ଲକ୍ଷ୍ନୌ, ୨୪।୬: ମୌସୁମୀ ବର୍ଷା ଯୋଗୁ ବୃଦ୍ଧିପାଇଛି ଗଙ୍ଗାନଦୀର ଜଳସ୍ତର।
ଏଥି ଯୋଗୁ ସାମ୍ନାକୁ ଆସିଛି ଉତ୍ତରପ୍ରଦେଶର ପ୍ରୟାଗରାଜରେ ଲୁକାୟତ ଥିବା ଆଉ ଏକ କବରସ୍ଥାନ। ରାଜ୍ୟର କୋଭିଡ୍ ମୃତ୍ୟୁସଂଖ୍ୟା ଲୁଚାଇବା ପାଇଁ ଗଙ୍ଗାନଦୀ କୂଳରେ ପୋତା ଯାଇଥିଲା ଅନେକ ମୃତଦେହ। ଲଗାଣ ବର୍ଷା କାରଣରୁ ମୃତଦେହକୁ ଘୋଡ଼ାଇ ରଖିଥିବା ବାଲି ଧୋଇ ଯାଇଛି। ଫଳରେ ପୁଣି ଥରେ ସାମ୍ନାକୁ ଆସିଛି କୋଭିଡ୍ ଆକ୍ରାନ୍ତଙ୍କ ମୃତଦେହ ଗଙ୍ଗା ନଦୀରେ ଭାସୁଥିବାର ଦୃଶ୍ୟ। ଏଥି ସହ ପଦାରେ ପଡ଼ିଛି କର୍ତ୍ତୃପକ୍ଷଙ୍କ କାରନାମା।
ଧରାପଡ଼ିବା ଭୟରେ ଭାସୁଥିବା ମୃତଦେହକୁ ପାଣିରୁ ବାହାର କରି ଶବ ସତ୍କାର ବ୍ୟବସ୍ଥା କରୁଛନ୍ତି ଜିଲା ଅଧିକାରୀ। ଏହାର ପ୍ରମାଣ ସଂଗ୍ରହ କରୁଛନ୍ତି ସହରର ଖବରଦାତା। ଗତ ୨୪ ଘଣ୍ଟା ମଧ୍ୟରେ ୪୦ ମୃତଦେହ ସତ୍କାର କରାଯାଇଥିବା ସୂଚନା ମିଳିଛି। ଅନ୍ୟ ମୃତଦେହକୁ ମଧ୍ୟ ରୀତିନୀତିରେ ସତ୍କାର କରାଯିବ ବୋଲି କୁହାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.