E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଶିକ୍ଷକ ଯୋଗ୍ୟତା ପରୀକ୍ଷା ପ୍ରମାଣପତ୍ରର ବୈଧତା ବୃଦ୍ଧି
4:23 pmJune 3, 2021

ନୂଆଦିଲ୍ଲୀ,୩ା୬: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ  ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଶିକ୍ଷକ ଯୋଗ୍ୟତା ପରୀକ୍ଷା (TET) ପ୍ରମାଣପତ୍ରର ବୈଧତା ୭ ବର୍ଷରୁ ଆଜୀବନ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିବା କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ଗୁରୁବାର କହିଛନ୍ତି। କେବଳ ଏତିକି ନୁହେଁ, କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ତୁରନ୍ତ ଏହି ନିଷ୍ପତ୍ତି କାର୍ଯ୍ୟକାରୀ କରାଯାଇଛି। ଯେଉଁମାନଙ୍କର ଶିକ୍ଷା ପ୍ରମାଣପତ୍ରର ବୈଧତା ଏହିବର୍ଷ ଶେଷ ହୋଇଯାଇଛି ସେମାନେ ମଧ୍ୟ ଶିକ୍ଷକ ନିଯୁକ୍ତି ପରୀକ୍ଷା ପାଇଁ ଯୋଗ୍ୟ ହେବେ।

ଶିକ୍ଷାମନ୍ତ୍ରୀ କହିଛନ୍ତି, ଯେଉଁ ପ୍ରାର୍ଥୀଙ୍କ ୭ ବର୍ଷର ଅବଧି ସମାପ୍ତ ହୋଇସାରିଛି ତାଙ୍କୁ TET ସାର୍ଟିଫିକେଟ ପ୍ରଦାନ ପାଇଁ ସଂପୃକ୍ତ ରାଜ୍ୟଗୁଡ଼ିକ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଟିକା ପାଇଁ ପ୍ରାଇଭେଟ ହସ୍ପିଟାଲ କେତେ ଚାର୍ଜ କରିପାରିବେ

ନୂଆଦିଲ୍ଲୀ,୮।୬: କୋଭିଡ୍‌ ଟିକାକରଣ ପାଇଁ ପ୍ରାଇଭେଟ ହସ୍ପିଟାଲ କେତେ ଚାର୍ଜ କରିପାରିବେ, ତା’ର ମୂଲ୍ୟ ମଙ୍ଗଳବାର ନିର୍ଦ୍ଧାରିତ କରିଛନ୍ତି କେନ୍ଦ୍ର ସରକାର। ଏହା ଅନୁଯାୟୀ, କୋଭିଶିଲ୍ଡ...

ସ୍ତ୍ରୀ-ସ୍ବାମୀ ଏକାଠି ମିଶି ପିଉଥିଲେ ମଦ, ଆସିଲା ଫୋନ୍‌ କଲ୍‌; ଆଉ ତା’ପରେ ସବୁ ବଦଳି ଗଲା

ମିରୁଟ୍‌,୧୧।୬: ଉତ୍ତରପ୍ରଦେଶର ମିରୁଟ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମଦ୍ୟପ ସ୍ବାମୀ ତୀକ୍ଷ୍ଣ ଅସ୍ତ୍ରରେ ନିଜ ସ୍ତ୍ରୀଙ୍କ ବେକକୁ କାଟି ଦେଇଛନ୍ତି। ଆକ୍ରମଣ ସମୟରେ...

ବିବାହରେ ବରଣମାଳା ବଦଳରେ ବର-କନ୍ୟା ପରସ୍ପରକୁ ପିନ୍ଧାଇଲେ ମାସ୍କ: ଲୋକେ କହିଲେ…

ନୂଆଦିଲ୍ଲୀ,୧୬।୬: ପ୍ରାୟ ସମୟରେ ସୋସିଆଲ ମିଡିଆରେ ବିବାହକୁ ନେଇ କେତେକ ମଜାଳିଆ ଭିଡିଓମାନ ଭାଇରାଲ ହୋଇଥାଏ। ଆଉ ଏସବୁ ଭିଡିଓକୁ ଲୋକମାନେ ମଧ୍ୟ ବେଶ୍‌ ପସନ୍ଦ...

୭୦ କୋଭି୍‌ଡ ଅନାଥଙ୍କ ଦାୟିତ୍ୱ ନେଲା ଲକ୍ଷ୍ନୌ ୟୁନିଭର୍ସିଟି

ଲକ୍ଷ୍ନୌ, ୧୭ା୬: ଉତ୍ତରପ୍ରଦେଶ ସ୍ଥିତ ଲକ୍ଷ୍ନୌ ୟୁନିଭର୍ସିଟି କରୋନାରେ ରୋଜଗାରିଆ ମାତାପିତାଙ୍କୁ ହରାଇଥିବା ୭୦ ଅନାଥ ପିଲାଙ୍କ ଦାୟିତ୍ୱ ନେଇଛି। ଏଥିସହ ଲକ୍ଷ୍ନୌ, ବାରାଣସୀ, ପ୍ରୟାଗରାଜ,...

‘ବାବା କା ଢାବା’ ମାଲିକ କାନ୍ତା ପ୍ରସାଦଙ୍କ ଆତ୍ମହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୧୮।୬: ‘ବାବା କା ଢ଼ାବା’ ମାଲିକ କାନ୍ତା ପ୍ରସାଦ ଗୁରୁବାର ରାତିରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅବସ୍ଥା ଗୁରୁତର ଥିବାରୁ ସଫଦରଜଙ୍ଗ ଡାକ୍ତରଖାନାରେ ତାଙ୍କର ଚିକିତ୍ସା...

ବଲିଉଡ୍‌ ଅଭିନେତାଙ୍କ ଘରୁ ଚୋରି

ମୁମ୍ବାଇ, ୧।୬: ବଲିଉଡ୍‌ ଷ୍ଟାର ସଲମାନ ଖାନଙ୍କ ସହ ବିବାଦ ପାଇଁ ଏବେ ଚର୍ଚ୍ଚାରେ ଥିବା କେଆର୍‌କେ ଭାବେ ଜଣାଶୁଣା କମଲ ରଶିଦ ଖାନଙ୍କ ଘରୁ...

ଖୁସି ଖବର: ଭାକ୍ସିନ୍‌ ମିକ୍ସିଂରେ ପରାଜିତ ହେବ କରୋନା…

ନୂଆଦିଲ୍ଲୀ,୧୨।୬: ଭାରତରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସାର୍ବଜନୀକ...

ମହିଳାଙ୍କୁ ଧରା ପକାଇ ଦେଲା ସିସିଟିଭି

ନୂଆଦିଲ୍ଲୀ,୧୬।୬: ଜଣେ ମହିଳାଙ୍କୁ ଆକ୍ରମଣ କରି ମୋବାଇଲ ଛଡ଼ାଇବା ନେବା ଘଟଣାରେ ଦିଲ୍ଲୀ ପୋଲିସ ଜଣେ ମହିଳାଙ୍କୁ ଗିରଫ କରିଛି। ସିସିଟିଭି ଆଧାରରେ ଅଭିଯୁକ୍ତା ଜ୍ୟୋତିଙ୍କୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପରଲୋକରେ ବିଶିଷ୍ଟ ଶିକ୍ଷାବିତ୍‌ ବିଜୟ ସାହୁ: ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
Next Post Next post:
କେରଳ ଛୁଇଁଲା ମୌସୁମୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts