E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

‘ଭାରତ ଜିତିବ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌’
8:57 amJune 16, 2021

ମେଲବୋର୍ନ,୧୬ା୬(ପି.ଟି.)-ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଭାରତ ଅତି ସହଜରେ ବିଜୟ ଲାଭ କରିବ, ଏଥିରେ କୌଣସି ସନ୍ଦେହ ନାହିଁ ବୋଲି କହିଛନ୍ତି ଅଷ୍ଟ୍ରେଲିଆର ଟେଷ୍ଟ ଅଧିନାୟକ ଟିମ୍‌ ପେନ୍‌। ବିଶ୍ୱର ଏହି ଦୁଇ ଶ୍ରେଷ୍ଠ ଟେଷ୍ଟ ଦଳ ମଧ୍ୟରେ ଟାଇଟଲ ମୁକାବିଲା ଜୁନ୍‌ ୧୮ରେ ସାଉଥାମ୍ପଟନର ଏଜାସ୍‌ ବାଓଲରେ ହେବ। ପେନ୍‌ ଉଭୟ ନ୍ୟୁଜିଲାଣ୍ଡ ଓ ଭାରତ ବିପକ୍ଷରେ ଅଷ୍ଟ୍ରେଲିଆ ଦଳର ଅଧିନାୟକତ୍ୱ କରିଛନ୍ତି। ତାଙ୍କ ନେତୃତ୍ୱରେ ଅଷ୍ଟ୍ରେଲିଆ ୨୦୧୯ରେ ନିଜ ଦେଶରେ ନ୍ୟୁଜିଲାଣ୍ଡକୁ ୩-୦ରେ ପରାସ୍ତ କରିଥିଲା। ୨୦୨୦ ପ୍ରଥମ ଭାଗରେ ଭ୍ରମଣକାରୀ ଭାରତ ବିପକ୍ଷରେ ତାଙ୍କ ଦଳ ୧-୨ରେ ହାରିଯାଇଥିଲା। ନ୍ୟୁଜିଲାଣ୍ଡ ଏହି ମ୍ୟାଚ ପାଇଁ ଭଲରୂପେ ପ୍ରସ୍ତୁତ ହୋଇ ଆସିଛି। ଇଂଲଣ୍ଡ ବିପକ୍ଷରେ ୧-୦ରେ ସିରିଜ ବିଜୟୀ ମଧ୍ୟ ହୋଇଛି। କିନ୍ତୁ ଏସବୁକୁ ଗୁରୁତ୍ୱ ଦେଉନାହାନ୍ତି ପେନ୍‌। ସେ କହିଛନ୍ତି ନ୍ୟୁଜିଲାଣ୍ଡ ବିପକ୍ଷରେ ଇଂଲଣ୍ଡର ଯେଉଁ ଦଳ ଖେଳିଥିଲା ସେଥିରେ ଜୋସ୍‌ ବଟଲର, ପେସ୍‌ ବୋଲର ଜୋଫ୍ରା ଆର୍ଚର ଓ ଉଇକେଟକିପର ବେନ୍‌ ଫୋକ୍ସ ନ ଥିଲେ। ଏହାଛଡ଼ା ବେନ୍‌ ଷ୍ଟୋକ୍ସ, ଖ୍ରିସ୍‌ ଓକ୍ସ ଓ ମୋଇନ ଅଲୀଙ୍କ ଭଳି ଅଲରାଉଣ୍ଡର ଅନୁପସ୍ଥିତ ଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଫ୍ରେଞ୍ଚ୍‌ ଓପନ ଟେନିସ: ସିତ୍‌ସିପାସଙ୍କ ବିଜୟ ଅଭିଯାନ

ପ୍ୟାରିସ, ୧।୬-ଏଠାରେ ଚାଲିଥିବା ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟର ସୋମବାର ଅନୁଷ୍ଠିତ ଦ୍ୱିତୀୟ ଦିବସରେ ଷ୍ଟିଫାନୋସ ସିତ୍‌ସିପାସ, ଡାନିଲ ମେଡ୍‌ଭେଡେଭ୍‌, ଜାନିକ ସିନେର ପ୍ରମୁଖ...

ରୋମାଞ୍ଚକର ହେବ ଫାଇନାଲ୍‌: ୫ ଖେଳାଳିଙ୍କ ମଧ୍ୟରେ ରହିଛି ଖାସ୍‌ ସମ୍ପର୍କ

ଲଣ୍ଡନ,୯।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି) ର ଫାଇନାଲ ଜୁନ ୧୮ରୁ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ଉଭୟ ଟିମ ଇଣ୍ଡିଆର...

୩୫୦ ବଲ୍‌ ଖେଳି ସବୁଠୁ ଧିମା ଅର୍ଦ୍ଧଶତକ ମାରିଥିଲେ ଏହି କ୍ରିକେଟର, ଆଜିଯାଏ ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୨୩।୬: କ୍ରିକେଟର ତିନି ଫର୍ମାଟ ଭିତରୁ ଟେଷ୍ଟ ହେଉଛି ସବୁଠାରୁ ଲମ୍ବା ଏବଂ ପୁରୁଣା। ଏହି ଫର୍ମାଟରେ ସଂଯମତା ରଖି କ୍ରିକେଟରକୁ ବ୍ୟାଟିଂ କରିବାକୁ ପଡ଼ିଥାଏ।...

୧୮ ବର୍ଷରୁ କମ୍‌ ଜାତୀୟ ଚେସ୍‌ରେ ଓଡ଼ିଶାରୁ ୮ ଭାଗନେବେ

ଭୁବନେଶ୍ୱର, ୮।୬(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ ୧୮ ବର୍ଷରୁ କମ୍‌ ବାଳିକା ଏବଂ ଓପନ ଅନ୍‌ଲାଇନ୍‌ ଚେସ୍‌ ଚାମ୍ପିୟନଶିପ୍‌ ଉଦ୍‌ଯାପିତ ହୋଇଯାଇଛି। ଏହାର ବାଳିକା ବର୍ଗରେ କଟକର...

ଭାରତୀୟ ଖେଳାଳିଙ୍କ ହାତରେ ସ୍ବତନ୍ତ୍ର ଆର୍ମବ୍ୟାଣ୍ଡ

ସାଉଥାମ୍ପଟନ,୧୯।୬: ଶୁକ୍ରବାର ରାତିରେ କରୋନା ପରବର୍ତ୍ତୀ ସ୍ବାସ୍ଥ୍ୟ ସମସ୍ୟା କାରଣରୁ ପ୍ରାଣ ହରାଇଛନ୍ତି ‘ଫ୍ଲାଇଂ ଶିଖ’ ଭାବେ ଜଣାଶୁଣା ଅଲିମ୍ପିଆନ ମିଲ୍‌ଖା ସିଂ। ତାଙ୍କୁ ସମ୍ମାନ...

ଟିମ୍‌ ଇଣ୍ଡିଆକୁ ଏମିତି ପରାମର୍ଶ ଦେଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୧୭।୬: ୟୁକେର ସାଉଥାମ୍ପଟଠାରେ ଶୁକ୍ରବାରଠାରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲ୍ୟୁଟିସି) ଫାଇନାଲ। ଏହି ମ୍ୟାଚ୍‌ ପୂର୍ବରୁ...

ଦର୍ଶକଙ୍କୁ ଖୁସି ଖବର ଦେଲା ଆଇସିସି: ୮ ବର୍ଷ ଭିତରେ ହେବ ୧୦ଟି ବିଶ୍ୱକପ୍‌!

ଦୁବାଇ,୨।୬: ଆଇସିସି କ୍ରିକେଟ ପରିଷଦ (ଆଇସିସି) ବୈଠକରେ ଅନେକ ପ୍ରମୁଖ ନିଷ୍ପତ୍ତି ନିଆଯାଇଛି। ଆଇସିସି ଆସନ୍ତା ୮ ବର୍ଷ ପାଇଁ ଫ୍ୟୁଚର ଟୁର୍‌ ପ୍ରୋଗ୍ରାମ (ଏଫଟିପି)...

ବିବାହ ମୁଦି କଥା ଭୁଲି ଯାଇଥିଲେ ରୋହିତ୍‌ ଶର୍ମା: କୋହଲି ଦେଲେ ବଡ଼ ଖବର

ଭାରତୀୟ କ୍ରିକେଟ ଦଳ ସହ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର୍‌ ଫାଇନାଲ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି ଷ୍ଟାର୍‌ କ୍ରିକେଟର୍‌ ରୋହିତ ଶର୍ମା। ଜୁନ ୧୮ରୁ ୨୨...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଖୋଲିଲା ୯ ବର୍ଷର ହତ୍ୟା ମାମଲା ଫାଇଲ
Next Post Next post:
କରୋନା ଭୂତାଣୁ କ’ଣ ଚାଇନାରେ ତିଆରି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts