E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ୟୁପିରେ ଲଗାଣ ବର୍ଷା ସାମ୍ନାକୁ ଆଣିଲା ଆଉ ଏକ କବରସ୍ଥାନ
10:59 pmJune 24, 2021

ଲକ୍ଷ୍ନୌ, ୨୪।୬: ମୌସୁମୀ ବର୍ଷା ଯୋଗୁ ବୃଦ୍ଧିପାଇଛି ଗଙ୍ଗାନଦୀର ଜଳସ୍ତର।
ଏଥି ଯୋଗୁ ସାମ୍ନାକୁ ଆସିଛି ଉତ୍ତରପ୍ରଦେଶର ପ୍ରୟାଗରାଜରେ ଲୁକାୟତ ଥିବା ଆଉ ଏକ କବରସ୍ଥାନ। ରାଜ୍ୟର କୋଭିଡ୍‌ ମୃତ୍ୟୁସଂଖ୍ୟା ଲୁଚାଇବା ପାଇଁ ଗଙ୍ଗାନଦୀ କୂଳରେ ପୋତା ଯାଇଥିଲା ଅନେକ ମୃତଦେହ। ଲଗାଣ ବର୍ଷା କାରଣରୁ ମୃତଦେହକୁ ଘୋଡ଼ାଇ ରଖିଥିବା ବାଲି ଧୋଇ ଯାଇଛି। ଫଳରେ ପୁଣି ଥରେ ସାମ୍ନାକୁ ଆସିଛି କୋଭିଡ୍‌ ଆକ୍ରାନ୍ତଙ୍କ ମୃତଦେହ ଗଙ୍ଗା ନଦୀରେ ଭାସୁଥିବାର ଦୃଶ୍ୟ। ଏଥି ସହ ପଦାରେ ପଡ଼ିଛି କର୍ତ୍ତୃପକ୍ଷଙ୍କ କାରନାମା।

ଧରାପଡ଼ିବା ଭୟରେ ଭାସୁଥିବା ମୃତଦେହକୁ ପାଣିରୁ ବାହାର କରି ଶବ ସତ୍କାର ବ୍ୟବସ୍ଥା କରୁଛନ୍ତି ଜିଲା ଅଧିକାରୀ। ଏହାର ପ୍ରମାଣ ସଂଗ୍ରହ କରୁଛନ୍ତି ସହରର ଖବରଦାତା। ଗତ ୨୪ ଘଣ୍ଟା ମଧ୍ୟରେ ୪୦ ମୃତଦେହ ସତ୍କାର କରାଯାଇଥିବା ସୂଚନା ମିଳିଛି। ଅନ୍ୟ ମୃତଦେହକୁ ମଧ୍ୟ ରୀତିନୀତିରେ ସତ୍କାର କରାଯିବ ବୋଲି କୁହାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଆଉ ସପ୍ତାହେ ବଢ଼ିଲା ଲକ୍‌ଡାଉନ

ଚେନ୍ନାଇ,୫।୬: ତାମଲିନାଡୁରେ ଆଉ ସପ୍ତାହେ ବଢ଼ିଲା ଲକ୍‌ଡାଉନ। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନ ରାଜ୍ୟରେ କଟକଣା କୋହଳ କରିବା ସହ ଆଉ ସପ୍ତାହେ ଲକ୍‌ଡାଉନ ଅବଧିକୁ...

ଏମ୍ସରେ ୬-୧୨ବର୍ଷ ପିଲାଙ୍କ ଉପରେ ହେବ କୋଭାକ୍ସିନ ଟ୍ରାଏଲ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍‌ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ହେବାରେ ଲାଗିଛି। ବିଭିନ୍ନ ରାଜ୍ୟରେ କରୋନାର...

ବଲିଉଡ୍‌ ଅଭିନେତାଙ୍କ ଘରୁ ଚୋରି

ମୁମ୍ବାଇ, ୧।୬: ବଲିଉଡ୍‌ ଷ୍ଟାର ସଲମାନ ଖାନଙ୍କ ସହ ବିବାଦ ପାଇଁ ଏବେ ଚର୍ଚ୍ଚାରେ ଥିବା କେଆର୍‌କେ ଭାବେ ଜଣାଶୁଣା କମଲ ରଶିଦ ଖାନଙ୍କ ଘରୁ...

ଅକ୍ଟୋବରରେ ତୃତୀୟ ଲହର

ବେଙ୍ଗାଲୁରୁ, ୧୯।୬: ଭାରତରେ କରୋନା ଭୂତାଣୁ ସଂକ୍ରମଣର ତୃତୀୟ ଲହର ଅକ୍ଟୋବର ସୁଦ୍ଧା ଆସିପାରେ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଯଦିଓ ବର୍ତ୍ତମାନର ସଂକ୍ରମଣଠାରୁ ତୃତୀୟ...

ତୃତୀୟ ଲହର ବିପଦ: ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ତାଣ୍ଡବ ରଚିବା ଆଶଙ୍କା …

ନୂଆଦିଲ୍ଲୀ,୧୭।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍‌ର ନୂଆ ରୂପ ଡେଲ୍ଟା...

କଶ୍ମୀରକୁ ଫେରିବ ରାଜ୍ୟ ମାନ୍ୟତା

ନୂଆଦିଲ୍ଲୀ,୨୫।୬(ପି.ଟି.): ଜମ୍ମୁ-କଶ୍ମୀରକୁ ଉପଯୁକ୍ତ ସମୟରେ ରାଜ୍ୟ ମାନ୍ୟତା ଫେରାଇ ଦିଆଯିବ। ବର୍ତ୍ତମାନ ସୀମା ପୁନଃ ନିର୍ଦ୍ଧାରଣ ପାଇଁ ଚାଲିଥିବା କସରତ ଉପତ୍ୟକାରେ ନିର୍ବାଚନ ପ୍ରକ୍ରିୟା ପାଇଁ...

ଟପ୍‌ ୨୦୦ ମଧ୍ୟରେ ଭାରତର ୩ ବିଶ୍ୱବିଦ୍ୟାଳୟ

ନୂଆଦିଲ୍ଲୀ, ୯।୬: ବିଶ୍ୱର ୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩ଟି ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି। ବୁଧବାର ପ୍ରକାଶିତ କ୍ୟୁଏସ୍‌ ଓ୍ବାଲର୍‌ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌ରେ ଇଣ୍ଡିଆନ...

ଗପୁଗପୁ ଅନ୍ୟମନସ୍କରେ ୫ ମିନିଟ୍‌ରେ ଯୁବକଙ୍କୁ ୨ ଡୋଜ୍‌ ଟିକା ଦେଲେ ନର୍ସିଂ ଷ୍ଟାଫ୍‌…

ଲଳିତପୁର,୧୦।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଡୋଜ୍‌...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପୁଣି ରାଜ୍ୟ ହେବ ଜମ୍ମୁ-କଶ୍ମୀର
Next Post Next post:
ମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ଗଲାଣି କଥା, ତଥାପି ସେଲୁନ ଖୋଲିବାକୁ ମିଳୁନି ଅନୁମତି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts