ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୬୫,୮୪୫ ନମୂନା ପରୀକ୍ଷା ହୋଇଥିବା ବେଳେ ୩,୪୫୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏବେ କରୋନା ତଳମୁହାଁ ହୋଇଥିବା ବେଳେ ୧୯ଟି ଜିଲାରେ ସଂକ୍ରମଣ ହାର ୫% ତଳେ ରହିଛି। ସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁସାରେ, ବଲାଙ୍ଗୀର ୧.୨୫, ବୌଦ୍ଧ ୩.୬, ଦେବଗଡ଼ ୨.୬୪, ଗଜପତି ୧.୪୭, ଗଞ୍ଜାମ ୦.୭୮, ଜଗତସିଂହପୁର ୪.୮୬, ଝାରସୁଗୁଡ଼ା ୦.୭, କଳାହାଣ୍ଡି ୧.୩, କନ୍ଧମାଳ ୨.୨୧, କେନ୍ଦୁଝର ୩.୯୬, ନବରଙ୍ଗପୁର ୨.୩୯, ନୂଆପଡ଼ା ୧.୬୪, ରାୟଗଡ଼ା ୪.୯, ସମ୍ବଲପୁର ୧.୨୨, ସୋନପୁର ୨.୬୪, ସୁନ୍ଦରଗଡ଼ ୨.୧୯, ଅନୁଗୋଳ ୩.୨୭, ବାଲେଶ୍ୱର ୪.୭୬, ବରଗଡ଼ ୩.୭% ସଂକ୍ରମଣ ହାର ରହିଛି। ଅନ୍ୟପଟେ ଦୈନିକ ଯାଜପୁର ଜିଲାରେ ସଂକ୍ରମଣ ହାର ଅଧିକ ରହୁଥିବା ବେଳେ ଏବେ ୧୦% ତଳକୁ ଖସିଛି। ପୁରୀରେ ୧୨.୦୩% ଏବଂ ଖୋର୍ଦ୍ଧାରେ ୧୦.୬% ସଂକ୍ରମଣ ହାର ରହିଛି।
ରାଜ୍ୟରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୪୯୯ଜଣ ଥିବା ବେଳେ କଟକରୁ ୪୮୦, ପୁରୀ ୨୮୯, ଯାଜପୁର ୨୬୭ଜଣ ଅଛନ୍ତି। ଫଳରେ ରାଜ୍ୟରେ ଏବେ ମୋଟ ସଂକ୍ରମିତ ସଂଖ୍ୟା ୮,୮୬,୯୪୬ରେ ପହଞ୍ଚିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.