E-Paper
  • logo
  • Friday 29th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ, ଫୁରସତ

ପୁରା ବିମାନରେ ଏକମାତ୍ର ଯାତ୍ରୀ; ଅମୃତସରରୁ ଦୁବାଇ ଯିବା ବେଳେ ‘ମହାରାଜା’ଙ୍କ ଭଳି ଲାଗୁଥିଲା ବୋଲି କହିଲେ…
1:51 pmJune 25, 2021June 27, 2021

ଅମୃତସର: ଅମୃତସରରୁ ୟୁଏଇକୁ ଏକାକୀ ଯାତ୍ରା। ଏହାକୁ ନେଇ ଚର୍ଚ୍ଚାରେ ସଂଯୁକ୍ତ ଆରବ ଏମିରେଟ୍ସରେ ରହୁଥିବା ଭାରତୀୟ ବ୍ୟବସାୟୀ ଏସ୍‌ପି ସିଂହ ଓବରୟ। ଏହି ଯାତ୍ରା ତାଙ୍କ ପାଇଁ ସ୍ମରଣୀୟ ପାଲଟିଥିବା ବେଳେ ସେ ନିଜେ ‘ମହାରାଜା’ ଭଳି ଅନୁଭବ କରିଥିବା ପ୍ରକାଶ କରିଛନ୍ତି।

ଜୁନ୍‌ ୨୩ ବୁଧବାର ସକାଳ ପ୍ରାୟ ୪ଟା ସମୟରେ ଅମୃତସରରୁ ଦୁବାଇ ଅଭିମୁଖେ ଏକ ଏୟାର ଇଣ୍ଡିଆ ବିମାନ (ଏଆଇ-୯୨୯)ରେ ସେ ବସିଥିଲେ। ସେ ଯେତେବେଳେ ବିମାନରେ ଚଢ଼ିଲେ ସେତେବେଳେ ବିମାନରେ ଏକମାତ୍ର ଯାତ୍ରୀ ବୋଲି ସେ ଜାଣି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏତେବଡ଼ ବିମାନରେ ଏକାକୀ ଯାତ୍ରୀ ଥିବାରୁ ଭାଗ୍ୟବାନ ବୋଲି ସେ ମନେ କରିଥିଲେ। ଏଣୁ ଯାତ୍ରା ସମୟରେ ସେ ମହାରାଜାଙ୍କ ଭଳି ଅନୁଭବ କରିଥିଲେ। କାରଣ କର୍ମଚାରୀମାନେ ତାଙ୍କୁ ଭଲ ବ୍ୟବହାର କରିଥିଲେ। ପରେ ଖାଲି ବିମାନ ଭିତରେ ତାଙ୍କର ଫଟୋ ମଧ୍ୟ ଉଠାଯାଇଥିଲା।

ହେଲେ ପରବର୍ତ୍ତୀ ସମୟରେ ସେ ସହଯାତ୍ରୀଙ୍କ ଉପସ୍ଥିତିକୁ ଝୁରି ହୋଇଥିଲେ। ସେମାନଙ୍କ ବିନା ଯାତ୍ରା କିଛି ସମୟରେ କ୍ଳାନ୍ତ କରିଦେଇଥିଲା। ଏପରିକି ସେ ସମୟ ଅତିବାହିତ କରିବାକୁ ବିମାନର ସିଟ୍‌ ଏବଂ ଝରକା ସଂଖ୍ୟା ଗଣିଥିଲେ।
ଯଦି ଆଗାମୀ ଦିନରେ କେବେ ଏକାକୀ ଯାତ୍ରା କରିବାର ସୁଯୋଗ ମିଳେ ସେ କ’ଣ କରିବେ ବୋଲି ତାଙ୍କୁ ପଚରାଯାଇଥିଲା। ଏପରି କରିବାକୁ ସେ ମନା କରିଦେଇଥିଲେ। ଜୀବନରେ ଥରୁଟିଏ ଏଭଳି ଅଭିଜ୍ଞତା ଭଲ, କିନ୍ତୁ ଏହା ବିରକ୍ତିକର ମଧ୍ୟ। ପଞ୍ଜାବରୁ ବିମାନରେ ଯାଉଥିବା ଯାତ୍ରୀ ସାଧାରଣତଃ ବିମାନ ଉଡାଣ ଏବଂ ଅବତରଣ ସମୟରେ ‘ଜୋ ବୋଲେ ସୋ ନିହାଲ’ ଏବଂ ଶତ ଶ୍ରୀ ଅକାଲ’ କହିଥାନ୍ତି। ଏହାକୁ ସେ ବହୁତ ମନେ ପକାଇଲେ ବୋଲି କହିଛନ୍ତି।

ତେବେ ଓବରୟଙ୍କୁ ପ୍ରଥମେ ଏୟାର ଇଣ୍ଡିଆ ପକ୍ଷରୁ ବିମାନରେ ଯିବାକୁ ଅନୁମତି ଦେବାକୁ ମନା କରାଯାଇଥିଲା। କିନ୍ତୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ହସ୍ତକ୍ଷେପ ପରେ ସେମାନଙ୍କୁ ଏହା କରିବାକୁ ଅନୁମତି ଦିଆଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ, ଫୁରସତ View All

ଆନ୍ଧ୍ର ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ,୭।୬(ପି.ଟି.): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରବିବାର ସମଗ୍ର ଉତ୍ତରପୂର୍ବାଞ୍ଚଳରେ ପହଞ୍ଚତ୍ଥିବା ଭାରତର ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ କୁହାଯାଇଛି। ଏହା ସ୍ବାଭାବିକ ତାରିଖର ୪ ଦିନ...

ଡାକ୍ତରଖାନା ବାହାରେ ଅମ୍ଳଜାନ ନ ପାଇ ଆଖି ବୁଜିଥିଲେ ମା’: ଏବେ ତାଙ୍କ ସ୍ମୃତିରେ କିଛି ଏଭଳି କରି ଉଦାହରଣ ପାଲଟିଲେ ଝିଅ

ମହାମାରୀ କରୋନାର ଦ୍ୱିତୀୟ ଲହରରେ ପ୍ରିୟଜନଙ୍କୁ ହରାଇଛନ୍ତି ଅନେକେ। ସେମାନଙ୍କ ମଧ୍ୟରୁ କିଛି ଦୁଃଖଦ ସମୟରୁ ନିଜକୁ ବାହାର କରି କିଛି ଅଲଗା କରି ଉଦାହରଣ...

ପୁଣି ବିପଦ, ବ୍ୟାପିଲା ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌, ସ୍ବତନ୍ତ୍ର ନିର୍ଦ୍ଦେଶ ଜାରି କଲେ ମୁଖ୍ୟମନ୍ତ୍ରୀ…

ଲକ୍ଷ୍ନୌ,୨୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ପରେ ଏବେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଯୋଗୁ ପୁଣି ବିପଦ...

ବର ମଦନିଶାରେ ଶାଶୁଙ୍କୁ ପିନ୍ଧାଇଲେ ବରଣମାଳା…

ମୁମ୍ବାଇ,୫।୬:ଏବେ ସୋସିଆଲ୍‌ ମିଡ଼ିଆରେ ଏକ ବିବାହ ଭିଡ଼ିଓ ବେଶ୍‌ ଭାଇରାଲ ହେବାରେ ଲାଗିଛି। ବିବାହରେ ମଦ ନିଶାରେ ଚୁର୍‌ ଥିବା ବର ବିଚରା କନ୍ୟା ବଦଳରେ...

ଆଜମଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

ଲକ୍ଷ୍ନୌ,୧୬।୬: ଉତ୍ତରପ୍ରଦେଶର ସାମଜବାଦୀ ପାର୍ଟି (ଏସ୍‌ପି)ର ବରିଷ୍ଠ ନେତା ତଥା ଲୋକ ସଭା ଏମ୍‌ପି ଆଜମ ଖାଁଙ୍କ ସ୍ବାସ୍ଥ୍ୟବସ୍ଥା ଏବେ ବିଗିଡ଼ିବାରେ ଲାଗିଛି। ଗତ କିଛି...

୫ ଥର ବିବାହ କରି ବି ୩୨ ଯୁବତୀଙ୍କ ସହ ଚାଲିଥିଲା ଚାଟ୍‌, ଏମିତି ପଡ଼ିଲେ ଧରା, ଆଉ ତା’ ପରେ…

ଲକ୍ଷ୍ନୌ,୧୯ା୬: ଉତ୍ତରପ୍ରଦେଶ କାନପୁରର ଜଣେ ଭଣ୍ଡ ବାବାଙ୍କ କଳାକାରନାମା ଏବେ ପଦାରେ ପଡ଼ିଛି। ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। କଥିତ ଭଣ୍ଡ ବାବା ସୋସିଆଲ ମିଡିଆ...

କରୋନିଲ ପରେ ଏବେ ବ୍ଲାକ୍‌ ଫଙ୍ଗସ୍‌ ଔଷଧ ତିଆରି କରୁଛି ପତଞ୍ଜଳୀ

ହରିଦ୍ୱାର,୨।୬: କରୋନାର ପ୍ରଥମ ଲହର ସମୟରେ ଯେତେବେଳେ ସମଗ୍ର ଦେଶ ଭାକ୍ସିନକୁ ନେଇ ଚର୍ଚ୍ଚା କରୁଥିଲା, ସେତେବେଳେ ଯୋଗଗୁରୁ ବାବା ରାମଦେବ କରୋନିଲ ଔଷଧ ତିଆରି...

ଶେଷରେ କ୍ଷମା ମାଗିଲା ଗୁଗଲ୍‌, ଜାଣନ୍ତୁ କାହିଁକି

ଗୁଗଲ୍‌ରେ ସର୍ଚ୍ଚ କରିବା ବେଳେ ‘ଭାରତରେ ସବୁଠାରୁ ଖରାପ ଭାଷା କ’ଣ? ଏହାର ଉତ୍ତରରେ ଗୁଗଲ୍‌ ସର୍ଚ୍ଚ ଇଞ୍ଜିନ୍‌ରେ ଉତ୍ତର ଥିଲା ‘କନ୍ନଡ’। ଏହି କଥା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବିବାହକୁ ନେଇ ଚର୍ଚ୍ଚାରେ ଏହି ଅଭିନେତା: ୩୮ ବର୍ଷ ବୟସରେ ସ୍ତ୍ରୀଙ୍କୁ କରିଥିଲେ ଦ୍ୱିତୀୟ ବିବାହ
Next Post Next post:
ଅଭିନେତ୍ରୀ ପାୟଲ ଗିରଫ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts