ନୂଆଦିଲ୍ଲୀ, ୪।୬: କୋଭିଡ୍-୧୯ ଟିକା ପ୍ରଥମ ଡୋଜ୍ ଦେବାରେ ଭାରତ ଆମେରିକାକୁ ଟପିଯାଇଛି। ଆମେରିକାରେ ୧୬.୯ କୋଟି ଲୋକଙ୍କୁ ପ୍ରଥମ ଡୋଜ୍ ଦିଆଯାଇଥିବା ବେଳେ ଭାରତରେ ୧୭.୨ କୋଟି ଲୋକ ପ୍ରଥମ ଡୋଜ୍ ନେଇଥିବା ସରକାର ସୂଚନା ଦେଇଛନ୍ତି। ଆଓ୍ବାର ଓ୍ବାଲର୍ଡ ଇନ୍ ଡାଟା ପକ୍ଷରୁ ଦିଆଯାଇଥିବା ବିଶ୍ୱ ଟିକାକରଣ ତଥ୍ୟ ଅନୁଯାୟୀ ଆମେରିକୀୟଙ୍କ ତୁଳନାରେ ଭାରତୀୟ ପ୍ରଥମ ଡୋଜ୍ ଟିକା ଅଧିକ ନେଇଥିବା ନୀତି ଆୟୋଗ ସଦସ୍ୟ (ସ୍ବାସ୍ଥ୍ୟ) ଡ. ଭି.କେ. ପଲ୍ କହିଛନ୍ତି। ଉକ୍ତ ତଥ୍ୟରେ ଚାଇନା ଟିକାକରଣ ସମ୍ପର୍କରେ ସୂଚନା ଦିଆଯାଇ ନାହିଁ। ବ୍ରିଟେନ୍ ଏପର୍ଯ୍ୟନ୍ତ ୩.୯ କୋଟି ଏବଂ ଜର୍ମାନୀ ୩.୮ କୋଟି ଲୋକଙ୍କୁ ପ୍ରଥମ ଡୋଜ୍ ଦେଇଥିବା ତଥ୍ୟରେ ସୂଚନା ଦିଆଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.