E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inସମ୍ପାଦକୀୟ

ଏଇ ଭାରତରେ
7:06 amJune 6, 2021

ସକାରାମତ୍କ ପରିବର୍ତ୍ତନ ଆଣିବାରେ ଗୋଷ୍ଠୀଗତ ପ୍ରୟାସର ଗୁରୁତ୍ୱ ପ୍ରମାଣିତ ହୋଇଛି ତାମିଲନାଡୁରେ। ଶ୍ରୀନିବାସନ ସର୍ଭିସ ଟ୍ରଷ୍ଟ(ଏସ୍‌ଏସ୍‌ଟି) ଦ୍ୱାରା ତାମିଲନାଡୁର ୨୫୦୦ ଦୁର୍ଗମ ତଥା ମରୁଡ଼ିପ୍ରବଣ ଗାଁରେ ଲୋକମାନଙ୍କ ମିଳିତ ଉଦ୍ୟମରେ କୃଷିର ଉନ୍ନତି ଓ ଜୈବବିବିଧତାର ସୁରକ୍ଷା ନିଶ୍ଚିତ ହୋଇପାରିଛି। ଏଭଳି ଅଭିଯାନର ନେତୃତ୍ୱ ନେଇଛନ୍ତି ଏସ୍‌ଏସ୍‌ଟିର ଚେୟାରମ୍ୟାନ ସ୍ବରନ ସିଂ। ସେ ୨୦୧୮ରୁ ନିରନ୍ତର ଉଦ୍ୟମ ଜାରି ରଖିଛନ୍ତି। ଏହି ସଂସ୍ଥା ଦ୍ୱାରା ୨୫୦୦ ଗାଁରେ କ୍ଷୁଦ୍ରଚାଷୀମାନେ ସେମାନଙ୍କ ଆୟ ଦୁଇଗୁଣ ବଢ଼ାଇବାକୁ ସକ୍ଷମ ହୋଇଛନ୍ତି। କୃଷକମାନଙ୍କୁ ପର୍ଯ୍ୟାପ୍ତ ପାଣି ଯୋଗାଇ ଦେବାର ବ୍ୟବସ୍ଥା କରାଯାଉଛିି । ଗତ ୪ ବର୍ଷ ମଧ୍ୟରେ ଗାଁଗୁଡ଼ିକରେ କ୍ଷୁଦ୍ର ଜଳସେଚନ ଟାଙ୍କି ନିର୍ମାଣ କରାଯାଇଛି। କେବଳ ଏତିକି ନୁହେଁ, ସ୍ବରନଙ୍କ ଉଦ୍ୟମରେ ରାଜ୍ୟର ବିଭିନ୍ନ ଜଙ୍ଗଲରେ ଗ୍ରାମବାସୀଙ୍କ ସହଯୋଗରେ ବୃହତ୍‌ ଜଳାଶୟ ଖୋଳାଯାଇ ବିଭିନ୍ନ ପ୍ରଜାତି ଜୀବଙ୍କ ସୁରକ୍ଷା କରାଯାଉଛି।


[mc4wp_form id="252536"] All Right Reserved By Dharitri.Com

Posted inସମ୍ପାଦକୀୟ View All

ଏଇ ଭାରତରେ

ବର୍ଜ୍ୟ ଉପଯୋଗ କରି ପରିବେଶ ଉପଯୋଗୀ ସିମେଣ୍ଟ ପ୍ରସ୍ତୁତ କରିଛନ୍ତି ଦିଲ୍ଲୀର ଜାମିଆ ମିଲିଆ ଇସ୍‌ଲାମିଆ ଏବଂ ଆଲିଗଡ଼ ମୁସଲିମ ୟୁନିଭର୍ସିଟି (ଉତ୍ତରପ୍ରଦେଶ)ର ପ୍ରାଧ୍ୟାପକମାନେ। ସେମାନଙ୍କ...

ଅସଲ ଖୁସିର ମୁହୂର୍ତ୍ତ

ପ୍ରକାଶ ତ୍ରିପାଠୀ   ଚିତ୍ତେ ପ୍ରସନ୍ନେ ଭୁବନମ୍‌ ପ୍ରସନ୍ନମ୍‌,ଚିତ୍ତେ ବିଷଣ୍ଣେ ଭୁବନମ୍‌ ବିଷଣ୍ଣମ୍‌। ଅର୍ଥାତ୍‌ ଯଦି ଆମ ହୃଦୟ ପ୍ରସନ୍ନ ବା ଖୁସି ଅଛି, ତେବେ...

ମହାମାରୀରେ ସକାରାତ୍ମକ ମନୋଭାବ

ବାଦଲ ଭୂୟଁା କରୋନା କାଳରେ ଅନେକ ପ୍ରକାର ଦୁଶ୍ଚିନ୍ତା ମନକୁ ଭାରାକ୍ରାନ୍ତ କରୁଛି। କି ଯୁବକ, କି ବୟସ୍କ ଅନେକେ ଏକ ଅଜଣା ଭୟରେ ଆତଙ୍କିତ...

ଶିକ୍ଷକତାକୁ ଦୂରୁ ଜୁହାର

ଅକ୍ଷୟ କୁମାର ମିଶ୍ର ଏପ୍ରିଲ ଚାରି ତାରିଖରେ ଉଚ୍ଚ ନ୍ୟାୟାଳୟ ଆମ ରାଜ୍ୟ ସରକାରଙ୍କର ବିଦ୍ୟାଳୟ ମିଶ୍ରଣ ପ୍ରକ୍ରିୟାକୁ ରଦ୍ଦ କରିଛନ୍ତି। ଏହାର ବହୁ ପୂର୍ବରୁ...

ଏଇ ଭାରତରେ

”ଆମ ପୃଥିବୀ ଅତି ସୁନ୍ଦର, ଆକର୍ଷଣୀୟ। ଆମେ ତାଙ୍କୁ ଭଲ ପାଇବା, ତା’ପାଇଁ ପ୍ରତିଦିନ କିଛି ସମୟ ଦେବା ଓ ତା’ର ଯତ୍ନ ନେବା ଦରକାର।...

ପେଟେଣ୍ଟମୁକ୍ତ ଟିକା

ଡ. ନରେନ୍ଦ୍ର ସେଠୀ ଟିକାକରଣ ଏକମାତ୍ର ଉପାୟ ଯାହା କରୋନା ମହାମାରୀ ସଙ୍କଟରୁ ଉଦ୍ଧାର କରିପାରିବ। ଯଦି ଦ୍ରୁତ ଗତିରେ ଟିକାକରଣ ନ ହୁଏ, ତା’ହଲେ...

ମୀମାଂସା ଦର୍ଶନ

ଡା. ଗୋପାଳ ଚନ୍ଦ୍ର ଦାଶ ଷଟ୍‌ ଦର୍ଶନ ମଧ୍ୟରେ ମୀମାଂସା ଦର୍ଶନ ବୃହତ୍ତମ। ଏହାର ସ୍ବତ୍ରସଂଖ୍ୟା ୨୬୪୪। ଅନ୍ୟ ପାଞ୍ଚଗୋଟି ଦର୍ଶନରେ ଯେତିକି ସ୍ବତ୍ର ଅଛି,...

ଏଇ ଭାରତରେ

କୋଭିଡ୍‌ ମହାମାରୀ ପରିଚାଳନାରେ ସରପଞ୍ଚମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଉଛନ୍ତି। କିନ୍ତୁ ମହାରାଷ୍ଟ ସୋଲାପୁର ଜିଲାର ଅଟ୍ରୋଲି ଏବଂ ଘଟନେ ପଞ୍ଚାୟତର ଦୁଇ ଯୁବ ସରପଞ୍ଚଙ୍କ ମହାମାରୀ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଧରିତ୍ରୀ କାର୍ଟୁନ୍‍ – Dharitri Cartoon
Next Post Next post:
କରୋନା କାଳର ଆର୍ଥିକ ପରିଚାଳନା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts