E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inସମ୍ପାଦକୀୟ

ଏଇ ଭାରତରେ
8:19 amJune 12, 2021

କୋଭିଡ୍‌ ମହାମାରୀ ପରିଚାଳନାରେ ସରପଞ୍ଚମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଉଛନ୍ତି। କିନ୍ତୁ ମହାରାଷ୍ଟ ସୋଲାପୁର ଜିଲାର ଅଟ୍ରୋଲି ଏବଂ ଘଟନେ ପଞ୍ଚାୟତର ଦୁଇ ଯୁବ ସରପଞ୍ଚଙ୍କ ମହାମାରୀ ବିରୋଧୀ ଲଢ଼େଇ ଏବେ ଉଦାହରଣ ସୃଷ୍ଟି କରିଛି। ଅଟ୍ରୋଲିର ସରପଞ୍ଚ କୋମଲ କାର୍ପେ ଏବଂ ଘଟନେର ସରପଞ୍ଚ ଋତୁରାଜ ଦେଶମୁଖ, ଉଭୟଙ୍କ ବୟସ ୨୧। ଦୁହେଁ ବିଜ୍ଞାନରେ ସ୍ନାତକ ଡିଗ୍ରୀ ହାସଲ କରିଛନ୍ତି। ସବୁଠୁ ବଡ଼ କଥା ହେଉଛି ପ୍ରଥମ ଲହରରେ ଦୁଇ ପଞ୍ଚାୟତର କ୍ଷତି ହୋଇଥିବାବେଳେ ଦ୍ୱିତୀୟ ଲହରରେ ଏମାନେ ଏହାକୁ ସମ୍ପୂର୍ଣ୍ଣ କରୋନା ମୁକ୍ତ କରିପାରିଛନ୍ତି। ଦୁହେଁ ଚଳିତ ବର୍ଷ ଫେବୃୟାରୀରେ ପଞ୍ଚାୟତ ଦାୟିତ୍ୱ ନେଇଥିତ୍ଲେ। ସରପଞ୍ଚ ଭାବେ ଦାୟିତ୍ୱ ନେବା ପରେ ସେମାନେ ଯେଭଳି କରୋନାର ଦ୍ୱିତୀୟ ଲହରକୁ ମୁକାବିଲା କରିଛନ୍ତି ତାକୁ ନେଇ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି। ଋତୁରାଜ ତାଙ୍କ ପଞ୍ଚାୟତରେ ପୋଲିସ ସହାୟତାରେ କୋଭିଡ୍‌ ନିୟମ ଉଲ୍ଲଂଘନ କଲେ ୨୦୦ଟଙ୍କା ଜରିମାନା ଲାଗୁ କରିଛନ୍ତି। ପଞ୍ଚାୟତରେ ସମସ୍ତଙ୍କର କୋଭିଡ୍‌ ପରୀକ୍ଷା କରିବା ସହ ପ୍ରତିଦିନ ଅକ୍ସିଜେନ ସ୍ତର ମାପ କରିବାର ବ୍ୟବସ୍ଥା କରିଛନ୍ତି। କୋମଲ କାର୍ପେ ମଧ୍ୟ ତାଙ୍କ ପଞ୍ଚାୟତର ପାଖାପାଖିତ୍ ୩ ହଜାର ଲୋକଙ୍କୁ ସୁରକ୍ଷିତ ରଖିପାରିଛନ୍ତି। ପଞ୍ଚାୟତର ସବୁ ଗ୍ରାମ କମିଟିର ସହଯୋଗରେ ଏହା ସମ୍ଭବ ହୋଇପାରିଛି। ତେବେ ଦୁଇ ସରପଞ୍ଚ ଏବେ ତୃତୀୟ ଲହରକୁ ମୁକାବିଲା କରିବା ଲାଗି ସବୁକିଛି ଯୋଗାଡ଼ରେ ଲାଗିପଡ଼ିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inସମ୍ପାଦକୀୟ View All

ଭଲ ଖବର ପାଉନାହୁଁ

ଆକାର ପଟେଲ ଭାରତରେ ଭଲ ଖବର ପାଇବା ସହଜ ନୁହେଁ ଏବଂ ଅନେକ ଦିନରୁ ଏହା ପାଇବା ବି ସହଜ ହୋଇନାହିଁ। ନିକଟରେ ଭାରତର ଅର୍ଥ...

ଏଲୋପାଥି ଉପରେ ଆକ୍ରମଣର ନିହିତାର୍ଥ

ଭାଲଚନ୍ଦ୍ର ଷଡ଼ଙ୍ଗୀ ନିକଟରେ ଆଧୁନିକ ଚିକିତ୍ସା ବିଜ୍ଞାନ ବା ଏଲୋପାଥି ଉପରେ ଯୋଗଗୁରୁ ରାମଦେବଙ୍କ ଦାୟିତ୍ୱହୀନ ମନ୍ତବ୍ୟକୁ ନେଇ ଏକ ବଡ଼ ବିବାଦ ସୃଷ୍ଟି ହୋଇଛି।...

ମିଛ ହେଲାଣି କାଳ

ଭାରତରେ କୋଭିଡ୍‌-୧୯ ଯୋଗୁ ଅଦ୍ୟାବଧି ୩ ଲକ୍ଷ ୮୮ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା ସରକାରୀ ତଥ୍ୟରୁ ଜଣାପଡ଼ିଛି। ହେଲେ ବାସ୍ତବ ତଥ୍ୟ ଖୋଜି...

ଏଇ ଭାରତରେ

ଗୋଟିଏ ପାଖରେ ଚାକିରିର ଗୁରୁଦାୟିତ୍ୱ ଓ ଅନ୍ୟପଟେ ଅସହାୟଙ୍କ ସେବା ମଧ୍ୟରେ ସମନ୍ବୟ ରକ୍ଷା କରି ଆଗକୁ ବଢ଼ୁଛନ୍ତି ହରିୟାଣାର ଆଇପିଏସ୍‌ ଅଧିକାରୀ ଶ୍ରୀକାନ୍ତ ଯାଦବ।...

ପରୀକ୍ଷା ବାତିଲ: ଆହ୍ବାନ ଓ ସମାଧାନ

ଅଧ୍ୟାପକ ଶରତ କୁମାର ଦାସ   ମହାମାରୀ କରୋନା ପରବର୍ତ୍ତୀ ସମୟରେ ‘ଜୀବନ ଆଗ, ପରୀକ୍ଷା ପଛ’ ନ୍ୟାୟରେ କିଛିଦିନ ପୂର୍ବେ କେନ୍ଦ୍ର ସରକାର ସିବିଏସ୍‌ଇ...

ଏଇ ଭାରତରେ

କୃଷକମାନଙ୍କ ପାଇଁ ସବୁ ଋତୁ ଉପଯୋଗୀ ଜୋତା ତିଆରି କରିଛନ୍ତି ଅହମଦାବାଦର ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ୍‌ ଡିଜାଇନର ୩ ଡିଗ୍ରୀଧାରୀ। ନକୁଳ ଲଥକର, ବିଦ୍ୟାଧର ଭଣ୍ଡାରେ,...

ପ୍ରତିବାଦର ସ୍ବର

ଆକାର ପଟେଲ କେନ୍ଦ୍ରରେ ଭାଜପା ସରକାରଙ୍କ ଦ୍ୱିତୀୟ ପାଳିର ତୃତୀୟ ବର୍ଷରେ ଆମେ ପଦାର୍ପଣ କରିଛୁ । ସରକାରକୁ ନେଇ ଆଗକୁ ଆଲୋଚନା ଭିନ୍ନ ମୋଡ଼...

ସାତ ଦଶନ୍ଧି ପରେ ବି ଅପରିପକ୍ୱ

ରବିନାରାୟଣ ସାମଲ ଆସାମ, ପଶ୍ଚିମବଙ୍ଗ, କେରଳ, ତାମିଲନାଡ଼ୁ ଓ ପଣ୍ଡିଚେରୀର ବିଧାନସଭା ନିର୍ବାଚନ ଫଳାଫଳ ଦେଶର ରାଜନୀତିକୁ ବେଶ୍‌ ପ୍ରଭାବିତ କରିଛି। କାରଣ ନିର୍ବାଚନ ମଇଦାନରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଶିକ୍ଷକ ପ୍ରଶିକ୍ଷଣରେ ପରିବର୍ତ୍ତନ ଲୋଡ଼ା
Next Post Next post:
କୋଭିଡ୍‌ ପରିଚାଳନାରେ ପ୍ରମୁଖ ଅସ୍ତ୍ର ସିଏମ୍‌ଏସ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts