E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ, ଫୁରସତ

ବିବାହରେ ବରଣମାଳା ବଦଳରେ ବର-କନ୍ୟା ପରସ୍ପରକୁ ପିନ୍ଧାଇଲେ ମାସ୍କ: ଲୋକେ କହିଲେ…
11:34 amJune 16, 2021

ନୂଆଦିଲ୍ଲୀ,୧୬।୬: ପ୍ରାୟ ସମୟରେ ସୋସିଆଲ ମିଡିଆରେ ବିବାହକୁ ନେଇ କେତେକ ମଜାଳିଆ ଭିଡିଓମାନ ଭାଇରାଲ ହୋଇଥାଏ। ଆଉ ଏସବୁ ଭିଡିଓକୁ ଲୋକମାନେ ମଧ୍ୟ ବେଶ୍‌ ପସନ୍ଦ କରିଥାନ୍ତି। ବର୍ତ୍ତମାନ ଦେଶରେ କରୋନା ସଙ୍କଟ ଜାରି ରହିଛି। ଏହାର ଅଧିକ ପଭାବ ବିବାହ ଉପରେ ମଧ୍ୟ ପଡ଼ିଥିବା ଦେଖିବାକୁ ମିଳିଛି। କାରଣ କରୋନା ଯୋଗୁ ଏବେ ସମସ୍ତ ବିବାହ ନିରାଡ଼ମ୍ବରରେ ହେଉଛି। ନା ଅଛି ବ୍ୟାଣ୍ଡବାଜା ନା ଅଛି ରୋଷଣୀ। ଏତଦ୍‌ ବ୍ୟତୀତ ବିବାହରେ ଆଉ ଲୋକଙ୍କ ଭିଡ଼ ମଧ୍ୟ ଜମୁନାହିଁ। କେହି ଯଦି ଲୁଚିଛପି ଆଡ଼ମ୍ବରରେ ବିବାହ କରୁଛନ୍ତି ତେବେ ସେମାନଙ୍କୁ ନିୟମ ଉଲ୍ଲଂଘନ ଅଭିଯୋଗରେ ଫାଇନ ଦେବାକୁ ପଡ଼ଛି। ଇତିମଧ୍ୟରେ ସୋସିଆଲ ମିଡିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଯାହାକୁ ଦେଖିବା ପରେ ଲୋକଙ୍କୁ ଏକ ଶିକ୍ଷା ମିଳିବା ସହ ନବଦମ୍ପତି ସମସ୍ତଙ୍କ ପାଇଁ ପ୍ରେରଣା ସାଜିଛନ୍ତି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଭିଡିଓକୁ ଆଇପିଏସ୍‌ ଅଧିକାରୀ ରୁପିନ ଶର୍ମା ଶେୟାର କରିଛନ୍ତି। ଭିଡିଓକୁ ଶେୟାର କରିବା ସହ ସେ ଏକ ମଜାଳିଆ କ୍ୟାପସନ୍‌ ଲେଖିଛନ୍ତି, ‘ବରଣମାଳା ବଦଳରେ ମାସ୍କ ମାଳା’। ରୁପିନ ଶର୍ମା ଶେୟାର କରିଥିବା ଭିଡିଓରେ ଦେଖିବାକୁ ମିଳିଛି ଯେ, ଜଣେ ବର ଓ କନ୍ୟା ମଞ୍ଚ ଉପରେ ଠିଆ ହୋଇଛନ୍ତି। ଦୁହେଁ ପରିସ୍ପରଙ୍କୁ ବରଣମାଳା ପିନ୍ଧାଇବା ବଦଳରେ ମାସ୍କ ପିନ୍ଧାଉଥିବା ନଜର ଆସିଛି। ଏହି ଭିଡିଓଟି ଖୁବ୍‌ ମଜାଳିଆ ଦେଖାଯାଉଥିବା ସହ କେଉଁଠି ନା କେଉଁଠି ଏହା କରୋନା ପ୍ରତି ଏକ ସଚେତନତା ବାର୍ତ୍ତା ମଧ୍ୟ ଦେଉଛି। ଦେଶରେ ଜାରି ରହିଥିବା କରୋନା ସଙ୍କଟ ମଧ୍ୟରେ ନିଜକୁ କିଭଳି ସୁରକ୍ଷିତ ରଖିବା ସେନେଇ ଏହି ବିବାହରେ ସଚେତନତା ଦିଆଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ, ଫୁରସତ View All

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୮।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୪୫ ଜଣଙ୍କ ଜୀବନ...

୧୦୦ କୋଟି ଡୋଜ୍‌ ଟିକା ଦେବ ଜି ୭

କାର୍ବିସ୍‌ ବେ, ୧୪।୬: ବ୍ରିଟେନରେ ଚାଲିଥିବା ଜି ୭ ରାଷ୍ଟ୍ରଗୋଷ୍ଠୀ ସମ୍ମିଳନୀ ରବିବାର ଶେଷ ହୋଇଛି। ଗରିବ ରାଷ୍ଟ୍ରଗୁଡ଼ିକୁ ୧୦୦ କୋଟିରୁ ଊର୍ଦ୍ଧ୍ୱ କୋଭିଡ୍‌ ଟିକା...

ଗଞ୍ଜାମର ଏହି ବ୍ଲକ ସମ୍ପୂର୍ଣ୍ଣ କରୋନା ମୁକ୍ତ

ଛତ୍ରପୁର,୨୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସହ ସକ୍ରିୟଙ୍କ ସଂଖ୍ୟା ବହୁତ କମ୍‌ ଥିବାରୁ ଜିଲା ଗ୍ରୀନ୍‌ ଜୋନରେ ରହିଛି। ଅପରପକ୍ଷରେ ଜିଲାର ୨୨...

ଅବସର ପରେ କମ୍ପାନୀରେ ବାବୁଙ୍କ ନିଯୁକ୍ତି

ନୂଆଦିଲ୍ଲୀ, ୪।୬(ପି.ଟି.):ସରକାରୀ ବାବୁମାନେ ଅବସର ଗ୍ରହଣ କରିବା ପରେ ବାଧ୍ୟତାମୂଳକ କୁଲିଂ ପିରିୟଡ୍‌ (ଯେଉଁ ସମୟ ମଧ୍ୟରେ ସମ୍ପୃକ୍ତ କର୍ମଚାରୀ ନିଷ୍ପତ୍ତି ବଦଳାଇପାରିବେ) ପର୍ଯ୍ୟନ୍ତ ଅପେକ୍ଷା...

ଧୋନୀ ଘୋଡ଼ା ସହିତ ଲଗାଇଲେ ରେସ୍‌ : ସାକ୍ଷୀ କଲେ ଭିଡ଼ିଓ ଶେୟାର…

ରାଞ୍ଚି,୧୩।୬: ଆପିଏଲ୍‌ ସ୍ଥଗିତ ହେବା ପରେ ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିକାୟକ ଏମ୍‌.ଏସ୍‌. ଧୋନୀ ରାଞ୍ଚିସ୍ଥିତ ନିଜ ଫାର୍ମ ହାଉସ୍‌ରେ ଛୁଟି ବିତାଉଛନ୍ତି। ଧୋନୀ ଫାର୍ମରେ...

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧।୬: ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ୍‌(ସିବିଏସ୍‌ଇ) ଦ୍ୱାଦଶ ପରୀକ୍ଷା ବାତିଲ ହୋଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରୀକ୍ଷା ନେଇ ସମୀକ୍ଷା କରିବା...

ଭିନ୍ନ ଏକ ରଜପର୍ବ

ଗ୍ରୀଷ୍ମ ଋତୁ ବିଦାୟ ନେବା ପରେ ପରେ ବର୍ଷାର ଆଗମନ ହୁଏ।ଯେମିତି କି ରଜ ଆସିଲେ ପ୍ରକୃତିର ରୂପ ବଦଳେ । ଏମିତିରେ ଗାଁରୁ ସହର...

ହାତ ଯୋଡି ଏମିତି ଅପିଲ୍‌ କଲେ ରାଜ୍ୟପାଳ

କୋଲକତା,୧୪।୬: ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ ସୋମବାର ନିର୍ବାଚନ ଫଳାଫଳ ପରେ ରାଜ୍ୟରେ ହିଂସା ଘଟଣାକୁ ନେଇ ଏକ ବୈଠକ କରିଥିଲେ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଗର୍ଭବତୀ ଥିବା ଏହି ଅଭିନେତ୍ରୀଙ୍କୁ ବିବାହ ପ୍ରସ୍ତାବ ଦେଇଥିଲେ ଜଣେ ଅଭିନେତା
Next Post Next post:
ମିଛ ଟିକାକରଣ ଅଭିଯାନ: ଟିକା ନେଇଥିବା ୩୯୦ ଲୋକଙ୍କଠାରେ ନାହିଁ କୌଣସି ଲକ୍ଷଣ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts