E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inସମ୍ପାଦକୀୟ

ଏଇ ଭାରତରେ
10:13 amJune 23, 2021

ମହାମାରୀ କରୋନାର ଦ୍ୱିତୀୟ ଲହରରେ ପ୍ରିୟଜନଙ୍କୁ ହରାଇଛନ୍ତି ଅନେକେ। ସେମାନଙ୍କ ମଧ୍ୟରୁ କେତେକ ଦୁଃଖ ସମୟରୁ ନିଜକୁ ବାହାରକୁ ଆଣି କିଛି ଭିନ୍ନ କାର୍ଯ୍ୟ କରି ଉଦାହରଣ ପାଲଟିଛନ୍ତି। ସେଭଳି ଜଣେ ହେଲେ ଚେନ୍ନାଇର ଆର୍‌ ସିଥା ଦେବୀ। ଡାଏଲିସିସ୍‌ ରୋଗୀ ଥିବା ସିଥାଙ୍କ ମା’ କରୋନାରେ ଆକ୍ରାନ୍ତ ହୋଇଥିଲେ। ଅବସ୍ଥା ଗୁରୁତର ହେବାରୁ ସିଥା ତାଙ୍କୁ ରାଜୀବ ଗାନ୍ଧୀ ସରକାରୀ ଜେନେରାଲ୍‌ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଡାକ୍ତରଖାନାରେ ଖାଲି ଶଯ୍ୟା ନ ଥିବାରୁ ସେମାନଙ୍କୁ ଘଣ୍ଟା ଘଣ୍ଟା ଧରି ବାହାରେ ଅପେକ୍ଷା କରିବାକୁ ପଡ଼ିଲା। ଦୀର୍ଘ ୪ ଘଣ୍ଟା ପରେ ଶଯ୍ୟା ମିଳିଥିଲେ ହେଁ ତାଙ୍କୁ ବଞ୍ଚାଯାଇ ପାରି ନ ଥିଲା। ଶେଷରେ ନିଜ ମା’ଙ୍କୁ ହରାଇଥିଲେ ସେ। ଠିକ୍‌ ସମୟରେ ଅମ୍ଳଜାନ ଯୋଗାଣ ହୋଇପାରିଥିଲେ ତାଙ୍କୁ ବଞ୍ଚାଯାଇପାରିଥାନ୍ତା ବୋଲି ସିଥା ଅନୁଭବ କରିଥିଲେ। ତାଙ୍କ ମା’ଙ୍କ ପରିି ଆଉ କେହି ସେଭଳି ସମସ୍ୟାରେ ନ ପଡ଼ନ୍ତୁ ଆଶା ରଖି ମା’ଙ୍କ ସ୍ମୃତିରେ ଅମ୍ଳଜାନ ଯୋଗାଇବାକୁ ସେ ନିଷ୍ପତ୍ତି ନେଇଥିଲେ।
ମେ’ ୬ ରେ ସିଥା ନିଜ ସ୍ବେଚ୍ଛାସେବୀ ସଂସ୍ଥାର ଖାଦ୍ୟ ଯୋଗାଣରେ ବ୍ୟବହୃତ ଏକ ଅଟୋରିକ୍ସାକୁ ଠିକ୍‌ କରିଥିଲେ। ସେଥିରେ ସେ ଏକ ଅମ୍ଳଜାନ ସିଲିଣ୍ଡର ରଖିଥିଲେ। ସେବେଠାରୁ ପ୍ରତିଦିନ ସକାଳ ୭ଟା ବେଳକୁ ତାଙ୍କ ଗାଡ଼ି ରାଜୀବ ଗାନ୍ଧୀ ହସ୍ପିଟାଲ ବାହାରେ ଛିଡ଼ା ହୋଇଥାଏ। ସେ ଦୀର୍ଘ ୧୨ ଘଣ୍ଟା ଧରି ଆବଶ୍ୟକ କରୁଥିବା ରୋଗୀଙ୍କୁ ଅମ୍ଳଜାନ ଯୋଗାଇଥାନ୍ତି। ସହାୟତା ଦେବା ଲାଗି ୨୪ ଘଣ୍ଟା ଧରି ତାଙ୍କ ଫୋନ୍‌ ଅନ୍‌ ରହିଥାଏ। ଜରୁରୀକାଳୀନ ପରିସ୍ଥିତିରେ କେହି ଅମ୍ଳଜାନ ନେଇ ଫୋନ୍‌ କଲେ ତାଙ୍କ ସ୍ବେଚ୍ଛାସେବୀ ଟିମ୍‌ ସେଠାରେ ପହଞ୍ଚି ଗାଡ଼ିରେ ସେମାନଙ୍କୁ ଅମ୍ଳଜାନ ଯୋଗାଇ ଦେଇଥାନ୍ତି। ଇତି ମଧ୍ୟରେ ସେ ୫୦୦ରୁ ଅଧିକ ଲୋକଙ୍କୁ ମାଗଣାରେ ଏହି ସୁବିଧା ଯୋଗାଇବାରେ ସକ୍ଷମ ହୋଇଛନ୍ତି। ଏବେ ସେ ଆଉ ଦୁଇଟି ଅଟୋରିକ୍ସାକୁ ଅମ୍ଳଜାନ ଯୋଗାଣକାରୀ ଯାନରେ ପରିଣତ କରିଛନ୍ତି। ଏହାଛଡ଼ା ସେ ଗରିବ ଲୋକଙ୍କୁ ଖାଦ୍ୟ ବଣ୍ଟନ, ସାନିଟାରୀ ନାପକିନ୍‌ ଡିସ୍‌ପେନସର ସ୍ଥାପନ ଏବଂ କୋଭିଡ ୧୯ରେ ସଂକ୍ରମିତ ଅଜ୍ଞାତ ଶବ ସତ୍କାର ଭଳି କାର୍ଯ୍ୟ କରୁଥିବା ସିଥା କୁହନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inସମ୍ପାଦକୀୟ View All

ତଥ୍ୟରେ ନିିବେଶ ଲୋଡ଼ା

ରାଜ୍‌ ଶାହା, ମାର୍କ ଲୋକୋକ୍‌ ମାର୍ଚ୍ଚ ୨୦୨୦ରେ କୋଭିଡ୍‌-୧୯ ମହାମାରୀ କାୟା ବିସ୍ତାର କରିବା ସମୟରେ ଆଫଗାନିସ୍ତାନରେ କେବଳ ୩୦୦ ଭେଣ୍ଟିଲେଟର ଏବଂ ଦୁଇଟି ଇଣ୍ଟେନ୍‌ସିଭ...

ପରୀକ୍ଷା ବାତିଲ: ଆହ୍ବାନ ଓ ସମାଧାନ

ଅଧ୍ୟାପକ ଶରତ କୁମାର ଦାସ   ମହାମାରୀ କରୋନା ପରବର୍ତ୍ତୀ ସମୟରେ ‘ଜୀବନ ଆଗ, ପରୀକ୍ଷା ପଛ’ ନ୍ୟାୟରେ କିଛିଦିନ ପୂର୍ବେ କେନ୍ଦ୍ର ସରକାର ସିବିଏସ୍‌ଇ...

ଏଇ ଭାରତରେ

କଳା ଓ ସଂସ୍କୃତି ସୁରକ୍ଷା ପାଇଁ ଜଣେ ଫଟୋଗ୍ରାଫରଙ୍କ ପ୍ରୟାସ ବାସ୍ତବରେ ପ୍ରଶଂସନୀୟ। ମୁମ୍ବାଇର ଏହି ଫଟୋଗ୍ରାଫର ହେଉଛନ୍ତି ୫୩ ବର୍ଷୀୟ ହେମନ୍ତ ଚତୁର୍ବେଦୀ। ସେ...

ଯୁବବର୍ଗ ନା ବରିଷ୍ଠ

ଗତ ସପ୍ତାହରେ ବିଶ୍ୱର ଦୁଇ ଲୋକସଂଖ୍ୟା ବହୁଳ ରାଷ୍ଟ୍ର ଚାଇନା ଓ ଭାରତରେ ପୃଥକ୍‌ ଘଟଣା ଦେଖିବାକୁ ମିଳିଛି। ଯୁବସଂଖ୍ୟା କମିଯାଉଥିବାରୁ ପରିବାର ପିଛା ୩...

ଏଇ ଭାରତରେ

ବର୍ଜ୍ୟ ଉପଯୋଗ କରି ପରିବେଶ ଉପଯୋଗୀ ସିମେଣ୍ଟ ପ୍ରସ୍ତୁତ କରିଛନ୍ତି ଦିଲ୍ଲୀର ଜାମିଆ ମିଲିଆ ଇସ୍‌ଲାମିଆ ଏବଂ ଆଲିଗଡ଼ ମୁସଲିମ ୟୁନିଭର୍ସିଟି (ଉତ୍ତରପ୍ରଦେଶ)ର ପ୍ରାଧ୍ୟାପକମାନେ। ସେମାନଙ୍କ...

ମୀମାଂସା ଦର୍ଶନ

ଡା. ଗୋପାଳ ଚନ୍ଦ୍ର ଦାଶ ଷଟ୍‌ ଦର୍ଶନ ମଧ୍ୟରେ ମୀମାଂସା ଦର୍ଶନ ବୃହତ୍ତମ। ଏହାର ସ୍ବତ୍ରସଂଖ୍ୟା ୨୬୪୪। ଅନ୍ୟ ପାଞ୍ଚଗୋଟି ଦର୍ଶନରେ ଯେତିକି ସ୍ବତ୍ର ଅଛି,...

ଏଇ ଭାରତରେ

ନଡ଼ିଆ ଖାଇ ଶଢ଼େଇ ବାହାରେ ଫିଙ୍ଗି ଦେବାରେ ସଭଏଁ ଅଭ୍ୟସ୍ତ, କିନ୍ତୁ କେରଳର ମାରିଆ କୁରିକୋସ୍‌ ତାହାକୁ ସଂଗ୍ରହ କରି ସେଥିରୁ ପ୍ରସ୍ତୁତ କରୁଛନ୍ତି ଆକର୍ଷଣୀୟ...

ଏଇ ଭାରତରେ

ପ୍ରାକୃତିକ ବିପର୍ଯ୍ୟୟ ସମୟରେ ମଣିଷ ଜୀବନ ବଞ୍ଚାଇବା ଲାଗି ଯେତିକି ଗୁରୁତ୍ୱ ଦିଆଯାଏ ବାହାରେ ରହୁଥିତ୍ବା ପ୍ରାଣୀଙ୍କ ସୁରକ୍ଷା ଉପରେ ସେତିକି ଧ୍ୟାନ ଦିଆଯାଇ ନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କରୋନା ମୃତ୍ୟୁ
Next Post Next post:
ପ୍ରବାସୀ ଖୋଜୁଛି ସବୁଠୁ ଖୁସି ଦେଶ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts