E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଜାଡେଜା-ପନ୍ତଙ୍କ ଉପରେ ସବୁ ଆଶା
5:34 pmJune 23, 2021

ସାଉଥାମ୍ପଟନ,୨୩।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲରେ ବର୍ତ୍ତମାନ ଟିମ୍‌ ଇଣ୍ଡିଆର ସ୍ଥିତି ଅତ୍ୟନ୍ତ ଜଟିଳ ହୋଇପଡ଼ିଛି। ଅନ୍ତିମ ତଥା ୬ଷ୍ଠ ଦିନର ପ୍ରଥମ ସେସନ ସୁଦ୍ଧା ଭାରତୀୟ ଦଳ ୫ ଉଇକେଟ ହରାଇ ୧୩୦ ରନ୍‌ କରିଛି। ପ୍ରଥମ ଇନିଂସ ଭଳି ଦ୍ୱିତୀୟ ପାଳିରେ ମଧ୍ୟ ଅଧିନାୟକ ବିରାଟ କୋହଲି (୧୩), ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା (୧୫) ଓ ଉପ ଅଧିନାୟକ ଅଜିଙ୍କ୍ୟ ରାହାନେ (୧୫) ଫେଲ୍‌ ମାରିଛନ୍ତି। ଏବେ ସବୁ କିଛି ରିଷଭ ପନ୍ତ (୨୮*) ଓ ରବୀନ୍ଦ୍ର ଜାଡେଜା(୧୨*)ଙ୍କ ଉପରେ ନିର୍ଭର କରେ। ଦଳ ମାତ୍ର ୯୮ ରନ୍‌ରେ ଆଗୁଆ ଥିବାବେଳେ ଆହୁରି ଦୁଇଟି ସେସନ ବାକି ରହିଛି। ଦୁଇ ଖେଳାଳିଙ୍କୁ ମ୍ୟାଚ୍‌ ବଞ୍ଚାଇବାକୁ ହେଲେ ଅତିକମ୍‌ରେ ଗୋଟିଏ ସେସନ ଖେଳିବାକୁ ପଡ଼ିବ।

ପ୍ରଥମ ଇନିଂସରେ ଭାରତ ୨୧୭ ରନ୍‌ କରିଥିବାବେଳେ ନ୍ୟୁଜିଲାଣ୍ଡ ୨୪୯ ରନ୍‌ରେ ଅଲଆଉଟ୍‌ ହୋଇ ୩୨ ରନ୍‌ର ଅଗ୍ରଣୀ ହାସଲ କରିଥିଲା। ପ୍ରଥମ ଇନିଂସରେ ୫ ଉଇକେଟ ସଫଳତା ପାଇଥିବା କାଇଲ ଜେମିସନ ୨ ସଫଳତା ପାଇଥିବାବେଳେ ଟ୍ରେଣ୍ଟ ବୋଲ୍ଟ ଗୋଟିଏ ଉଇକେଟ ହାତେଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ଲଢ଼େଇ: ଜାଣନ୍ତୁ କେବେ, କେଉଁଠି ଦେଖିବେ ଏହି ହାଇପ୍ରୋଫାଇଲ ମ୍ୟାଚ୍‌

ସାଉଥାମ୍ପଟନ,୧୮।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ହାଇପ୍ରୋଫାଇଲ ମ୍ୟାଚ୍‌ ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ମୁକାବିଲା ଯିଏ ଜିତିବ ସେ ପ୍ରଥମ ଟେଷ୍ଟ ଚାମ୍ପିୟନ ହେବାର ଗୌରବ...

କୋପା ଆମେରିକା: କରୋନା ସତ୍ତ୍ୱେ ଆୟୋଜନକୁ ସୁପ୍ରିମକୋର୍ଟଙ୍କ ଅନୁମତି

ସାଓ ପାଉଲୋ,୧୨।୬(ଏପି): କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟ ଆୟୋଜନ ନେଇ ପଥ ପରିଷ୍କାର ହୋଇଛି। କୋଭିଡ୍‌-୧୯ ମହାମାରୀ ସତ୍ତ୍ୱେ ବ୍ରାଜିଲ ସୁପ୍ରିମକୋର୍ଟ ଏହି ଟୁର୍ନାମେଣ୍ଟ ଆୟୋଜନ...

ଫ୍ରେଞ୍ଚ୍‌ ଓପନରୁ ଓହରିଲେ ଓସାକା: ମାନସିକ ଅବସାଦ କାରଣରୁ ନିଷ୍ପତ୍ତି ନେଲେ

ପ୍ୟାରିସ୍‌,୨।୬(ଏପି): କ୍ରୀଡ଼ାରେ ମାନସିକ ଅବସାଦ ତଥା ଦୁଶ୍ଚିନ୍ତାର ପ୍ରଭାବ ରହିବା ନୂଆ କଥା ନୁହେଁ। ପୂର୍ବରୁ ଅନେକ କ୍ରୀଡ଼ାବିତ୍‌, କ୍ରିକେଟର ମାନସିକ ଅବସାଦ ପାଇଁ ଖେଳ...

ଚେସ୍‌ ବିଶ୍ୱକପ୍‌ ପାଇଁ ଗୁଜରାଠୀଙ୍କୁ ଯୋଗ୍ୟତା

ଚେନ୍ନାଇ, ୪ା୬(ପି.ଟି.)- ଭାରତର ୩ ନମ୍ବର ଖେଳାଳି ଭିଦିତ୍‌ ଗୁଜରାଠୀ ରେଟିଂ ଭିତ୍ତିରେ ଫିଡେ ଚେସ୍‌ ବିଶ୍ୱକପ୍‌ ୨୦୨୧ରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ...

କୋପା ଆମେରିକା ଫୁଟ୍‌ବଲ: ନକ୍‌ଆଉଟରେ ଆର୍ଜେଣ୍ଟିନା

ସାଓ ପାଉଲୋ,୨୩।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଲିଓନେଲ ମେସିଙ୍କ ଆର୍ଜେଣ୍ଟିନା ଦଳ ନକ୍‌ଆଉଟରେ ପ୍ରବେଶ କରିଛି। ବ୍ରାସିଲିଆର ମାନେ ଗାରିଞ୍ଚା ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା...

ଟୋକିଓ ଅଲିମ୍ପିକ୍ସ: ମନପ୍ରୀତ ଅଧିନାୟକ, ହରମନପ୍ରୀତଙ୍କୁ ମଧ୍ୟ ଉପଅଧିନାୟକ ଦାୟିତ୍ୱ: ବୀରେନ୍ଦ୍ର ଉପଅଧିନାୟକ

ନୂଆଦିଲ୍ଲୀ, ୨୩।୬(ପି.ଟି.)- ଟୋକିଓ ଅଲିମ୍ପିକ୍ସ ପାଇଁ ମନପ୍ରୀତ ସିଂଙ୍କୁ ଭାରତୀୟ ଦଳର ଅଧିନାୟକ ମନୋନୀତ କରାଯାଇଛି। ଉପଅଧିନାୟକ ପାଇଁ ୨ ଜଣଙ୍କ ନାମ ଘୋଷଣା କରାଯାଇଛି।...

ଉଦ୍‌ଘାଟନୀ ମ୍ୟାଚ୍‌ରେ ଇଟାଲୀର ବୃହତ୍‌ ବିଜୟ

ରୋମ୍‌,୧୩।୬(ଏପି): ସ୍ଥାନୀୟ ଷ୍ଟାଡିଓ ଅଲିମ୍ପିକୋରେ ଶୁକ୍ରବାର ଅନୁଷ୍ଠିତ ଉଦ୍‌ଘାଟନୀ ମୁକାବିଲାରେ ଇଟାଲୀ ବୃହତ୍‌ ୩-୦ ଗୋଲରେ ତୁର୍କୀକୁ ପରାସ୍ତ କରିଛି। ମ୍ୟାଚ୍‌ର ଦ୍ୱିତୀୟାର୍ଦ୍ଧରେ ୩ଟି ଯାକ...

୧୦୦ ମି. ବ୍ୟାକ୍‌ଷ୍ଟ୍ରୋକ୍‌ରେ ରେକର୍ଡ ଭାଙ୍ଗିଲେ ଅଷ୍ଟ୍ରେଲିଆ ମହିଳା ସନ୍ତରଣକାରୀ

ଆଡିଲେଡ୍‌,୧୪।୬(ଏପି): ଅଷ୍ଟ୍ରେଲୀୟ ସନ୍ତରଣକାରୀ କୋଲି ମ୍ୟାକ୍‌କେଓନ ୧୦୦ ମିଟର ବ୍ୟାକ୍‌ଷ୍ଟ୍ରୋକ ଇଭେଣ୍ଟରେ ବିଶ୍ୱ ରେକର୍ଡ ଭାଙ୍ଗିଛନ୍ତି। ରବିବାର ଅନୁଷ୍ଠିତ ଅଷ୍ଟ୍ରେଲିଆ ଅଲିମ୍ପିକ ଟ୍ରାଏଲ୍ସରେ ୧୯ ବର୍ଷୀୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଶିଫଳ: ଗୁରୁବାର, ଜୁନ୍‌ ୨୪ ତାରିଖ – Daily Horoscope
Next Post Next post:
ଟିକା ନେଇଥିବା ଯାତ୍ରୀଙ୍କୁ ବିମାନ ଭଡ଼ାରେ ମିଳିବ ରିହାତି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts