ଛତ୍ରପୁର,୪।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଆଉ ୨ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାରୁ ୩୯ ଜଣଙ୍କ ଜୀବନ ଗଲାଣି।
ମିଳିଥିବା ସୂଚନା ଅନୁସାରେ, କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରେ ଏଯାବତ ୨୮୭ ଜଣଙ୍କ ମୃତ୍ୟୁ ଘଟିଛି। ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ଜିଲାରେ କମି କମି ଆସୁଥିବାବେଳେ ମୃତ୍ୟୁ ନେଇ ଚିନ୍ତା ବଢୁଛି । ଶୁକ୍ରବାର ଜିଲାର ଆଉ ୧୫୩ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି । ଏବେବି ଜିଲାରେ ୧ ହଜାରରୁ ଊର୍ଦ୍ଧ୍ୱ ଆକ୍ଟିଭ କେସ୍ ରହିଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ଗ୍ରାମାଞ୍ଚଳଠାରୁ ଜବରଦଖଲ ସହରରେ ଅଧିକ
କେନ୍ଦ୍ରାପଡ଼ା ଅଫିସ,୧୧।୬: ସହର ରାସ୍ତାରେ ସର୍ବଦା ଟ୍ରାଫିକ ଜାମ୍। ପାଣିନାଳ ଉପରେ ଘର। ବର୍ଷା ହେଲେ ଘରେ ପାଣି ପଶୁଛି। ମାତ୍ର ୫ ବର୍ଷ ପୂର୍ବରୁ...
ଗଞ୍ଜାମର ଏହି ବ୍ଲକ ସମ୍ପୂର୍ଣ୍ଣ କରୋନା ମୁକ୍ତ
ଛତ୍ରପୁର,୨୪ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସହ ସକ୍ରିୟଙ୍କ ସଂଖ୍ୟା ବହୁତ କମ୍ ଥିବାରୁ ଜିଲା ଗ୍ରୀନ୍ ଜୋନରେ ରହିଛି। ଅପରପକ୍ଷରେ ଜିଲାର ୨୨...
ଗାଁ ଛାଡ଼ି ସୁରଟମୁହାଁ ୧୦ ବୁଣାକାର
ରସୁଲପୁର,୨୧।୬(ଡି.ଏନ.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ବୁଣାକାର ଗାଁ ଭାବେ ପରିଚିତ ଗୋପାଳପୁରର ୧୦ ବୁଣାକାର ସୋମବାର ଗାଁ ଛାଡ଼ି ସୁରଟ ମୁହାଁ ହୋଇଛନ୍ତି।...
ପାଣି ପିଇ ହେଉନି, ଖାଦ୍ୟ ରୁଚୁନି: ଲୁଣିପାଣି କବଳରେ ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳ
ଯାଜପୁର ଅଫିସ/ବରୀ(ଡି.ଏନ.ଏ.),୬।୬: ଯାଜପୁର ଜିଲା ବରୀ ବ୍ଲକର ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳରେ ମାଟି ଅଳ୍ପ ଖୋଳିଲେ ବାହାରୁଛି ଲୁଣି ପାଣି। ସେହି ପାଣି...
ବାଡେଇ ବାଡେଇ ଥାନାରେ ଛାଡିଲେ
ଭଦ୍ରକ ଅଫିସ, ୨୦।୬: ଏଟିଏମ୍ କାର୍ଡରେ ଟଙ୍କା ଉଠାଣକୁ ନେଇ କଙ୍ଗାରୁ କୋର୍ଟ। ଜଣେ ଯୁବକଙ୍କୁ ଦଉଡ଼ିରେ ବାନ୍ଧି ମାଡ଼ ମାରି ଥାନା ପର୍ଯ୍ୟନ୍ତ ନିଆଗଲା।...
ଟିକା ପ୍ରମାଣପତ୍ର ନ ଲଗାଇଲେ ଏଥର ଖୋଲିବନି ଦୋକାନ
ଛତ୍ରପୁର,୨୨।୬(ଡି.ଏନ୍.ଏ.): କୋଭିଡର ତୃତୀୟ ଲହରଠାରୁ ବର୍ତ୍ତିବା ପାଇଁ ସମସ୍ତ ଗଞ୍ଜାମ ଜିଲାବାସୀଙ୍କ ଟିକାକରଣ ଜରୁରୀ। ତେଣୁ ଟିକାକରଣ କାର୍ଯ୍ୟକ୍ରମର ସଫଳ ଓ ସଠିକ ପରିଚାଳନା ହେବା...
ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା
ଝାରସୁଗୁଡ଼ା ଅଫିସ,୧୨।୬: ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ବୃନ୍ଦାମାଲ ଗ୍ରାମରେ ଶନିବାର ଏକ ଅଘଟଣ ଘଟିଛି। ପୁଅର ଟାଙ୍ଗିଆ ଚୋଟରେ ବାପାଙ୍କ ମୃତ୍ୟୁ ଘଟିିଛି। ମୃତକ...
ଲୁଗା ଗୋଦାମ ଖୋଲି କେବଳ କ୍ଷତି ସହିଲେନି ବ୍ୟବସାୟୀ, ଗ୍ରାହକଙ୍କୁ ଗଣିବାକୁ ପଡ଼ିଲା ତଣ୍ଡ
ଯାଜପୁର ଅଫିସ,୨।୬: ଲକ୍ଡାଉନ୍ରେ ଲୁଗା ଗୋଦାମ ଖୋଲିବା ପଡ଼ିଲା ମହଙ୍ଗା। ପରେ ଗୋଦାମ ସିଲ ହେବା ସହିତ ଲୁଗା କିଣିବାକୁ ଭିଡ଼ ଲଗାଇଥିବା ଗ୍ରାହକଙ୍କୁ ତଣ୍ଡଗଣିବାକୁ...


