E-Paper
  • logo
  • Friday 27th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କେନ୍ଦୁଝର, ରାଜ୍ୟ

ପର କଳିରେ ମୁଣ୍ଡ ପୁରାଇ ଗଲା ଜୀବନ
10:29 pmJune 26, 2021June 27, 2021

ହାଟଡିହୀ,୨୬l୬: କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଧୀନ ସାଳକଣିଆ ଗାଁରେ ଘଟିଛି ଅଭାବନୀୟ ଘଟଣା । ସମାଧାନ କରିବାକୁ ଯାଇ ପ୍ରାଣ ହରାଇଛନ୍ତି ମଧ୍ୟସ୍ତି। ମୃତକ ହେଲେ ଉକ୍ତ ଗାଁର ଦୈତାରୀ ପାତ୍ର। ହତ୍ୟା ମାମଲାରେ ପୋଲିସ ୪ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଆନନ୍ଦ ଜେନା, ଭାଗିରଥି ଜେନା, ସୁଶାନ୍ତ ଜେନା ଓ ଗୋପୀନାଥ ଜେନା। ଗିରଫ ଭୟରେ ଆନନ୍ଦଙ୍କ ପରିବାରର ଅନ୍ୟ ସମସ୍ତ ସଦସ୍ୟ ଫେରାର ହୋଇଯାଇଛନ୍ତି। ଆକ୍ରମଣରେ ବ୍ୟବହୃତ ଏକ ଖଣ୍ଡାକୁ ପୋଲିସ ଜବତ କରିଛି। ବିଳମ୍ବରେ ପୋଲିସର କାର୍ଯ୍ୟାନୁଷ୍ଠାନ ନେଇ ଗାଁରେ ଉତ୍ତେଜନା ଲାଗି ରହିଥିବାରୁ ୨ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି।

ସୂଚନା ଯୋଗ୍ୟ, ଗତ ୧୫ ତାରିଖରେ ଆନନ୍ଦଙ୍କ ପାରିବାରିକ କଳହ ଲାଗିଥିଲା। ତାଙ୍କ ସ୍ତ୍ରୀ ଏହାର ସମାଧାନ ଲାଗି ଦୈତାରୀଙ୍କୁ ଡାକିଥିଲେ। ଏହି ସମୟରେ ଦୈତାରିଙ୍କୁ ଆନନ୍ଦଙ୍କ ସମେତ ତାଙ୍କ ପରିବାରର ସଦସ୍ୟ ଆକ୍ରମଣ କରିଥିଲେ l ଏପରିକି ଦୈତାରିଙ୍କ ଭାଇ ଭାଉଜ ମଧ୍ୟ ଆକ୍ରମଣରୁ ବର୍ତ୍ତି ନ ଥିଲେ। ଆକ୍ରମଣରେ ଗୁରୁତର ଦୈତାରୀଙ୍କୁ ଚିକିତ୍ସା ପାଇଁ କଟକର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏନେଇ ଦୈତାରିଙ୍କ ବାପା ଦୁର୍ଯ୍ୟୋଧନଙ୍କ ଅଭିଯୋଗ କ୍ରମେ ୯ଜଣଙ୍କ ନାମରେ ନନ୍ଦିପଦା ଥାନାରେ ମାମଲା (ନଂ ୮୮/୨୦୨୧) ରୁଜୁ ହୋଇଥିଲା। ଶନିବାର ଦୈତାରିଙ୍କ ମୃତ୍ୟୁ ପରେ ଉତ୍ତେଜନା ଲାଗି ରହିଥିବାରୁ ଗ୍ରାମରେ ଶାନ୍ତି ଫେରାଇବା ପାଇଁ ଏକ ବୈଠକ ବସିଥିଲା। ପାଞ୍ଚ ଦିନ ମଧ୍ୟରେ ଅନ୍ୟ ଅଭିଯୁକ୍ତମାନଙ୍କୁ ଗିରଫ କରାଯିବାର ପ୍ରତିଶ୍ରୁତି ଦିଆଯିବା ପରେ ସ୍ଥିତି ନିୟନ୍ତ୍ରଣକୁ ଆସିଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କେନ୍ଦୁଝର, ରାଜ୍ୟ View All

ପୁରୀ ବ୍ୟତୀତ ଆଉ କେଉଁଠି ହେବନି ରଥଯାତ୍ରା

ଭୁବନେଶ୍ୱର,୧୦ା୬(ବ୍ୟୁରୋ):  ଚଳିତବର୍ଷ ରଥଯାତ୍ରା ଉପରେ ରାଜ୍ୟ ସରକାର କଟକଣା ଲାଗୁ କରିଛନ୍ତି। ପୁରୀ ବ୍ୟତୀତ ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ। ଏନେଇ...

୧୮ରୁ ୪୪ ବର୍ଷୀୟଙ୍କୁ ଦ୍ୱିତୀୟ ଡୋଜ୍‌ ଟିକା ୮ରୁ

ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜଧାନୀରେ ୧୮ରୁ ୪୪ ବର୍ଷୀୟଙ୍କ ଦ୍ୱିତୀୟ ଡୋଜ୍‌ ଟିକାକରଣ ପାଇଁ ବିଏମ୍‌ସି ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତୁତି କରାଯାଇଛି। ଆସନ୍ତା ୮ ତାରିଖରୁ ଏନେଇ...

ହତାଶାରେ ବିତୁଛି ଶିଳ୍ପୀ, ବୁଣାକାରଙ୍କ ଜୀବନ

ଭୁବନେଶ୍ୱର, ୫।୬ (ବ୍ୟୁରୋ): ଯେଉଁମାନଙ୍କ ପାଇଁ ଓଡ଼ିଶା ସାରା ବିଶ୍ୱରେ ସ୍ବତନ୍ତ୍ର ପରିଚୟ ପାଇଛି, ସେମାନେ ଆଜି ଦୁର୍ଦ୍ଦଶା ଓ ହତାଶାରେ ଜୀବନ ବିତାଉଛନ୍ତି। କୋଭିଡ୍‌...

ବଜାରରେ ବ୍ୟବସାୟୀଙ୍କ କୋଭିଡ୍‌ ପରୀକ୍ଷା

ଭୁବନେଶ୍ୱର, ୫।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ କାର୍ଯ୍ୟସ୍ଥଳରେ ବ୍ୟବସାୟୀଙ୍କ କୋଭିଡ୍‌ ପରୀକ୍ଷଣ ଆରମ୍ଭ ହୋଇଛି। ଶୁକ୍ରବାର ନର୍ଥ ଜୋନ୍‌ ଅନ୍ତର୍ଗତ ନୀଳାଦ୍ରିବିହାର ତାରିଣୀ...

ଏମ୍‌କେସିଜି କୋଭିଡ୍‌ ହସ୍ପିଟାଲ-୧ ବନ୍ଦ

ଛତ୍ରପୁର,୨୧।୬: ଗଞ୍ଜାମ ଜିଲାର ଯେଉଁ କୋଭିଡ୍‌ ଚିକିତ୍ସା କେନ୍ଦ୍ରରେ କୌଣସି ରୋଗୀ ନାହାନ୍ତି ସେଗୁଡିକ ପର୍ଯ୍ୟାୟକ୍ରମେ ବନ୍ଦ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ...

ଘରେ ରହି ଚିକିତ୍ସିତ ହେବାକୁ ଥିବା କରୋନା ଆକ୍ରାନ୍ତଙ୍କୁ ଯୋଗାଇ ଦିଆଯିବ ଅକ୍ସିଜେନ କନସେନ୍‌ଟ୍ରେଟର

ଭୁବନେଶ୍ୱର,୫ା୬(ବ୍ୟୁରୋ): କରୋନା ମହାମାରୀର ଦ୍ୱିତୀୟ ଲହରରେ ଅକ୍ସିଜେନର ଘୋର  ଅଭାବ ଦେଖାଦେଇଛି। ତେବେ ଅକ୍ସିଜେନ ଯୋଗାଣ ପାଇଁ ବିଏମ୍‌ସି ବଡ଼ ପଦକ୍ଷେପ ନେଇଛି। ଏଣିକି ଘରେ...

ହ୍ରାସ ପାଉଛି ସବୁଜ ହୀରା ସଂଗ୍ରହ

ଆଠମଲ୍ଲିକ,୪ା୬(ଡି.ଏନ.ଏ.) ସବୁଜ ହୀରା ବା କେନ୍ଦୁପତ୍ର ତୋଳାଳିଙ୍କ ଠାରୁ ପ୍ରତିବର୍ଷ ସରକାର କେନ୍ଦୁପତ୍ର ସଂଗ୍ରହ କରୁଛନ୍ତି। ଏଥିପାଇଁ ସେମାନଙ୍କୁ କେରି ହିସାବରେ ଅର୍ଥ ପ୍ରଦାନ ସହ...

ଦିନକୁ ୧ କୋଟିଙ୍କୁ ଟିକା ଦିଅ: କଂଗ୍ରେସ

ଭୁବନେଶ୍ୱର,୫।୬(ବ୍ୟୁରୋ): ନିଃଶୁଳ୍କ ସାର୍ବଜନୀନ ଟିକାକରଣ ସହ ଦୈନିକ ୧ କୋଟି ଭାରତୀୟଙ୍କୁ ଟିକା ଦେବାକୁ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୫ ବର୍ଷ ହେଲା ମିଳୁନି ଦରମା: କର୍ମଚାରୀଙ୍କ ଆତ୍ମହୁତି ଉଦ୍ୟମ
Next Post Next post:
ଯୁବକଙ୍କୁ ହତ୍ୟା ପରେ ଇବ୍‌ନଦୀରେ ଭସାଇ ଦେଲେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts