E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

୧୯ ଜିଲାରେ ସଂକ୍ରମଣ ହାର ୫ ପ୍ରତିଶତରୁ କମ୍‌
7:58 pmJune 23, 2021

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୬୫,୮୪୫ ନମୂନା ପରୀକ୍ଷା ହୋଇଥିବା ବେଳେ ୩,୪୫୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏବେ କରୋନା ତଳମୁହାଁ ହୋଇଥିବା ବେଳେ ୧୯ଟି ଜିଲାରେ ସଂକ୍ରମଣ ହାର ୫% ତଳେ ରହିଛି। ସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁସାରେ, ବଲାଙ୍ଗୀର ୧.୨୫, ବୌଦ୍ଧ ୩.୬, ଦେବଗଡ଼ ୨.୬୪, ଗଜପତି ୧.୪୭, ଗଞ୍ଜାମ ୦.୭୮, ଜଗତସିଂହପୁର ୪.୮୬, ଝାରସୁଗୁଡ଼ା ୦.୭, କଳାହାଣ୍ଡି ୧.୩, କନ୍ଧମାଳ ୨.୨୧, କେନ୍ଦୁଝର ୩.୯୬, ନବରଙ୍ଗପୁର ୨.୩୯, ନୂଆପଡ଼ା ୧.୬୪, ରାୟଗଡ଼ା ୪.୯, ସମ୍ବଲପୁର ୧.୨୨, ସୋନପୁର ୨.୬୪, ସୁନ୍ଦରଗଡ଼ ୨.୧୯, ଅନୁଗୋଳ ୩.୨୭, ବାଲେଶ୍ୱର ୪.୭୬, ବରଗଡ଼ ୩.୭% ସଂକ୍ରମଣ ହାର ରହିଛି। ଅନ୍ୟପଟେ ଦୈନିକ ଯାଜପୁର ଜିଲାରେ ସଂକ୍ରମଣ ହାର ଅଧିକ ରହୁଥିବା ବେଳେ ଏବେ ୧୦% ତଳକୁ ଖସିଛି। ପୁରୀରେ ୧୨.୦୩% ଏବଂ ଖୋର୍ଦ୍ଧାରେ ୧୦.୬% ସଂକ୍ରମଣ ହାର ରହିଛି।

ରାଜ୍ୟରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୪୯୯ଜଣ ଥିବା ବେଳେ କଟକରୁ ୪୮୦, ପୁରୀ ୨୮୯, ଯାଜପୁର ୨୬୭ଜଣ ଅଛନ୍ତି। ଫଳରେ ରାଜ୍ୟରେ ଏବେ ମୋଟ ସଂକ୍ରମିତ ସଂଖ୍ୟା ୮,୮୬,୯୪୬ରେ ପହଞ୍ଚିଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଟିକା ନେଇନାହାନ୍ତି ୧,୯୭,୨୧୭ କୋଭିଡ୍‌ ଯୋଦ୍ଧା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଟିକା ନେଇନାହାନ୍ତି ପାଖାପାଖି ୨ ଲକ୍ଷ କୋଭିଡ୍‌ ଯୋଦ୍ଧା। ନାମ ପଞ୍ଜୀକରଣ କରି ମଧ୍ୟ ୧,୯୭,୨୧୭ ଜଣ କୋଭିଡ୍‌ ଯୋଦ୍ଧା ଟିକା ନେଇନାହାନ୍ତି।...

ନକଲି ଔଷଧ ଧରିବ ଏସ୍‌ଟିଏଫ୍‌

ଭୁବନେଶ୍ୱର,୧୬।୬(ବ୍ୟୁରୋ): କରୋନା ମହାମାରୀ ଭଳି ଘଡ଼ିସନ୍ଧି ସମୟରେ ରାଜ୍ୟରେ ନକଲି ଔଷଧ କାରବାର ଚାଲିଛି। ଏହାକୁ ଗୁରୁତ୍ୱର ସହ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ଚାଷୀ ନ ଥାଇ ଧାନ କିଣା

ଯାଜପୁର ଅଫିସ,୨୩ା୬:୨୦୨୦-୨୧ରେ ଧାନ ସଂଗ୍ରହରେ ଘୋର ଅନିୟମିତତା ହୋଇଛି। ଏଥିରେ ଯାଜପୁର, ବରଗଡ଼, ଭଦ୍ରକ, ଗଞ୍ଜାମ, ନୂଆପଡ଼ା, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲାର ୩୩ ମହିଳା...

କରୋନା ପାଇଁ ବୟସ୍କଙ୍କ ପ୍ରତି ଅତ୍ୟାଚାର ଆଶଙ୍କା ବଢ଼ିଛି

ଭୁବନେଶ୍ୱର, ୧୬।୬(ବ୍ୟୁରୋ):‘ବିଶ୍ୱ ବୟସ୍କଙ୍କ ପ୍ରତି ଦୁର୍ବ୍ୟବହାର ସଚେତନତା ଦିବସ’ ଅବସରରେ ମଙ୍ଗଳବାର ହେଲ୍ପ ଏଜ୍‌ ଇଣ୍ଡିଆର ସର୍ଭେ ରିପୋର୍ଟ ‘ଦ ସାଇଲେଣ୍ଟ ଟର୍‌ମେଣ୍ଟର୍‌: କୋଭିଡ୍‌-୧୯ ଆଣ୍ଡ୍‌...

ବିଆର୍‌ପିଏଲ୍‌ ବିରୋଧରେ ଏନ୍‌ଜିଟି ମାମଲା: ଏସ୍‌ପିସିବିର ଲୋକଦେଖାଣିଆ ତଦନ୍ତ

ଯାଜପୁର ଅଫିସ/କଳିଙ୍ଗନଗର, (ଡି.ଏନ.ଏ.),୨୫ା୬: ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି)ର ନିର୍ଦ୍ଦେଶ ଅନୁସାରେ କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ(ବିଆର୍‌ପିଏଲ୍‌) କାରଖାନାରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ...

୧୭ ଯାଏ ଓଏଚ୍‌ଆର୍‌ସିକୁ ସର୍ବସାଧାରଣ ପ୍ରବେଶ ମନା

ଭୁବନେଶ୍ୱର, ୧ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଓଡିଶା ମାନବାଧିକାର କମିଶନ(ଓଏଚ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟରେ ସାଧାରଣ ଲୋକଙ୍କ ପ୍ରବେଶକୁ ବନ୍ଦ କରାଯାଇଛି।...

‘ଆମ ପାଇଁ ୪ରୁ ୬ ସପ୍ତାହ ଗୁରୁତ୍ୱପୂର୍ଣ୍ଣ’

ଭୁବନେଶ୍ୱର,୨୩।୬(ବ୍ୟୁରୋ): କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ଏବେ ‘ଡେଲ୍‌ଟା ପ୍ଲସ୍‌’ ଭାରିଆଣ୍ଟକୁ ନେଇ ଚିନ୍ତା ବଢ଼ିଲାଣି। ଓଡ଼ିଶାରେ ଏ ପର୍ଯ୍ୟନ୍ତ କୌଣସି ଡେଲ୍‌ଟା ପ୍ଳସ୍‌...

ଗଜ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୨୪ା୬: ପବିତ୍ର ସ୍ନାନପୂର୍ଣ୍ଣିମାରେ ଶ୍ରୀଜିଉଙ୍କୁ ଗଜ ବେଶରେ ଦେଖିବାକୁ ମିଳିଛି। ଜ୍ୟେଷ୍ଠ ପୂର୍ଣ୍ଣିମାର ଅବସରରେ ମହାପ୍ରଭୁ ଗଜବେଶ ବା ହାତୀବେଶରେ ସଜ୍ଜିତ ହୋଇଛନ୍ତି। ସ୍ନାନବେଦୀରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭଙ୍ଗା ଆଙ୍ଗୁଠିରେ ଖେଳିଲେ ନ୍ୟୁଜିଲାଣ୍ଡ ଖେଳାଳି
Next Post Next post:
ଓଡ଼ିଶା: ଆଜିର ଫଟୋ (ଜୁନ ୨୩ , ୨୦୨୧)

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts