କୋଭିଡ୍-୧୯ ମହାମାରୀର ଦ୍ୱିତୀୟ ଲହରରେ ବେଙ୍ଗାଲୁରୁର ସତ୍ୟ ଶଙ୍କରନ୍ଙ୍କ କର୍ତ୍ତବ୍ୟନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା ପାଲଟିଛି। ସେ ସାଇକେଲ ଚଳାଇ ବରିଷ୍ଠ ନାଗରିକ ଏବଂ କୋଭିଡ୍-୧୯ ପୀଡ଼ିତଙ୍କ ନିକଟରେ ଖାଦ୍ୟ, ଓଷଧ ଏବଂ ଅନ୍ୟ ଅତ୍ୟାବଶ୍ୟକ ଜିନିଷ ପହଞ୍ଚାଉଛନ୍ତି। ଏହି ଅଭିଯାନକୁ ବ୍ୟାପକ କରିବା ଲାଗି ସେ ଏକ ଟିମ୍ ଗଠନ କରିଛନ୍ତି। ଏଥିତ୍ରେ ବିଭିନ୍ନ ସହରରୁ ୬୦୦ ସ୍ବେଚ୍ଛାସେବୀ ଯୋଗ ଦେଇଛନ୍ତି। ଏମାନଙ୍କୁ କୁହାଯାଉଛି ଭଲ୍ୟୁଣ୍ଟିୟର ସାଇକ୍ଲିଷ୍ଟ। ସତ୍ୟ ଏବଂ ତାଙ୍କ ଟିମ୍ ସାଇକେଲରେ ଦିନକୁ ୧୦୦ରୁ ଊର୍ଦ୍ଧ୍ୱ କୋଭିଡ୍ ରୋଗୀ ଓ ବରିଷ୍ଠ ନାଗରିକଙ୍କୁୁ ଜିନିଷ ଯୋଗାଉଛନ୍ତି। ସତ୍ୟଙ୍କ ଟିମ୍ର ଉକ୍ତ ରିଲିଫ୍ ରାଇଡର୍ମାନେ ବେଙ୍ଗାଲୁରୁ, ଚେନ୍ନାଇ, ହାଇଦ୍ରାବାଦ, ମୁମ୍ବାଇ, ହୁବଲି-ଧରଓ୍ବାଡ, ସିଲଭାସା, ଗୁଆହାଟୀ, ଗୁରୁଗ୍ରାମ, ଜୟପୁର ଏବଂ ବେଲାଗାଭି ଆଦି ୧୦ଟି ସହରରେ ଖାଦ୍ୟ, ଓଷଧ ଏବଂ ଅନ୍ୟ ଅତ୍ୟାବଶ୍ୟକ ଜିନିଷ ଯୋଗାଇ ଦେଉଛନ୍ତି। ସେମାନେ ଓଷଧ ଓ ଜିନିଷ ଡେଲିିଭରି କରିବା ସମୟରେ ସମସ୍ତ ପ୍ରତିଷେଧକ ବ୍ୟବସ୍ଥା ଉପରେ ଧ୍ୟାନ ଦେଉଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.