E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ଡାକ୍ତରଖାନା ବାହାରେ ଅମ୍ଳଜାନ ନ ପାଇ ଆଖି ବୁଜିଥିଲେ ମା’: ଏବେ ତାଙ୍କ ସ୍ମୃତିରେ କିଛି ଏଭଳି କରି ଉଦାହରଣ ପାଲଟିଲେ ଝିଅ
12:16 pmJune 23, 2021

ମହାମାରୀ କରୋନାର ଦ୍ୱିତୀୟ ଲହରରେ ପ୍ରିୟଜନଙ୍କୁ ହରାଇଛନ୍ତି ଅନେକେ। ସେମାନଙ୍କ ମଧ୍ୟରୁ କିଛି ଦୁଃଖଦ ସମୟରୁ ନିଜକୁ ବାହାର କରି କିଛି ଅଲଗା କରି ଉଦାହରଣ ପାଲଟିଛନ୍ତି। ସେଭଳି ଜଣେ ହେଲେ ଚେନ୍ନାଇର ଆର୍‌ ସିଥା ଦେବୀ। ଡାଏଲିସିସ୍‌ ରୋଗୀ ଥିବା ସିଥାଙ୍କ ମା’ କରୋନାରେ ଆକ୍ରାନ୍ତ ହୋଇଥିଲେ। ଅବସ୍ଥା ଗୁରୁତର ହେବାରୁ ସିଥା ତାଙ୍କୁ ରାଜୀବ ଗାନ୍ଧୀ ସରକାରୀ ଜେନେରାଲ୍‌ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଡାକ୍ତରଖାନାରେ ଖାଲି ଶଯ୍ୟା ନ ଥିବାରୁ ସେମାନଙ୍କୁ ଘଣ୍ଟା ଘଣ୍ଟା ଧରି ବାହାରେ ଅପେକ୍ଷା କରିବାକୁ ପଡ଼ିଲା। ଦୀର୍ଘ ୪ ଘଣ୍ଟା ପରେ ଶଯ୍ୟା ମିଳିଥିଲେ ହେଁ ତାଙ୍କୁ ବଞ୍ଚା ଯାଇ ପାରି ନ ଥିଲା। ଶେଷରେ ନିଜ ମା’ଙ୍କୁ ହରାଇଥିଲେ ସେ। ଠିକ୍‌ ସମୟରେ ଅମ୍ଳଜାନ ଯୋଗାଣ ହୋଇପାରିଥିଲେ ତାଙ୍କୁ ବଞ୍ଚାଯାଇପାରିଥାନ୍ତା ବୋଲି ସିଥା ଅନୁଭବ କରିଥିଲେ। ଏଣୁ ତାଙ୍କ ମା’ଙ୍କ ଭଳି ଅନ୍ୟ କେହି ସେଭଳି ଅସୁବିଧା ନ ଭୋଗନ୍ତୁ ବୋଲି ସେ ସ୍ଥିର କରିଥିଲେ। ମା’ଙ୍କ ସ୍ମୃତିରେ ସେ ଅମ୍ଳଜାନ ଯୋଗାଇବାକୁ ନିଷ୍ପତ୍ତି ନେଇଥିଲେ।

ମେ’ ୬ ତାରିଖରେ ସିଥା ନିଜ ଏନ୍‌ଜିଓର ଖାଦ୍ୟ ଯୋଗାଣରେ ବ୍ୟବହୃତ ଏକ ଅଟୋରିକ୍ସାକୁ ଠିକ୍‌ କରିଥିଲେ। ସେଥିରେ ସେ ଏକ ଅମ୍ଳଜାନ ସିଲିଣ୍ଡର ରଖିଥିଲେ। ସେବେଠାରୁ ପ୍ରତିଦିନ ସକାଳ ୭ଟା ବେଳକୁ ତାଙ୍କ ଗାଡ଼ି ରାଜୀବ ଗାନ୍ଧୀ ହସ୍ପିଟାଲ ବାହାରେ ଛିଡ଼ା ହୋଇଥାଏ। ସେ ଦୀର୍ଘ ୧୨ ଘଣ୍ଟା ଧରି ଆବଶ୍ୟକ କରୁଥିବା ରୋଗୀଙ୍କୁ ଅମ୍ଳଜାନ ଯୋଗାଇଥାନ୍ତି। ସହାୟତା ଦେବା ଲାଗି ୨୪ ଘଣ୍ଟା ଧରି ତାଙ୍କ ଫୋନ୍‌ ଅନ୍‌ ରହିଥାଏ। ଜରୁରୀକାଳୀନ ପରିସ୍ଥିତିରେ କେହି ଅମ୍ଳଜାନ ନେଇ ଫୋନ୍‌ କଲେ ତାଙ୍କ ସ୍ବେଚ୍ଛାସେବୀ ଟିମ୍‌ ସେଠାରେ ପହଞ୍ଚି ଗାଡ଼ିରେ ସେମାନଙ୍କୁ ଅମ୍ଳଜାନ ଯୋଗାଇ ଦେଇଥାନ୍ତି। ଇତି ମଧ୍ୟରେ ସେ ୫୦୦ରୁ ଅଧିକ ଲୋକଙ୍କୁ ମାଗଣାରେ ଏହି ସୁବିଧା ଯୋଗାଇବାରେ ସକ୍ଷମ ହୋଇଛନ୍ତି। ଏବେ ସେ ଆଉ ଦୁଇଟି ଅଟୋରିକ୍ସାକୁ ସେ ଅମ୍ଳଜାନ ଯୋଗାଣକାରୀ ଯାନରେ ପରିଣତ କରିଛନ୍ତି। ଏହାଛଡ଼ା ସେ ଅଭାବୀ ଲୋକଙ୍କୁ ଖାଦ୍ୟ ବଣ୍ଟନ, ସାନିଟାରୀ ନାପକିନ୍‌ ଡିସ୍‌ପେନସର ସ୍ଥାପନ ଏବଂ କୋଭିଡ ୧୯ରେ ସଂକ୍ରମିତ ଅଜ୍ଞାତ ଶବର ସତ୍କାର ଭଳି କାର୍ଯ୍ୟ କରୁଥିବା ସିଥା କୁହନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

୧୫ ମିନିଟ୍‌ରେ ଚା’:ଡେଲିଭରୀ ବୟଙ୍କୁ ମିଳିଲା ୭୩,୦୦୦ନଗଦ ପୁରସ୍କାର

ହାଇଦ୍ରାବାଦ,୨୧।୬: ଗତ କିଛି ମାସରୁ ବଲିଉଡ୍‌ ଅଭିନେତା ସୋନୁ ସୁଦ ଲୋକଙ୍କ ସହାୟତା କରିଆସୁଛନ୍ତି। କିନ୍ତୁ ଲୋକଙ୍କ ସହାୟତା ପାଇଁ ସୋନୁ ସବୁବେଳେ ସବୁ ସ୍ଥାନରେ...

ଚଢ଼େଇ ମଣିଷ ସହିତ ଗୋଟିଏ ଥାଳିରେ କରୁଛି ଭୋଜନ: ଭିଡ଼ିଓ ଭାଇରାଲ…

ନୂଆଦିଲ୍ଲୀ,୧୬।୬: ଏବେ ସୋସିଆଲ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଏକ ହୋଟେଲରେ ଜଣେ ଲୋକଙ୍କ ସହିତ ଗୋଟିଏ ଥାଳିରେ ଚଢ଼େଇ ଭୋଜନ...

ଝଗଡ଼ା କରୁକରୁ ବାଲକୋନୀରୁ ୨୫ ଫୁଟ ତଳକୁ ଖସିପଡ଼ିଲେ ସ୍ବାମୀ-ସ୍ତ୍ରୀ: ଭିଡିଓ ଦେଖିଲେ ଆପଣ ବି…

ନୂଆଦିଲ୍ଲୀ: ପରିବାର ମଧ୍ୟରେ ସ୍ବାମୀସ୍ତ୍ରୀଙ୍କ ଝଗଡ଼ା କିଛି ନୂଆ କଥା ନୁହେଁ। ହେଲେ ବେଳେବେଳେ ଝିମିଟି ଖେଳରୁ ମହାଭାରତ ପରି ସାମାନ୍ୟ କଳି ମାରପିଟ୍‌ ପର୍ଯ୍ୟନ୍ତ...

ବଣର ରାଜା ହୋଇ ସୁଦ୍ଧା ଏହି ସାମାନ୍ୟ ପ୍ରାଣୀକୁ ଡ଼ରିଯାଉଛି ସିଂହ, ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ଟିକାକରଣ ପାଇଁ ପାହାଡ଼ ଚଢ଼ିଲେ ଜିଲାପାଳ

କୋଲକାତା,୨୧।୬: ପଶ୍ଚିମବଙ୍ଗ ଅଲିପୁରଦ୍ୱାର ଜିଲାର ଜିଲାପାଳ ସୁରେନ୍ଦ୍ର କୁମାର ମିନା ଏବେ ଚର୍ଚ୍ଚାରେ ରହିଛନ୍ତି। ଗାଁରେ ଟିକାକରଣ ପାଇଁ ଜିଲାପାଳ କଠିନ ରାସ୍ତା ଦେଇ ପାହାଡ଼...

ମାଟି ତଳୁ ମିଳିଲା ୧,୦୦୦ ବର୍ଷ ତଳର କୁକୁଡ଼ା ଅଣ୍ଡା…

ତେଳଅଭିବ୍‌,୧୦।୬: ଇସ୍ରାଏଲ୍‌ରେ ମାଟିତଳୁ ୧,୦୦୦ ବର୍ଷ ତଳର କୁକୁଡ଼ା ଅଣ୍ଡା ମିଳିଛି। ଏହି ଅଣ୍ଡା ଦଶମ ଶତାବ୍ଦୀ ସମୟର ବୋଲି ଗବେଷକ ଅନୁମାନ କରିଛନ୍ତି। ତେବେ...

ବର ମଦନିଶାରେ ଶାଶୁଙ୍କୁ ପିନ୍ଧାଇଲେ ବରଣମାଳା…

ମୁମ୍ବାଇ,୫।୬:ଏବେ ସୋସିଆଲ୍‌ ମିଡ଼ିଆରେ ଏକ ବିବାହ ଭିଡ଼ିଓ ବେଶ୍‌ ଭାଇରାଲ ହେବାରେ ଲାଗିଛି। ବିବାହରେ ମଦ ନିଶାରେ ଚୁର୍‌ ଥିବା ବର ବିଚରା କନ୍ୟା ବଦଳରେ...

ଜାତୀୟତାବାଦର ପଥପ୍ରଦର୍ଶକ-ଶ୍ୟାମାପ୍ରସାଦ

ସ୍ବାଧୀନତା ପରଠାରୁ ଭାରତୀୟ ଜାତୀୟତାବାଦର ଭାବନା ଉଦ୍ରେକ କରିବା, ଜାତୀୟ ଅଖଣ୍ଡତା ବଜାୟ ରଖିବା, ଦେଶରେ ଏକ ଦୃଢ଼ ରାଜନୈତିକ ବିକଳ୍ପର ବୀଜବପନ କରିବାରେ ଯାହାଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପଡିଆରେ ଟାଓ୍ବେଲ୍‌ ପିନ୍ଧି ଫିଲ୍ଡିଂ କଲେ ସାମି: ଦେଖନ୍ତୁ ଭିଡିଓ
Next Post Next post:
ଦିଲ୍ଲୀରୁ ଆସିଲା ଖୁସି ଖବର, ମୃତ୍ୟୁ ରୋକିବାରେ ଭାକ୍ସିନ୍‌ର ଦ୍ୱିତୀୟ ଡୋଜ୍‌ ୯୫ ପ୍ରତିଶତ ପ୍ରଭାବଶାଳୀ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts