E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inସମ୍ପାଦକୀୟ

ଏଇ ଭାରତରେ
7:00 amJune 13, 2021

କୋଭିଡ୍‌-୧୯ ମହାମାରୀର ଦ୍ୱିତୀୟ ଲହରରେ ବେଙ୍ଗାଲୁରୁର ସତ୍ୟ ଶଙ୍କରନ୍‌ଙ୍କ କର୍ତ୍ତବ୍ୟନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା ପାଲଟିଛି। ସେ ସାଇକେଲ ଚଳାଇ ବରିଷ୍ଠ ନାଗରିକ ଏବଂ କୋଭିଡ୍‌-୧୯ ପୀଡ଼ିତଙ୍କ ନିକଟରେ ଖାଦ୍ୟ, ଓଷଧ ଏବଂ ଅନ୍ୟ ଅତ୍ୟାବଶ୍ୟକ ଜିନିଷ ପହଞ୍ଚାଉଛନ୍ତି। ଏହି ଅଭିଯାନକୁ ବ୍ୟାପକ କରିବା ଲାଗି ସେ ଏକ ଟିମ୍‌ ଗଠନ କରିଛନ୍ତି। ଏଥିତ୍ରେ ବିଭିନ୍ନ ସହରରୁ ୬୦୦ ସ୍ବେଚ୍ଛାସେବୀ ଯୋଗ ଦେଇଛନ୍ତି। ଏମାନଙ୍କୁ କୁହାଯାଉଛି ଭଲ୍ୟୁଣ୍ଟିୟର ସାଇକ୍ଲିଷ୍ଟ। ସତ୍ୟ ଏବଂ ତାଙ୍କ ଟିମ୍‌ ସାଇକେଲରେ ଦିନକୁ ୧୦୦ରୁ ଊର୍ଦ୍ଧ୍ୱ କୋଭିଡ୍‌ ରୋଗୀ ଓ ବରିଷ୍ଠ ନାଗରିକଙ୍କୁୁ ଜିନିଷ ଯୋଗାଉଛନ୍ତି। ସତ୍ୟଙ୍କ ଟିମ୍‌ର ଉକ୍ତ ରିଲିଫ୍‌ ରାଇଡର୍‌ମାନେ ବେଙ୍ଗାଲୁରୁ, ଚେନ୍ନାଇ, ହାଇଦ୍ରାବାଦ, ମୁମ୍ବାଇ, ହୁବଲି-ଧରଓ୍ବାଡ, ସିଲଭାସା, ଗୁଆହାଟୀ, ଗୁରୁଗ୍ରାମ, ଜୟପୁର ଏବଂ ବେଲାଗାଭି ଆଦି ୧୦ଟି ସହରରେ ଖାଦ୍ୟ, ଓଷଧ ଏବଂ ଅନ୍ୟ ଅତ୍ୟାବଶ୍ୟକ ଜିନିଷ ଯୋଗାଇ ଦେଉଛନ୍ତି। ସେମାନେ ଓଷଧ ଓ ଜିନିଷ ଡେଲିିଭରି କରିବା ସମୟରେ ସମସ୍ତ ପ୍ରତିଷେଧକ ବ୍ୟବସ୍ଥା ଉପରେ ଧ୍ୟାନ ଦେଉଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inସମ୍ପାଦକୀୟ View All

ମୀମାଂସା ଦର୍ଶନ

ଡା. ଗୋପାଳ ଚନ୍ଦ୍ର ଦାଶ ଷଟ୍‌ ଦର୍ଶନ ମଧ୍ୟରେ ମୀମାଂସା ଦର୍ଶନ ବୃହତ୍ତମ। ଏହାର ସ୍ବତ୍ରସଂଖ୍ୟା ୨୬୪୪। ଅନ୍ୟ ପାଞ୍ଚଗୋଟି ଦର୍ଶନରେ ଯେତିକି ସ୍ବତ୍ର ଅଛି,...

ଅସଲ ଖୁସିର ମୁହୂର୍ତ୍ତ

ପ୍ରକାଶ ତ୍ରିପାଠୀ   ଚିତ୍ତେ ପ୍ରସନ୍ନେ ଭୁବନମ୍‌ ପ୍ରସନ୍ନମ୍‌,ଚିତ୍ତେ ବିଷଣ୍ଣେ ଭୁବନମ୍‌ ବିଷଣ୍ଣମ୍‌। ଅର୍ଥାତ୍‌ ଯଦି ଆମ ହୃଦୟ ପ୍ରସନ୍ନ ବା ଖୁସି ଅଛି, ତେବେ...

ବାକ୍‌ ସ୍ବାଧୀନତା ବନାମ ମିଥ୍ୟା ଖବର

ଅନିଲ କୁମାର ବିଶ୍ୱାଳ କୋଭିଡ୍‌ର ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ, କୋଭିଡ୍‌ ସମ୍ବନ୍ଧିତ ଖବରଗୁଡ଼ିକୁ ଛାଡ଼ିଦେଲେ ଆଉ ଯେଉଁ ଅଳ୍ପ କେତୋଟି ପ୍ରସଙ୍ଗ ଦେଶର ଜନମାନସକୁ ବିଶେଷ...

ଇମ୍ରାନ୍‌ଙ୍କ ମନ୍ତବ୍ୟ

ସ୍ୱଳ୍ପ କପଡ଼ା ପିନ୍ଧୁଥିବା ଯୁବତୀ ଓ ମହିଳାଙ୍କ ଯୋଗୁ ଦେଶରେ ବଳାତ୍କାର ମାମଲା ବୃଦ୍ଧି ପାଉଛି ବୋଲି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ କହିଛନ୍ତି। ନିକଟରେ...

କରୋନା ଓ ଏକ୍‌ମୋ ଯନ୍ତ୍ର

ଡା.ପ୍ରଫୁଲ୍ଲ କୁମାର ଦାସ ସମ୍ପ୍ରତି ରାଜ୍ୟରେ କୋଭିଡ୍‌ ସ୍ଥିତି ଅତି ଉଦ୍‌ବେଗଜନକ ରହିଛି ଓ ପ୍ରତିଦିନ ଫୁସ୍‌ଫୁସ୍‌ଜନିତ ସଂକ୍ରମଣ କାରଣରୁ ଅନେକ ଲୋକଙ୍କର ପ୍ରାଣହାନି ଘଟୁଛି।...

ଏଇ ଭାରତରେ

ପଞ୍ଜାବର ଦୁଇ ମହିଳା ବନ ଅଧିକାରୀ କଳ୍ପନା କେ ଏବଂ ଏମ୍‌ ଗୀତାଞ୍ଜଳିଙ୍କର ପରିବେଶ ତଥା ଜୀବ ସୁରକ୍ଷା ପ୍ରତି ଶତ ପ୍ରତିଶତ ସମର୍ପିତ ଭାବ...

ଅସତ୍ୟକୁ ହାମ୍ବୁଡୁଛି

ସମଗ୍ର ପୃଥିବୀକୁ ଦେଖିଲେ କରୋନା ମହାମାରୀ ବିଭିନ୍ନ ଦିଗରୁ ଅନେକ କିଛି ଉଜାଡ଼ି ଦେଇଛି। ଏହାର ଦ୍ୱିତୀୟ ଲହରରେ ଭାରତ ବହୁମାତ୍ରାରେ କ୍ଷତିଗ୍ରସ୍ତ ହୋଇଛି। ଅସଂଖ୍ୟ...

ବଡ଼ ଝଟକା

ଏୟାର ଇଣ୍ଡିଆର ପୁଞ୍ଜିପ୍ରତ୍ୟାହାର ବା ଘରୋଇକରଣ ପ୍ରକ୍ରିୟା ଅଟକି ରହିଛି। କୋଭିଡ୍‌ ମହାମାରୀ ଏହାକୁ ଆହୁରି ବିଳମ୍ବ ବି କରିଦେଇଛି। ଜଟିଳ ପରିସ୍ଥିତିରେ ଥିବା ଏୟାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଫ୍ରେଞ୍ଚ୍‌ ଓପନ ଟେନିସ୍‌: କ୍ରେଜିକୋଭାଙ୍କୁ ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲ
Next Post Next post:
ଫ୍ରେଞ୍ଚ୍‌ ଓପନ ଟେନିସ୍‌: ଜୋକୋଭିଚ୍‌- ସିତିସ୍‌ପାସ୍‌ ଫାଇନାଲ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts