E-Paper
  • logo
  • Saturday 13th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

କାନାଡା ସୁପ୍ରିମକୋର୍ଟରେ ଭାରତୀୟ ବଂଶୋଦ୍ଭବ
10:00 amJune 19, 2021

ଭାରତୀୟ ବଂଶୋଦ୍ଭବ ବିଚାରପତି ମହମଦ ଜମାଲ ପ୍ରଥମ ଅଣଶ୍ୱେତାଙ୍ଗ ଭାବେ କାନାଡା ସୁପ୍ରିମକୋର୍ଟକୁ ମନୋନୀତ ହୋଇଛନ୍ତି। ୨୦୧୯ରୁ ଓଣ୍ଟାରିଓସ୍ଥିତ କୋର୍ଟ ଅଫ୍‌ ଅପିଲ୍‌ର ବିଚାରପତି ଥିବା ଜମାଲଙ୍କୁ ସର୍ବୋଚ୍ଚ ଅଦାଲତକୁ ପଦୋନ୍ନତି ଦିଆଯାଇଛି। ୧୯୬୭ରେ ନାଇରୋବିରେ ଜଷ୍ଟିସ୍‌ ଜମାଲଙ୍କ ଜନ୍ମ। ତାଙ୍କ ପୂର୍ବ ପିଢ଼ି ଭାରତରୁ ସେଠାକୁ ଚାଲିଯାଇଥିଲେ। ଏହା ପରେ ଉକ୍ତ ପରିବାର ବ୍ରିଟେନ ଯାଇଥିଲେ। ୧୯୮୧ରେ ଜଷ୍ଟିସ୍‌ ଜମାଲ ନିଜ ପରିବାର ସହ କାନାଡା ଯାଇ ୟୁନିଭର୍ସିଟି ଅଫ୍‌ ଟରଣ୍ଟୋରେ ପଢ଼ିଥିଲେ।

ହେଉଛି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ଏକଦା କାନ୍ଥରେ ଚିତ୍ର କରି ଶୁଣୁଥିଲେ ଗାଳି: ଏବେ ଗୁଗଲ ଦେଲା ପୁରସ୍କାର

ଓ୍ବାଶିଂଟନ୍‌,୧୫।୬: ଡୁଡଲ ଫର୍‌ ଗୁଗଲ-୨୦୨୧ ପ୍ରତିଯୋଗୀତାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ଆମେରିକାର ଗୁଗଲର ହୋମପେଜ୍‌ରେ ଏହି ଡୁଡଲ ପ୍ରଦର୍ଶିତ ହେବ। ଏନେଇ ଗୁଗଲର ସିଇଓ...

ଗର୍ଭବତୀଙ୍କ ପାଇଁ ସୁରକ୍ଷିତ କରୋନା ଭାକ୍ସିନ୍‌: ଏଠାରେ ଆରମ୍ଭ ହେବ ଟିକାକରଣ…

ଅକ୍‌ଲାଣ୍ଡ,୧୩।୬: କରୋନା ଭାକ୍ସିନ୍‌ ଗର୍ଭବତୀଙ୍କ ପାଇଁ ସୁରକ୍ଷିତ ଜଣାପଡ଼ିବା ପରେ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡରେ ସେମାନଙ୍କୁ ଟିକାକରଣ ଉପରେ ଗୁରୁତ୍ୱାରୋପ କରାଯାଇଛି। ଖୁବ୍‌ ଶୀଘ୍ର ଏଠାରେ...

ମହାତ୍ମା ଗାନ୍ଧୀଙ୍କ ଅଣନାତୁଣୀଙ୍କୁ ଜେଲ୍‌

ଡର୍ବାନ,୮।୬: ମହତ୍ମା ଗାନ୍ଧୀଙ୍କ ଅଣନାତୁଣୀ ଆଶିଷ ଲତା ରାମଗୋବିନଙ୍କୁ ଠକେଇ ମାମଲାରେ ୭ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି ଦକ୍ଷିଣ ଆଫ୍ରିକାର ଏକ କୋର୍ଟ।...

ପ୍ରତ୍ୟର୍ପଣ ପାଇଁ ଡୋମିନିକା ରାଜି

ରୋଷେଉ,୩ା୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସିଙ୍କ ଅଡ଼ୁଆ ବଢ଼ିଛି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ର ୧୩,୫୦୦ କୋଟି ଋଣ ଜାଲିଆତି କରି ଫେରାର ହୋଇଥିବା...

ଜେନେଭାରେ ବାଇଡେନ୍‌-ପୁଟିନ୍‌ ସମିଟ୍‌

ଜେନେଭା, ୧୭।୬: ଆମେରିକା ଓ ରୁଷିଆ ମଧ୍ୟରେ ଦୀର୍ଘ ବର୍ଷ ହେଲା ଉତ୍ତେଜନା ଲାଗି ରହିଥିବାବେଳେ ଜେନେଭା ସମ୍ମିଳନୀ ଅବସରରେ ଦୁଇ ରାଷ୍ଟ୍ରପତି ଜୋ ବାଇଡେନ୍‌...

ପ୍ରବଳ ଥଣ୍ଡାରେ ୧୦୦ କିଲୋମିଟର ମାରାଥନ୍‌: ଅଧାବାଟରେ ୨୧ ଜଣଙ୍କ ମୃତ୍ୟୁ…

ବେଜିଂ,୧୨।୬: ଚାଇନାରେ ଏକ ମରାଥନ ଦୌଡ଼ ସମୟରେ ୨୧ ଜଣ ପ୍ରତିଯୋଗୀଙ୍କ ମୃତ୍ୟୁ ଘଟିଛି। ପ୍ରବଳ ଥଣ୍ଡା ଯୋଗୁ ସେମାନଙ୍କର ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ...

ନେଫ୍‌ଟାଲି ଇସ୍ରାଏଲ ପ୍ରଧାନମନ୍ତ୍ରୀ

ଜେରୁଜେଲମ୍‌, ୧୪।୬: ଇସ୍ରାଏଲକୁ ସର୍ବାଧିକ କାଳ ଶାସନ କରିଥିବା ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁଙ୍କ ଯୁଗର ଅବସାନ ହୋଇଛି। ଦୀର୍ଘଦିନ ଧରି ଅଚଳାବସ୍ଥା ଲାଗି ରହିବା ପରେ...

ବୃଦ୍ଧଙ୍କ ଘରୁ ମିଳିଲା ୩,୭୮୭ ଖଣ୍ଡ ମଣିଷ ହାଡ଼

ମେକ୍ସିକୋ ସିଟି,୨୫।୬: ମେକ୍ସିକୋ ସହର ବାହାର ଅଞ୍ଚଳରେ ଏକ ସନ୍ଦିଗ୍ଧ ହତ୍ୟାକାରୀଙ୍କ ଘର ଚଟାଣ ଖୋଳା ହେବାରୁ ମିଳିଛି ୩,୭୮୭ ଖଣ୍ଡ ହାଡ଼। ଏହା ୧୭...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସଂସଦରେ ଯୋଗ ଶିକ୍ଷା ଦେବେ ପ୍ରଜ୍ଞା
Next Post Next post:
୮ ଜିଲାରେ ଅକ୍ସିଜେନ୍‌ ପ୍ଲାଣ୍ଟ ଶିଳାନ୍ୟାସ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts