ଭାରତୀୟ ବଂଶୋଦ୍ଭବ ବିଚାରପତି ମହମଦ ଜମାଲ ପ୍ରଥମ ଅଣଶ୍ୱେତାଙ୍ଗ ଭାବେ କାନାଡା ସୁପ୍ରିମକୋର୍ଟକୁ ମନୋନୀତ ହୋଇଛନ୍ତି। ୨୦୧୯ରୁ ଓଣ୍ଟାରିଓସ୍ଥିତ କୋର୍ଟ ଅଫ୍ ଅପିଲ୍ର ବିଚାରପତି ଥିବା ଜମାଲଙ୍କୁ ସର୍ବୋଚ୍ଚ ଅଦାଲତକୁ ପଦୋନ୍ନତି ଦିଆଯାଇଛି। ୧୯୬୭ରେ ନାଇରୋବିରେ ଜଷ୍ଟିସ୍ ଜମାଲଙ୍କ ଜନ୍ମ। ତାଙ୍କ ପୂର୍ବ ପିଢ଼ି ଭାରତରୁ ସେଠାକୁ ଚାଲିଯାଇଥିଲେ। ଏହା ପରେ ଉକ୍ତ ପରିବାର ବ୍ରିଟେନ ଯାଇଥିଲେ। ୧୯୮୧ରେ ଜଷ୍ଟିସ୍ ଜମାଲ ନିଜ ପରିବାର ସହ କାନାଡା ଯାଇ ୟୁନିଭର୍ସିଟି ଅଫ୍ ଟରଣ୍ଟୋରେ ପଢ଼ିଥିଲେ।
ହେଉଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.