E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ

ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା: ଗଞ୍ଜାମରେ ଶିଶୁଙ୍କ କୋଭିଡ୍‌ ଲକ୍ଷଣ ଯାଞ୍ଚ ଆରମ୍ଭ
1:22 pmJune 9, 2021

ଛତ୍ରପୁର,୯।୬(ଡି.ଏନ୍‌.ଏ.): ଆଗାମୀ ଦିନରେ କରୋନା ତୃତୀୟ ଲହରରେ ଶିଶୁମାନେ ବେଶି ସଂକ୍ରମିତ ହେବା ନେଇ ବିଶେଷଜ୍ଞ ମତ ରଖିଛନ୍ତି। ଏହି ପରିପ୍ରେକ୍ଷୀରେ
କରୋନା ସଂକ୍ରମଣଠାରୁ ଶିଶୁଙ୍କୁ ସୁରକ୍ଷା ରଖିବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶ କ୍ରମେ ଜିଲାର ସମସ୍ତ ଘରକୁ ଘର ବୁଲି ଶିଶୁମାନଙ୍କର କୋଭିଡ ଲକ୍ଷଣ ଯାଞ୍ଚ ବୁଧବାରଠାରୁ ଆରମ୍ଭ ହୋଇଛି । ଏହି ଯାଞ୍ଚ ପ୍ରକ୍ରିୟା ଆଗାମୀ ୩ ମାସ ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ସୂଚନା ଦିଆଯାଇଛି। ଆଶାକର୍ମୀ, ଏ.ଏନ୍‌.ଏମ. ଏବଂ ଅଙ୍ଗନଓ୍ବାଡି କର୍ମୀଙ୍କୁ ଏଥିରେ ସାମିଲ କରାଯାଇଛି। କୋଭିଡ ଲକ୍ଷଣ, ଅକ୍ସିଜେନ ସ୍ତର ଯାଞ୍ଚ କାର୍ଯ୍ୟ କୋଭିଡ ନିୟମ ଅନୁପାଳନ କରାଯାଇ ହେଉଛି ।
ଲକ୍ଷଣ ଯୁକ୍ତ ଶିଶୁମାନଙ୍କୁ ଅଧିକ ଯତ୍ନ ଏବଂ ସୁଷମ ଖାଦ୍ୟ ଦିଗରେ ଧ୍ୟାନ ଦେବାକୁ ପରାମର୍ଶ ଦିଆଯାଇଛି । ଏହି ଅଭିଯାନ ପରିଚାଳନା ଦିଗରେ ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳରେ କମିଶନର୍‌ ଏବଂ ବ୍ଲକ ସ୍ତରରେ ଗୋଷ୍ଠୀ ଉନ୍ନୟନ ଅଧିକାରୀଗଣ ନୋଡାଲ ଅଧିକାରୀ ଭାବେ କାର୍ଯ୍ୟ ସମ୍ପାଦନ କରୁଛନ୍ତି । ସାମାନ୍ୟ ଲକ୍ଷଣଯୁକ୍ତ ଶିଶୁ ମାନଙ୍କର ତଣ୍ଟି ଦରଜ ହେବା, କାଶ ହେବା, ଶ୍ବାସକ୍ରିୟାରେ ଅସୁବିଧା ଥିଲେ ସେମାନଙ୍କ ଗୃହରେ ଏକାନ୍ତ ରଖି ଚିକିତ୍ସା କରାଯିବାକୁ ପରାମର୍ଶ ଦିଆଯାଇଛି । ଅଭିଭାବକ କିମ୍ବା ପିତାମାତାଗଣ ଡାକ୍ତରମାନଙ୍କ ସହିତ କିମ୍ବା ସମ୍ପୃୃକ୍ତ ଅଧିକାରୀମାନଙ୍କ ସହିତ ବରାବର ଯୋଗସୂତ୍ର ରକ୍ଷାକରି ଶିଶୁ ମାନଙ୍କର ଯତ୍ନ ସମ୍ପର୍କରେ ପରାମର୍ଶ ଅନୁଯାୟୀ ଯତ୍ନ ନେବେ । ଅବସ୍ଥା ଗୁରୁତର ହେଲେ ସମ୍ପୃକ୍ତ ଶିଶୁଙ୍କୁ ଚିକିତ୍ସାଳୟକୁ ନେଇ ଚିକିତ୍ସା ପାଇଁ ଜିଲାପାଳ ପରାମର୍ଶ ଦେଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ View All

ବର୍ଷକଠାରୁ ବଳିଗଲା ମାସକ ମୃତ୍ୟୁ

ଅନୁଗୋଳ ଅଫିସ, ୨ା୬ – କୋଭିଡ୍‌-୧୯ର ଦ୍ୱିତୀୟ ଲହର କେତେ ଭୟଙ୍କର ତାହାର ଚିତ୍ର ମିଳିଛି ଅନୁଗୋଳ ଜିଲାରୁ। ବର୍ଷକ ମଧ୍ୟରେ ଜିଲାରେ ଯେତିକି ସଂଖ୍ୟକ...

କଟକରୁ ଲମ୍ବିଛି ନକଲି ଔଷଧର ଚେର

ଝାରସୁଗୁଡା ଅଫିସ୍‌,୧୩।୬: ହିମାଞ୍ଚଳ ପ୍ରଦେଶର ମ୍ୟାକ୍ସ ରିଲିଫ୍‌ ହେଲ୍‌ଥ କେୟାର କମ୍ପାନୀର ନକଲି ଔଷଧର ଚରେ କଟକରୁ ଲମ୍ବିଛି ଝାରସୁଗୁଡ଼ା। ଏହା ଜଣାପଡିବା ପରେ ଝାରସୁଗୁଡା...

ମଉଳିଲା ରଜମଉଜ

କାମାକ୍ଷାନଗର, ୧୬।୬(ଡି.ଏନ.ଏ.) – କରୋନା ଆସିବା ଦିନରୁ ଓଡ଼ିଆ ଘରର ସବୁ ପର୍ବପର୍ବାଣି ମଉଳିଯାଇଛି। ଜନସମାଗମ ଉପରେ କଟକଣା ଜାରି କରାଯାଇଥିବାରୁ ଏକାଠି ହୋଇ ଉତ୍ସବ...

ପାଳିଆ ସେବାୟତଙ୍କୁ ସ୍ନାନଯାତ୍ରା ପାସ୍‌

ପୁରୀ ଅଫିସ,୨୩ା୬: ଆସନ୍ତାକାଲି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଏଥିପାଇଁ ଆଜି ରାତିରୁ ଆରମ୍ଭ ହେବ ଶ୍ରୀଜିଉଙ୍କ ପହଣ୍ଡି ନୀତି। ତେବେ କୋଭିଡ କଟକଣା ପାଇଁ ଚଳିତବର୍ଷ ବିନା...

୮ଘଣ୍ଟା ପରେ ଉଦ୍ଧାର ହେଲା ଭାଲୁ

ଝରିଗାଁ, ୧୧।୬: ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ରତାଖଣ୍ଡିଗୁଡା ପଞ୍ଚାୟତ ଅଧୀନ ରାଣୀଚଚରା ଗ୍ରାମକୁ ପଶି ଆସିଥିଲା ଶୁକ୍ରବାର ଏକ ଭାଲୁ। ଗ୍ରାମବାସୀ ଭାଲୁକୁ ଦେଖି...

ପରୀ ପରେ ବେବିନାଙ୍କୁ ହତ୍ୟା

ନୟାଗଡ଼ ଅଫିସ/ଦଶପଲ୍ଲା, ୧୭ା୬(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ବାଣିଗୋଛା ଥାନା ନୂଆଗଁା ପଞ୍ଚାୟତ ଧୁନ୍ଦୁଗାଡିଆ ଗଁାର ୫ ବର୍ଷୀୟା ଶିଶୁକନ୍ୟା ବେବିନା ନାୟକଙ୍କୁ ହତ୍ୟା...

ରାସ୍ତା ନିର୍ମାଣ ନ ହେଲେ ଭୋଟ, ସରକାରୀ ସହାୟତା ବର୍ଜନ

ଛତ୍ରପୁର,୧୮।୬(ଡି.ଏନ୍‌.ଏ.): ରାସ୍ତା ନିର୍ମାଣ ନ ହେଲେ ଭୋଟ ସହ ସରକାରୀ ସହାୟତାକୁ ବର୍ଜନ କରିବେ ଗ୍ରାମବାସୀ। ଏଭଳି ଚେତାବନୀ ଦେଇଛନ୍ତି ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ...

ଉପକୂଳ ଅଞ୍ଚଳ ସୁରକ୍ଷାକୁ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୧ା୬: କେନ୍ଦ୍ର ପେଟ୍ରୋଲିୟମ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ବାଲେଶ୍ୱର ଜିଲାର ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଗସ୍ତ କରି ସ୍ଥିତି ସମୀକ୍ଷା କରିଛନ୍ତି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏକଦା ଅଣ୍ଡରଓ୍ବାଲ୍ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌କୁ ଡ୍ରେସିଂ ରୁମ୍‌ ବାହାରକୁ ତଡ଼ି ଦେଇଥିଲେ କପିଲ ଦେବ; କାରଣ ଜାଣିଲେ..
Next Post Next post:
ପିଲାଦିନର ବନ୍ଧୁଙ୍କ ହାତ ଧରିବା ପରେ ସଲମାନଙ୍କ ଏହି ନାୟିକା ପାଲଟିଥିଲେ ଗୃହିଣୀ, କହିଥିଲେ ‘ପରିବାର ଆଗ’

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts