E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

କୋଭିଶିଲ୍ଡ ଡୋଜ୍‌ ସମୟସୀମା ବୃଦ୍ଧି: ବିଶେଷଜ୍ଞ କମିଟି ପରାମର୍ଶକୁ ଅଣଦେଖା କରିଛନ୍ତି କେନ୍ଦ୍ର ସରକାର…
10:18 amJune 16, 2021

ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଦେଶରେ ଭାରତ ବାୟୋଟେକ୍‌ର କୋଭାକ୍ସିନ୍‌ ଏବଂ ସିରମ୍‌ ଇନଷ୍ଟିଚ୍ୟୁଟର କୋଭିଶିଲ୍ଡ ଟିକାଦାନ କରାଯାଉଛି। କୋଭାକ୍ସିନ୍‌ର ଦୁଇ ଡୋଜ୍‌ ମଧ୍ୟରେ ସମୟସୀମା ବୃଦ୍ଧି କରାଯାଇ ନାହି। ତେବେ କୋଭିଶିଲ୍ଡର ଦୁଇ ଡୋଜ୍‌ ମଧ୍ୟରେ ସମୟସୀମା ୧୨ରୁ ୧୬ ସପ୍ତାହକୁ ବୃଦ୍ଧି କରାଯାଇଛି। କେନ୍ଦ୍ର ସରକାର କରୋନା ଭାଇରସ୍‌ ଭାକ୍ସିନେଶନ୍‌ ଆଡଭାଇଜରୀ ଗ୍ରୁପ୍‌ ଏକ୍ସପର୍ଟଙ୍କ ପରାମର୍ଶକୁ ଅଣଦେଖା କରି କେନ୍ଦ୍ର ସରକାର ନିଜ ଇଛା ଅନୁସାରେ ଏପରି କରିଛନ୍ତି। ଆଡଭାଇଜରୀ ଗ୍ରୁପ୍‌ ପକ୍ଷରୁ ଦୁଇ ଡୋଜ୍‌ ମଧ୍ୟରେ ସମୟସୀମା ୮ରୁ ୧୨ ସପ୍ତାହ ରଖିବାକୁ ପରାମର୍ଶ ଦିଆଯାଇଥିଲା। ମାତ୍ର ସରକାର ଏହାକୁ ଗୁରୁତ୍ୱ ଦେଇ ନ ଥିବା ଗଣମାଧ୍ୟମ ସଂସ୍ଥା ରଏଟର୍ସ ପକ୍ଷରୁ ରିପୋର୍ଟ ପ୍ରକାଶ ପାଇଛି। ମେ ୧୩ରେ କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦୁଇଡୋଜ୍‌ର ସମୟ ସୀମାକୁ ୬-୮ ସପ୍ତାହରୁ ବଢ଼ାଯାଇ ୧୨-୧୬ ସପ୍ତାହ କରାଯାଇଥିଲା। ସେତେବେଳେ ଦେଶରେ ଭାକ୍ସିନ୍‌ର ଅଭାବଥିବା ସହିତ କରୋନା ମହାମାରୀ ସଂକ୍ରମଣ ତୀବ୍ର ବେଗରେ ବ୍ୟାପୁଥିଲା। ଦେଶରେ ଟିକାକରଣ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ନ୍ୟାଶନାଲ ଟେକ୍ନିକାଲ ଆଡ଼ଭାଇଜରୀ ଗ୍ରୁପ୍‌ ଅପ୍‌ ଇମ୍ୟୁନାଇଜେଶନ ଗ୍ରୁପ୍‌ ଗଠନ କରାଯାଇଛି। ସରକାରଙ୍କ ପକ୍ଷରୁ କୁହାଯାଉଛି ଯେ, ବ୍ରିଟେନ୍‌ରୁ ମିଳିଥିବା ଡାଟା ଆଧାରରେ କୋଭିଶିଲ୍ଡ୍‌ର ଦୁଇ ଡୋଜ୍‌ ମଧ୍ୟରେ ସମୟ ସୀମା ବୃଦ୍ଧି ହୋଇଛି। ତେବେ ନ୍ୟାଶନାଲ ଟେକ୍ନିକାଲ ଆଡ଼ଭାଇଜରୀ ଗ୍ରୁପ୍‌ ଅପ୍‌ ଇମ୍ୟୁନାଇଜେଶନ ଗ୍ରୁପ୍‌ର ୧୪ ଜଣିଆ ସଦସ୍ୟଙ୍କ ମଧ୍ୟରେ ୩ ଜଣ ସଦସ୍ୟ ଏହାର ବିରୋଧ କରିଥିଲେ। ଉପଲବ୍ଧ ଡାଟା ପ୍ରର୍ଯ୍ୟାପ୍ତ ନୁହେଁ ବୋଲି ସେମାନେ କହିଥିଲେ। ତେବେ ପରବର୍ତ୍ତୀ ସମୟରେ କେନ୍ଦ୍ର ସରକାର ଏଭଳି ନିଷ୍ପତ୍ତି ଗ୍ରହଣ କରିଥିବା ଅଭିଯୋଗ ହୋଇଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ଭାଜପା ସମର୍ଥକଙ୍କ ଉପରେ ଗଙ୍ଗାଜଳ ଛିଞ୍ଚିଲା ଟିଏମ୍‌ସି

ବୀରଭୂମ୍‌,୧୯।୬: ପଶ୍ଚିମବଙ୍ଗ ବୀରଭୂମ୍‌ ଜିଲାର ୩୦୦ ଭାଜପା ସମର୍ଥକ ତୃଣମୂଳ କଂଗ୍ରେସ (ଟିଏମ୍‌ସି)କୁ ଫେରିଛନ୍ତି। ଦଳକୁ ଫେରିବା ପାଇଁ ସେମାନେ ବୀରଭୂମ୍‌ସ୍ଥିତ ଟିଏମ୍‌ସି କାର୍ଯ୍ୟାଳୟ ଆଗରେ...

ଗଣବଳାତ୍କାର ଅଭିଯୁକ୍ତଙ୍କୁ ଗୁଳି କଲା ପୋଲିସ

ବେଙ୍ଗାଲୁରୁ,୨।୬ : କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ବାଂଲାଦେଶୀ ମହିଳାଙ୍କୁ ଗଣବଳାତ୍କାର ଓ ନିର୍ଯାତନା ମାମଲାର ଆଉ ଜଣେ ଅଭିଯୁକ୍ତ ପୋଲିସ ଗୁଳିରେ ଆହତ ହୋଇଛନ୍ତି। ଗିରଫ...

ସେପ୍ଟେମ୍ବରରେ ନୋଭାଭାକ୍ସ

ନୂଆଦିଲ୍ଲୀ, ୧୮।୬:ଆମେରିକୀୟ ବାୟୋଟେକ୍‌ନୋଲୋଜି କମ୍ପାନୀ ନୋଭାଭାକ୍ସ ପ୍ରସ୍ତୁତ କରିଥିବା କୋଭିଡ୍‌ ଟିକା ୯୦ ପ୍ରତିଶତ ଫଳପ୍ରଦ ଏବଂ ନିରାପଦ ବୋଲି ପ୍ରାରମ୍ଭିକ ଫଳାଫଳରୁ ସ୍ପଷ୍ଟ ହୋଇଛି।...

ଜୟମାଲା ସମୟରେ ବନ୍ଧୁକ ଚଳାଇଲେ ଦବଙ୍ଗ କନ୍ୟା: ଭିଡିଓ ଭାଇରାଲ

ପ୍ରତାପଗଡ଼, ୧।୬: ଅନେକ ଥର ବିବାହ ସମୟରେ ବର ହର୍ଷ ଫାଇରିଂ କରୁଥିବାର ଦୃଶ୍ୟ ଦେଖିବାକୁ ମିଳେ। ହେଲେ କେବେ କନ୍ୟା ହର୍ଷ ଫାଇରିଂ କରୁଥିବାର...

ଅଗଷ୍ଟରେ ଦ୍ୱିତୀୟ ଦେଶୀ ଟିକା

ନୂଆଦିଲ୍ଲୀ, ୪।୬(ଆଇଏଏନ୍‌ଏସ୍‌):କରୋନା ମହାମାରୀ ମୁକାବିଲାରେ ସାମିଲ ହେବାକୁ ଯାଉଛି ଭାରତ ନିର୍ମିତ ଦ୍ୱିତୀୟ ଟିକା ‘କର୍ବେଭାକ୍ସ’। ହାଇଦ୍ରାବାଦର ବାୟୋଲୋଜିକାଲ-ଇ ପ୍ରସ୍ତୁତ କରୁଥିବା ଏହି ଦେଶୀ ଟିକାର...

ଦ୍ୱାଦଶ ପରୀକ୍ଷା ବାତିଲ କରିବାକୁ କେନ୍ଦ୍ର ସରକାରଙ୍କୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୧।୬: ଦ୍ୱାଦଶ ବୋର୍ଡ ପରୀକ୍ଷା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ବୈଠକ ବସିବ। ଏଥିରେ ପରୀକ୍ଷା ହେବ କି...

ରଘୁନାଥଙ୍କ ସ୍ଥାନରେ ମହେଶ ଜେଠମାଲାନି ରାଜ୍ୟସଭାକୁ ମନୋନୀତ

ମୁମ୍ବାଇ, ୧।୬: ବିଶିଷ୍ଟ ଆଇନଜୀବୀ ମହେଶ ଜେଠମାଲାନିଙ୍କୁ ରାଜ୍ୟ ସଭାକୁ ମନୋନୀତ କରାଯାଇଛି। କେନ୍ଦ୍ର ସରକାରଙ୍କ ସୁପାରିଶ ପରେ ସ୍ବର୍ଗତ ଆଇନଜୀବୀ ତଥା ପୂର୍ବତନ ଆଇନ...

ମୁଁ ଆଇନକୁ ମାନୁଥିବା ନାଗରିକ- ଚୋକ୍‌ସି

ନୂଆଦିଲ୍ଲୀ,୬।୬ : ମୁଁ ଜଣେ ଆଇନ ମାନୁଥିବା ନାଗରିକ। କେବଳ ଚିକିତ୍ସା ପାଇଁ ଭାରତ ଛାଡ଼ି ଆଣ୍ଟିଗୁଆ ଆସିଥିଲି ବୋଲି ଦାବି କରିଛନ୍ତି ପଳାତକ ହୀରା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୪ ଜୀବନ
Next Post Next post:
ବ୍ୟକ୍ତିଙ୍କ ନିକଟରେ ଏହି ୨ ଗୁଣ ଥିଲେ ଶତ୍ରୁ ବି ପାଲଟିବେ ମିତ୍ର, ସମାଜରେ ବଢ଼ିବ ମାନ-ସମ୍ମାନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts