E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଯୁବତୀଙ୍କ ସହ ବନ୍ଧୁତା ରଖିବାରୁ ଦଳିତ ଯୁବକଙ୍କୁ ଲଣ୍ଡା କରି ନିର୍ଯାତନା
8:44 pmJune 1, 2021

ଜବଲପୁର, ୧।୬: ଯୁବତୀଙ୍କ ସହ ବନ୍ଧୁତା ରଖିବା କାରଣରୁ ୨୦ ବର୍ଷୀୟ ଦଳିତ ଯୁବକ ଓ ତାଙ୍କ ସାଙ୍ଗକୁ ଅର୍ଦ୍ଧ ଲଣ୍ଡା କରି ନିର୍ଯାତନା ଦିଆଯାଇଛି। ମଧ୍ୟପ୍ରଦେଶର ଜବଲପୁରରେ ଗତ ୨୨ ତାରିଖରେ ଏଭଳି ଘଟଣା ଘଟିଛି। ଘଟଣାରେ ସମ୍ପୃକ୍ତ ମହିଳାଙ୍କ ବାପା ଓ ଅନ୍ୟ ୩ ଜଣ ଗିରଫ ହୋଇଛନ୍ତି।

ଅଭିଯୋଗକାରୀ ରାଜକୁମାର ଦେହାରିଆ ପୋଲିସ ନିକଟରେ କହିଛନ୍ତି, ଯାଦବ ସମ୍ପ୍ରଦାୟର ଜଣେ ୧୯ ବର୍ଷୀୟା ଯୁବତୀଙ୍କ ସହ ତାଙ୍କର ବନ୍ଧୁତା ଥିଲା। ଯୁବତୀଙ୍କୁ ଘରୁ ବାହାରକୁ ଯିବାକୁ ଓ ଫୋନ ବ୍ୟବହାର କରିବାକୁ ପରିବାର ଲୋକେ ଅନୁମତି ଦେଉ ନ ଥିଲେ। ଏଣୁ ସେ ଜଣେ ସାଙ୍ଗଠାରୁ ଫୋନ ଆଣି ଉକ୍ତ ଯୁବତୀଙ୍କୁ ଦେଇଥିଲେ।

ଫୋନ ବିଷୟରେ ଜାଣିବା ପରେ ଦେହାରିଆ ଓ ତାଙ୍କ ସାଙ୍ଗକୁ ଉଠାଇ ଆଣିଥିଲେ ଯୁବତୀଙ୍କ ସମ୍ପର୍କୀୟମାନେ। ସେମାନଙ୍କୁ ଅଧା ଲଣ୍ଡା କରିବା ପରେ ବେକରେ ଯୋତାମାଳ ପକାଇ ମାଡ଼ ମାରିଥିବା ଅଭିଯୋଗରେ ଦର୍ଶାଯାଇଛି। ପୋଲିସ ପାଖକୁ ନ ଯିବାକୁ ଧମକ ଦେଇଥିବା ଦୁଇ ପୀଡ଼ିତ ଷ୍ଟେଟମେଣ୍ଟରେ କହିଛନ୍ତି। ୨୭ ତାରିଖରେ ଅଭିଯୋଗ କରାଯିବା ପରେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ଅଭିଯୁକ୍ତଙ୍କୁ ପୋଲିସ ହେପାଜତକୁ ପଠାଇଥିବା ବରିଷ୍ଠ ପୋଲିସ ଅଧିକାରୀ ରବି ଚୌହ୍ବାନ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ୟୁପିରେ ଲଗାଣ ବର୍ଷା ସାମ୍ନାକୁ ଆଣିଲା ଆଉ ଏକ କବରସ୍ଥାନ

ଲକ୍ଷ୍ନୌ, ୨୪।୬: ମୌସୁମୀ ବର୍ଷା ଯୋଗୁ ବୃଦ୍ଧିପାଇଛି ଗଙ୍ଗାନଦୀର ଜଳସ୍ତର। ଏଥି ଯୋଗୁ ସାମ୍ନାକୁ ଆସିଛି ଉତ୍ତରପ୍ରଦେଶର ପ୍ରୟାଗରାଜରେ ଲୁକାୟତ ଥିବା ଆଉ ଏକ କବରସ୍ଥାନ।...

ଅଭିନେତ୍ରୀ ପାୟଲ ଗିରଫ

ଅହମଦାବାଦ,୨୫।୬: ଅଭିନେତ୍ରୀ ପାୟଲ ରୋହତଗୀଙ୍କୁ ଶୁକ୍ରବାର ଅହମଦାବାଦ ସେଟେଲାଇଟ ପୋଲିସ ଗିରଫ କରିଛି। ପାୟଲ ସୋସାଇଟିର ଲୋକଙ୍କ ସହ ବାରମ୍ବାର ଝଗଡ଼ା କରିବା ଓ ଚେୟାରମ୍ୟାନଙ୍କୁ...

ଅବସର ପରେ କମ୍ପାନୀରେ ବାବୁଙ୍କ ନିଯୁକ୍ତି

ନୂଆଦିଲ୍ଲୀ, ୪।୬(ପି.ଟି.):ସରକାରୀ ବାବୁମାନେ ଅବସର ଗ୍ରହଣ କରିବା ପରେ ବାଧ୍ୟତାମୂଳକ କୁଲିଂ ପିରିୟଡ୍‌ (ଯେଉଁ ସମୟ ମଧ୍ୟରେ ସମ୍ପୃକ୍ତ କର୍ମଚାରୀ ନିଷ୍ପତ୍ତି ବଦଳାଇପାରିବେ) ପର୍ଯ୍ୟନ୍ତ ଅପେକ୍ଷା...

୭୬ ଦିନ ପରେ ଦେଶରେ ଆଜି ସବୁଠୁ କମ୍‌ କରୋନା ସଂକ୍ରମଣ ଚିହ୍ନଟ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା...

ଭାଜପା ଏମ୍‌ପି, ବିଧାୟକଙ୍କ ଘର ଆଗରେ ବସିବେ ଚାଷୀ

ଗାଜିଆବାଦ,୪।୬: କୃଷି ଆଇନ ବିରୋଧରେ ଆନ୍ଦୋଳନ ଚଳାଇଥିବା ଚାଷୀ ସଂଗଠନ ପକ୍ଷରୁ ଶନିବାର ଦେଶବ୍ୟାପୀ ଭାଜପା ଏମ୍‌ପି ଏବଂ ବିଧାୟକଙ୍କ ଘର ଆଗରେ ବିକ୍ଷୋଭ ପ୍ରଦର୍ଶନ...

ପୁଲଓ୍ବାମାରେ ପୁଣି ଥରେ ପଡ଼ିଲା ରକ୍ତ ଛିଟା

ଶ୍ରୀନଗର,୬।୬ : ପୁଣି ଥରେ ପୁଲଓ୍ବାମାରେ ପଡ଼ିଛି ରକ୍ତ ଛିଟା। ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ଗ୍ରେନେଡ୍‌ ବିସ୍ଫୋରଣ ଘଟିଛି। ଘଟଣାରେ ଅତିକମ୍‌ରେ ୮ ଜଣ ଆହତ...

‘ଲୋକପ୍ରିୟତା ପାଇବା ପାଇଁ ଆବେଦନ କରିଥିଲେ ଜୁହି’

ନୂଆଦିଲ୍ଲୀ,୪।୬ : ଦେଶରେ ୫ଜି ନେଟୱର୍କ ବ୍ୟବସ୍ଥା ବିରୋଧରେ ଦିଲ୍ଲୀ ହାଇକୋର୍ଟରେ ବଲିଉଡ ଅଭିନେତ୍ରୀ ଜୁହି ଚାୱଲା ଆବେଦନ କରିଥିଲେ। ଏହି ଆବେଦନକୁ ଶୁକ୍ରବାର କୋର୍ଟ...

ରାଜ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ଶୁକ୍ରବାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମୋଦିଙ୍କ ନିକଟରେ ବଡ଼ ଅଭିଯୋଗ କଲେ କଶ୍ମୀରର ଏହି କୁନି ଝିଅ: ଭିଡିଓ ଦେଖିଲେ କହିବେ…
Next Post Next post:
ଓଡ଼ିଶା: ଆଜିର ଫଟୋ (ଜୁନ ୧, ୨୦୨୧)

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts