ସକାରାତ୍ମକ ରହିଥାଏ। ଫଳରେ ସେ ନିଜ
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.