ପ୍ୟାରିସ୍, ୨ା୬ (ପି.ଟି.)-ଭାରତର ରୋହନ ବୋପାନ୍ନା ଓ କ୍ରୋଏସିଆର ଫ୍ରାଙ୍କୋ ସ୍କୁଗୋର ଫ୍ରେଞ୍ଚ ଓପନ୍ ଟେନିସ୍ ପୁରୁଷ ଡବଲ୍ସ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ପ୍ରଥମ ରାଉଣ୍ଡରେ ଏହି ଯୋଡ଼ି ଜର୍ଜିଆର ନିକୋଲୋଜ୍ ବାସିଲାସ୍ଭିଲି ଓ ଜର୍ମାନୀର ଆନ୍ଦ୍ରେ ବେଜିମାନଙ୍କୁ ସିଧାସଳଖ ସେଟ୍ରେ ହରାଇ ଦେଇଥିଲେ। ଟୁର୍ନାମେଣ୍ଟ ଓପନରରେ ଇଣ୍ଡୋ-କ୍ରୋଟ୍ ଯୋଡ଼ି ବିପକ୍ଷ ଯୋଡ଼ିଙ୍କୁ ଏକ ଘଣ୍ଟା ଏକ ମିନିଟ ଏବଂ ୬-୪, ୬-୨ ସେଟ୍ରେ ପରାସ୍ତ କରିଥିଲେ। ବୋପାନ୍ନା ଓ ସ୍କୁଗୋର ପ୍ରଥମ ସେଟ୍ରେ ଥରେ ଏବଂ ଦ୍ୱିତୀୟ ସେଟ୍ରେ ଦୁଇଥର ବ୍ରେକ୍ ଦେଇଥିଲେ। ବୋପାନ୍ନା ଓ ସ୍କୁଗାର ପରବର୍ତ୍ତୀ ରାଉଣ୍ଡରେ ଆମେରିକୀୟ ଯୋଡ଼ି ନିକୋଲାସ ମନରୋ ଏବଂ ଫ୍ରାନ୍ସେସ୍ ଟିଆଫୋ ଏବଂ ୮ମ ସିଡ୍ ବ୍ରାଜିଲର ମାର୍ସେଲୋ ମେଲୋ ଏବଂ ପୋଲାଣ୍ଡର ଲୁକାଜ କୁବୋଟଙ୍କ ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ରାଉଣ୍ଡ ମ୍ୟାଚର ବିଜେତାଙ୍କୁ ଭେଟିବେ।
ବେଙ୍ଗାଲୁରୁ ଏଫ୍ସି ପାଇଁ ଆଉ ୨ ବର୍ଷ ଖେଳିବେ ଛେତ୍ରୀ
ବେଙ୍ଗାଲୁରୁ, ୨୨ା୬ (ପି.ଟି.)- ଭାରତୀୟ ଫୁଟ୍ବଲ ଦଳର ଅଧିନାୟକ ସୁନୀଲ ଛେତ୍ରୀ ବେଙ୍ଗାଲୁରୁ ଏଫ୍ସି ସହିତ ତାଙ୍କ ଚୁକ୍ତି ମିଆଦକୁ ଆହୁରି ୨ ବର୍ଷ ବୃଦ୍ଧି...
ଫ୍ରେଞ୍ଚ୍ ଓପନ ଟେନିସ: ଜୋକୋଭିଚ୍-ବେରେଟିନି କ୍ୱାର୍ଟର ଫାଇନାଲ
ପ୍ୟାରିସ, ୮।୬-ଚଳିତ ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସର କ୍ୱାର୍ଟର ଫାଇନାଲରେ ପହଞ୍ଚତ୍ଛନ୍ତି ନମ୍ବର ଓ୍ବାନ ଖେଳାଳି ସର୍ବିୟାର ନୋଭାକ ଜୋକୋଭିଚ୍। ୪ର୍ଥ ରାଉଣ୍ଡରେ...
ଆଝାରୁଦ୍ଦିନଙ୍କୁ ସସ୍ପେଣ୍ଡ କଲା ଏଚ୍ସିଏ ଆପେକ୍ସ କାଉନ୍ସିଲ
ହାଇଦ୍ରାବାଦ, ୧୭ା୬- ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ (ଏଚ୍ସିଏ)ର ଆପେକ୍ସ କାଉନ୍ସିଲ ଏହାର ସଭାପତି ତଥା ଭାରତର ପୂର୍ବତନ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନଙ୍କୁ ସସ୍ପେଣ୍ଡ କରିଛି। ସେ...
ଘରୋଇ କ୍ରିକେଟରେ କେନ୍ଦ୍ରୀୟ ଚୁକ୍ତି ଲାଗୁ ନେଇ ଦାବି
ନୂଆଦିଲ୍ଲୀ,୩।୬(ପି.ଟି.): କୋଭିଡ୍-୧୯ ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ଘରୋଇ କ୍ରିକେଟରଙ୍କ ଲାଗି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କ୍ଷତିପୂରଣ ଦେବାକୁ ପ୍ରୟାସ ଆରମ୍ଭ କରିଛି। ଯଦିଓ...
‘ଭାରତ ଜିତିବ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍’
ମେଲବୋର୍ନ,୧୬ା୬(ପି.ଟି.)-ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲରେ ଭାରତ ଅତି ସହଜରେ ବିଜୟ ଲାଭ କରିବ, ଏଥିରେ କୌଣସି ସନ୍ଦେହ ନାହିଁ ବୋଲି କହିଛନ୍ତି ଅଷ୍ଟ୍ରେଲିଆର...
ଡରହାମରେ ଇଣ୍ଟ୍ରା ସ୍କାଡ୍ ମ୍ୟାଚ୍ ଖେଳିବ ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ,୨୫।୬: ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ପୂର୍ବରୁ ପ୍ରସ୍ତୁତି ଲାଗି ଡରହାମଠାରେ ଏକତ୍ରିତ ହେବେ ଭାରତୀୟ ଦଳର ଖେଳାଳିମାନେ। ସେଠାରେ ଟିମ୍...
୮୪ ବଲ୍ରେ ଫାଇନାଲ୍ ଆଭିମୁଖ୍ୟ ବଦଳାଇଦେଲା ନ୍ୟୁଜିଲାଣ୍ଡ
ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ର ଫାଇନାଲରେ ନ୍ୟୁଜିଲାଣ୍ଡ ନିଜର ଆଭିମୁଖ୍ୟକୁ କଡାକଡି କରିଛି। ମ୍ୟାଚର ତୃତୀୟ ଦିନରେ ଦଳ ୮୪ ଟି ବଲରେ ୩୬ ରନ...
ହସ୍ପିଟାଲ୍ରେ ଭର୍ତ୍ତି ହେଲେ ଏହି କ୍ରିକେଟର୍: ସ୍ତ୍ରୀ ହେଲେ ଭାବୁକ
ଦକ୍ଷିଣ ଆଫ୍ରିକା କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ଫାଫ୍ ଡୁପ୍ଲେସିସ୍ ପାକିସ୍ତାନ ସୁପର୍ ଲିଗ୍ର ଏକ ମ୍ୟାଚ୍ରେ ଫିଲ୍ଡିଂ କରୁଥିବାବେଳେ ଆହତ ହୋଇଯାଇଛନ୍ତି। ଏବେ ତାଙ୍କୁ...


