E-Paper
  • logo
  • Saturday 13th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inସମ୍ପାଦକୀୟ

ଏଇ ଭାରତରେ
8:35 amJune 25, 2021

ଫେକ୍‌ ନ୍ୟୁଜ୍‌ର ପ୍ରଭାବ ଏବେ ଟିକାକରଣ ଉପରେ ପଡୁଛି। ଅନେକେ ଟିକା ନେବା ଲାଗି ଅମଙ୍ଗ ହେଉଛନ୍ତି। ତେବେ ଫେକ୍‌ ନ୍ୟୁଜ୍‌ର ପ୍ରଭାବକୁ ପ୍ରତିହତ କରିବା ପାଇଁ ମହାରାଷ୍ଟ୍ରର ଜଣେ ସ୍କୁଲ ଶିକ୍ଷକ ରତନ ଚତୁର୍ବେଦୀ ଅଣ୍ଟା ଭିଡ଼ିଛନ୍ତି। ସୁର୍‌ଗଣା ବ୍ଲକ୍‌ରେ ରତନ ଜିଲା ପରିଷଦ ଶିକ୍ଷକ ଭାବେ କାର୍ଯ୍ୟ କରୁଛନ୍ତି। ତାଙ୍କ ବୟସ ୪୮ ବର୍ଷ। ସେ ଲୋକମାନଙ୍କୁ ଏକୁଟିିଆ ଟିକାକରଣର ସତ୍ୟାସତ୍ୟ ବୁଝାଉଛନ୍ତି। ଟିକାର ଉପକାରିତା ତଥା କୋଭିଡ୍‌ ମହାମାରୀର ଭୟାଭୟତା ଉପରେ ସଚେତନ କରୁଛନ୍ତି। ଏବେ ସୁଦ୍ଧା ସେ ୧୦,୦୦୦ ଲୋକଙ୍କୁ ଟିକାକରଣରେ ସାମିଲ କରିବାକୁ ସକ୍ଷମ ହୋଇ ପାରିଛନ୍ତି। ରତନ ସୁର୍‌ଗୁଣା ବ୍ଲକର ୧୦ଟି ଗାଁରେ ଏଭଳି ଅଭିଯାନ ଚଳାଇଛନ୍ତି। ଏପରିକି ଦୁର୍ଗମ ଅଞ୍ଚଳରେ ଥିତ୍ତ୍ବା ପଡ଼ା ଗଁାଗୁଡ଼ିକୁ ଚାଲି ଚାଲି ଯାଇ ଲୋକମାନଙ୍କୁ ସଚେତନ କରୁଛନ୍ତି। ତାଙ୍କ ବ୍ଲକର ୧.୭୮ ଲକ୍ଷ ଲୋକଙ୍କୁ ଟିକାକରଣ କରିବା ତାଙ୍କ ଲକ୍ଷ୍ୟ ବୋଲି କହନ୍ତି ରତନ। ରତନ ସକାଳୁ ଉଠି ଏହି କାର୍ଯ୍ୟରେ ବାହାରି ଯାଆନ୍ତି। ଲୋକଙ୍କୁ ବୁଝାଇବା ପରେ ସ୍ବାସ୍ଥ୍ୟକର୍ମୀଙ୍କ ସହ ଯୋଗାଯୋଗ କରି ଲୋକମାନଙ୍କୁ ଟିକାକରଣ କେନ୍ଦ୍ରରେ ପହଞ୍ଚାଉଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inସମ୍ପାଦକୀୟ View All

କରୋନା ଓ ଏକ୍‌ମୋ ଯନ୍ତ୍ର

ଡା.ପ୍ରଫୁଲ୍ଲ କୁମାର ଦାସ ସମ୍ପ୍ରତି ରାଜ୍ୟରେ କୋଭିଡ୍‌ ସ୍ଥିତି ଅତି ଉଦ୍‌ବେଗଜନକ ରହିଛି ଓ ପ୍ରତିଦିନ ଫୁସ୍‌ଫୁସ୍‌ଜନିତ ସଂକ୍ରମଣ କାରଣରୁ ଅନେକ ଲୋକଙ୍କର ପ୍ରାଣହାନି ଘଟୁଛି।...

ଲାକ୍ଷାଦ୍ୱୀପ

କେନ୍ଦ୍ରଶାସିତ ଅଞ୍ଚଳ ଲାକ୍ଷାଦ୍ୱୀପ ଏବେ ଅଶାନ୍ତ ହୋଇପଡ଼ିଛି। ସେଠାକାର ଜନସାଧାରଣଙ୍କ ଅଧିକାର ଓ ସ୍ୱଚ୍ଛନ୍ଦ ଜୀବନଯାପନରେ ପ୍ରଶାସକ ପ୍ରଫୁଲ ଖୋଡ଼ା ପଟେଲ ପ୍ରତିବନ୍ଧକ ସାଜିଛନ୍ତି। ଏହି...

ଏଇ ଭାରତରେ

ନିଜ ଜୀବନରେ ଯାହା ଘଟିିଥିଲା ତାହା ଅନ୍ୟମାନଙ୍କ ଜୀବନରେ ନ ଆସୁ- ଏମିତି ଭାବନା ନେଇ ଶିଶୁ ଶ୍ରମିକମାନଙ୍କୁ ଉଦ୍ଧାର କରିବାରେ ଲାଗିଛନ୍ତି ମହାରାଷ୍ଟ୍ରର ଅନୁରାଧା...

ପୁଣି ମୁହାଁମୁହିଁ ଆମେରିକା-ଚାଇନା

ଲଳିତେନ୍ଦୁ ପଲାଉରୀ ଭିଡ୍‌-୧୯ ମହାମାରୀର ପ୍ରକୋପ ଯେମିତି ସମ୍ପୂର୍ଣ୍ଣ ମାନବ ସଭ୍ୟତାକୁ ଧ୍ବଂସର ଜ୍ବାଳାମୁଖୀ ଭିତରକୁ ଟାଣି ନେଇ ଚାଲିଛି। ଆଉ ଏସବୁ ଆଲୋଚନା କଲାବେଳେ...

ଜରୁରୀ ସ୍ଥିତି ପାଇଁ ଏକଚ୍ଛତ୍ରବାଦ ଦାୟୀ

ଅମିତ ଶାହା ୪୬ ବର୍ଷ ପୂର୍ବେ ଭାରତର ଇତିହାସରେ ଏକ କଳା ଅଧ୍ୟାୟ ଲେଖା ହୋଇଥିଲା। ସେହି ସମୟରେ ଇନ୍ଦିରା ଗାନ୍ଧୀଙ୍କ ନେତୃତ୍ୱାଧୀନ କଂଗ୍ରେସ ସରକାର...

ରାନ୍‌ସମ୍‌ୱେର ଯୁଗ

ଗୁଗଲ୍‌, ଆମାଜନ ଓ ଫେସ୍‌ବୁକ୍‌ ଭଳି ବହୁରାଷ୍ଟ୍ରୀୟ କମ୍ପାନୀ (ଏମ୍‌ଏନ୍‌ସି) ସମଗ୍ର ବିଶ୍ୱରେ ବେପାର କରୁଛନ୍ତି। କିନ୍ତୁ ହାତଗଣତି ଦେଶରେ ଟିକସ ଦେଉଛନ୍ତି। ହେଲେ ଆଗକୁ...

ପ୍ରତିବାଦର ସ୍ବର

ଆକାର ପଟେଲ କେନ୍ଦ୍ରରେ ଭାଜପା ସରକାରଙ୍କ ଦ୍ୱିତୀୟ ପାଳିର ତୃତୀୟ ବର୍ଷରେ ଆମେ ପଦାର୍ପଣ କରିଛୁ । ସରକାରକୁ ନେଇ ଆଗକୁ ଆଲୋଚନା ଭିନ୍ନ ମୋଡ଼...

ତଥ୍ୟରେ ନିିବେଶ ଲୋଡ଼ା

ରାଜ୍‌ ଶାହା, ମାର୍କ ଲୋକୋକ୍‌ ମାର୍ଚ୍ଚ ୨୦୨୦ରେ କୋଭିଡ୍‌-୧୯ ମହାମାରୀ କାୟା ବିସ୍ତାର କରିବା ସମୟରେ ଆଫଗାନିସ୍ତାନରେ କେବଳ ୩୦୦ ଭେଣ୍ଟିଲେଟର ଏବଂ ଦୁଇଟି ଇଣ୍ଟେନ୍‌ସିଭ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଜୀବନର ସାତରଙ୍ଗ
Next Post Next post:
ଆଜି ମାଟ୍ରିକ ପରୀକ୍ଷାଫଳ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts