କୃଷି ଛାଡ଼ି ଚାକିରି କରିବାକୁ ଅନେକେ ପସନ୍ଦ କରୁଥିବାବେଳେ ଏସ୍.ଶିବଗଣେଶ ଚାକିରି ଛାଡ଼ି ଚାଷରେ ଲାଗିଛନ୍ତି। ୨୦୦୬ରେ ସେ ମେକାନିକାଲ ଇଞ୍ଜିନିୟରିଂରେ ଡିଗ୍ରୀ ହାସଲ କରିବା ପରେ ରାଜସ୍ଥାନର ଏକ ଆଣବିକ ଶକ୍ତି କେନ୍ଦ୍ରରେ ଚୁକ୍ତିଭିତ୍ତିକ ଚାକିରି କରିଥିଲେ। ୨୦୧୦ରେ ତାହାକୁ ଛାଡ଼ି ତାଙ୍କ ଗାଁ ମୀନାକ୍ଷିପୁରମ୍କୁ ଫେରି ଆସିଥିଲେ। କେରଳ ଓ ତାମିଲନାଡୁ ସୀମାରେ ଥିବା ଏହି ଗାଁରେ ଏବେ ଶିବଗଣେଶ ୬ ଏକର ଜମିରେ ଜୈବିକ ଚାଷ ଆରମ୍ଭ କରୁଛନ୍ତି। ସେ ମୁଖ୍ୟତଃ ଆମ୍ବ ଓ ଜାଇଫଳ ଉତ୍ପାଦନ କରିବା ସହ ୧୬୦୦ ନଡ଼ିଆ ଗଛ ଲଗାଇଛନ୍ତି। ହଳଦୀ, ଗୋଲମରିଚ, ଗୁଆ ଓ ନଡ଼ିଆ ଚାଷ ମଧ୍ୟ କରୁଛନ୍ତି। ମୋଟରେ ସେ ବର୍ଷକୁ ପାଖାପାଖିତ୍ ୧୩ ଲକ୍ଷ ଟଙ୍କା ଲାଭ ପାଉଛନ୍ତି। ଏଥିପାଇଁ ତାଙ୍କୁ ରାଜ୍ୟ ସରକାର କେରା କେଶରୀ ପୁରସ୍କାରରେ ସମ୍ମାନିତ କରିଛନ୍ତି। ଶିବଗଣେଶ ସିଞ୍ଚନ ପଦ୍ଧତିରେ ଜଳସେଚନ କରିବା ସହ ଏହା ମାଧ୍ୟମରେ ଜୈବିକ ସାର ପ୍ରୟୋଗ( ଫର୍ଟିଗେସନ) କରୁଛନ୍ତି। ସେ ତାଙ୍କ ଫାର୍ମରେ ବର୍ଷାଜଳ ସଂରକ୍ଷଣ କରି ଦୁଇଟି ପୋଖରୀ ନିର୍ମାଣ କରି ସେଥିତ୍ରେ ମାଛ ଚାଷ ମଧ୍ୟ କରୁଛନ୍ତି ଓ ଫାର୍ମରେ ଥିବା ନର୍ସରିରେ ଆମ୍ବ ଓ ଜାଇଫଳ ଚାରା ବିକ୍ରି କରୁଛନ୍ତି।
ପରୀକ୍ଷା ବାତିଲ: ଆହ୍ବାନ ଓ ସମାଧାନ
ଅଧ୍ୟାପକ ଶରତ କୁମାର ଦାସ ମହାମାରୀ କରୋନା ପରବର୍ତ୍ତୀ ସମୟରେ ‘ଜୀବନ ଆଗ, ପରୀକ୍ଷା ପଛ’ ନ୍ୟାୟରେ କିଛିଦିନ ପୂର୍ବେ କେନ୍ଦ୍ର ସରକାର ସିବିଏସ୍ଇ...
ମିଛ ହେଲାଣି କାଳ
ଭାରତରେ କୋଭିଡ୍-୧୯ ଯୋଗୁ ଅଦ୍ୟାବଧି ୩ ଲକ୍ଷ ୮୮ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା ସରକାରୀ ତଥ୍ୟରୁ ଜଣାପଡ଼ିଛି। ହେଲେ ବାସ୍ତବ ତଥ୍ୟ ଖୋଜି...
ଏଇ ଭାରତରେ
ଫେକ୍ ନ୍ୟୁଜ୍ର ପ୍ରଭାବ ଏବେ ଟିକାକରଣ ଉପରେ ପଡୁଛି। ଅନେକେ ଟିକା ନେବା ଲାଗି ଅମଙ୍ଗ ହେଉଛନ୍ତି। ତେବେ ଫେକ୍ ନ୍ୟୁଜ୍ର ପ୍ରଭାବକୁ ପ୍ରତିହତ କରିବା...
କରୋନା ଓ ଏକ୍ମୋ ଯନ୍ତ୍ର
ଡା.ପ୍ରଫୁଲ୍ଲ କୁମାର ଦାସ ସମ୍ପ୍ରତି ରାଜ୍ୟରେ କୋଭିଡ୍ ସ୍ଥିତି ଅତି ଉଦ୍ବେଗଜନକ ରହିଛି ଓ ପ୍ରତିଦିନ ଫୁସ୍ଫୁସ୍ଜନିତ ସଂକ୍ରମଣ କାରଣରୁ ଅନେକ ଲୋକଙ୍କର ପ୍ରାଣହାନି ଘଟୁଛି।...
ଶିକ୍ଷକତାକୁ ଦୂରୁ ଜୁହାର
ଅକ୍ଷୟ କୁମାର ମିଶ୍ର ଏପ୍ରିଲ ଚାରି ତାରିଖରେ ଉଚ୍ଚ ନ୍ୟାୟାଳୟ ଆମ ରାଜ୍ୟ ସରକାରଙ୍କର ବିଦ୍ୟାଳୟ ମିଶ୍ରଣ ପ୍ରକ୍ରିୟାକୁ ରଦ୍ଦ କରିଛନ୍ତି। ଏହାର ବହୁ ପୂର୍ବରୁ...
ଏଇ ଭାରତରେ
କୋଭିଡ୍ ମହାମାରୀ ପରିଚାଳନାରେ ସରପଞ୍ଚମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଉଛନ୍ତି। କିନ୍ତୁ ମହାରାଷ୍ଟ ସୋଲାପୁର ଜିଲାର ଅଟ୍ରୋଲି ଏବଂ ଘଟନେ ପଞ୍ଚାୟତର ଦୁଇ ଯୁବ ସରପଞ୍ଚଙ୍କ ମହାମାରୀ...
ମହାମାରୀରେ ଭଗବାନଙ୍କ ଭୂମିକା
ସହଦେବ ସାହୁ କୋଭିଡ୍-୧୯ ରୋଗର ଭୂତାଣୁ କରୋନା ଭାଇରସ୍ ଆକ୍ରମଣ ହେଲେ ଆମେ ଭଗବାନଙ୍କୁ ଡାକୁଛୁ। ସେ କାହିଁକି ଶୁଣୁନାହାନ୍ତି ଏ ବିଷୟରେ ଟିକେ ଚିନ୍ତା...
ଦୃଷ୍ଟିପଡ଼ୁ
କୋଭିଡ୍-୧୯ ମହାମାରୀ ଦେଶରେ ଅନେକ ପିଲାଙ୍କୁ ଅନାଥ କରିଛି। ଏହି ସଂଖ୍ୟା ପ୍ରତ୍ୟେକ ଦିନ ବଢ଼ିବାରେ ଲାଗିଛି। ଜୁନ୍ ପ୍ରଥମ ସପ୍ତାହରେ ସୁପ୍ରିମକୋର୍ଟଙ୍କୁ ଜାତୀୟ ଶିଶୁ...


