ଲଣ୍ଡନ, ୧୩ା୬: କରୋନା ମୁକାବିଲାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବା ଭାରତୀୟ ବଂଶୋଦ୍ଭବ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ନାଁ ବ୍ରିଟେନ ମହାରାଣୀ ଏଲିଜାବେଥ୍ ୨ୟଙ୍କ ଜନ୍ମଦିନ ସମ୍ମାନ ତାଲିକାରେ ସାମିଲ ହୋଇଛି। ମହାମାରୀବେଳେ ବ୍ୟକ୍ତିବିଶେଷଙ୍କ ଅସାଧାରଣ ପ୍ରୟାସ ଉପରେ ଏଥିରେ ଗୁରୁତ୍ୱ ଦିଆଯାଇଛି।
କରୋନା ଟିକା ପ୍ରସ୍ତୁତି ଏବଂ ଏହାର ଟ୍ରାଏଲରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବା କୋଲକାତା ଜନ୍ମିତ ଦିବ୍ୟା ଚଢ଼ା ମାନେକଙ୍କୁ ଅର୍ଡର ଅଫ୍ ଦି ବ୍ରିଟିଶ୍ ଏମ୍ପାୟର(ଓବିଇ) ସମ୍ମାନ ମିଳିଛି। ଚଢ଼ା ମାନେକ ଏବେ ବ୍ରିଟିଶ ସରକାରଙ୍କ ନ୍ୟାଶନାଲ ଇନ୍ଷ୍ଟିଚ୍ୟୁଟ୍ ଫର୍ ହେଲ୍ଥ ରିସର୍ଚ୍ଚ କ୍ଲିନିକାଲ ରିସର୍ଚ୍ଚ ନେଟ୍ଓ୍ବର୍କରେ ବ୍ୟବସାୟ ଓ ମାର୍କେଟିଂ ନିର୍ଦ୍ଦେଶକ ଅଛନ୍ତି। ତାଲିକାରେ ୩୦ରୁ ଊର୍ଦ୍ଧ୍ୱ ଭାରତୀୟ ବଂଶୋଦ୍ଭବଙ୍କ ଭିତରୁ ଓବିଇ ସମ୍ମାନ ପ୍ରାପ୍ତଙ୍କ ମଧ୍ୟରେ ଶିଖ୍ ରିକଭରି ନେଟ୍ଓ୍ବର୍କର ପ୍ରତିଷ୍ଠାତା ଯଶବିନ୍ଦର ସିଂ ରାଏ ଏବଂ ଲଏଡ୍ ବ୍ୟାକିଂ ଗ୍ରୁପ୍ର ଯଶଜ୍ୟୋତ ସିଂ ରହିଛନ୍ତି।
Posted inଅନ୍ତର୍ଜାତୀୟ View All
ପୁଅ ବାହା ହେବାକୁ ମନା କରିବାରୁ ମା-ବାପା ନେଲେ ଏମିତି ଚରମ ପଦକ୍ଷେପ, ଜାଣିଲେ ହେବେ ଆଶ୍ଚର୍ଯ୍ୟ
ତେହେରାନ,୯ା୬: ଇରାନରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ବୃଦ୍ଧ ଦମ୍ପତି ତାଙ୍କର ୪୭ ବର୍ଷୀୟ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ଜଣକ ଫିଲ୍ମନିର୍ମାତା...
୧୦୦ ତାଲିବାନ୍ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…
କାବୁଲ,୩।୬: ସୁରକ୍ଷାକର୍ମୀଙ୍କ ସହିତ ମୁହାଁମୁହିଁ ହେବା ପରେ ଆଫଗାନିସ୍ତାନରେ ୧୦୦ ତାଲିବାନ୍ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏହି ଘଟଣାରେ ୫୦ ଜଣ ଆତଙ୍କବାଦୀ ଆହତ ହୋଇଥିବା...
ବୁର୍କିନା ଫାସୋରେ ଆକ୍ରମଣ: ଶତାଧିକ ମୃତ
ନିଆମି(ନାଇଜର),୬।୬: ବୁର୍କିନା ଫାସୋର ଏକ ଗ୍ରାମରେ କେତେଜଣ ବନ୍ଧୁକଧାରୀଙ୍କ ଆକ୍ରମଣରେ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଅନେକ ଗୁରୁତର ଆହତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବାରୁ...
ଗୋଟିଏ ଭୁଲ୍ ପାଇଁ କ୍ଷତି ହେଲା ୩୦ ହଜାର କୋଟି…
ଲିସବନ୍,୧୬।୬: ଗୋଟିଏ ଭୁଲ୍ ପାଇଁ ସାଙ୍ଗେ ସାଙ୍ଗେ ୩୦ ହଜାର କୋଟି ଟଙ୍କାର କ୍ଷତି ହୋଇଥିଲା। ପର୍ତ୍ତୁଗାଲ ଫୁଟବଲ ଟିମ୍ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍...
ସର୍ବ ସମ୍ମୁଖରେ ଛାତ୍ରଙ୍କୁ ମୃତ୍ୟୁଦଣ୍ଡ
ନାଇରୋବି,୧୨ା୬: ଇଥିଓପିଆର ସରକାରୀ ବଳ ଜଣେ ନାବାଳକଙ୍କୁ ସ୍ପଷ୍ଟ ଦିବାଲୋକରେ ମୃତ୍ୟୁଦଣ୍ଡ ଦେଇଥିବା ହ୍ୟୁମାନ ରାଇଟ୍ସ ଓ୍ବାଚ୍ ପକ୍ଷରୁ ସୂଚନା ଦିଆଯାଇଛନ୍ତି। ଓରୋମିଆ ଅଞ୍ଚଳରେ ସୈନ୍ୟମାନେ...
ସିଙ୍ଗାପୁରରେ ଭାରତୀୟ ବଂଶୋଦ୍ଭବ ମହିଳାଙ୍କୁ ୩୦ ବର୍ଷ ଜେଲ୍
ସିଙ୍ଗାପୁର,୨୨।୬: ୪୧ ବର୍ଷୀୟା ଭାରତୀୟ ବଂଶୋଦ୍ଭବ ମହିଳାଙ୍କୁ ସିଙ୍ଗାପୁରରେ ୩୦ ବର୍ଷ ଜେଲ୍ ଦଣ୍ଡରେ ଦଣ୍ଡିତ କରାଯାଇଛି। ଘରୋଇ ସହାୟକଙ୍କ ଉପରେ ୧୪ ମାସ ଧରି...
ଉହାନ୍ ଲ୍ୟାବ୍କୁ ଆର୍ଥିକ ସହାୟତା: ସନ୍ଦେହ ଘେରରେ ଆମେରିକା ମହାମାରୀ ବିଶେଷଜ୍ଞ…
ଓ୍ବାଶିଂଟନ,୩।୬: ପୃଥିବୀରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଚାଇନାର ଉହାନ୍ ଲ୍ୟାବ୍କୁ ଆର୍ଥିକ ସହାୟତା ଯୋଗାଇ ଦେଇଥିବା ଅଭିଯୋଗ ହୋଇଛି। ଏନେଇ...
ଭାରତ ସହ ସମ୍ପର୍କ ମଜଭୁତ ହେବ: ନେଫ୍ଟାଲି
ଜେରୁଜେଲମ, ୧୫ା୬: ଇସ୍ରାଏଲ ଓ ଭାରତ ଭଳି ଦୁଇ ଗଣତାନ୍ତ୍ରିକ ରାଷ୍ଟ୍ର ମଧ୍ୟରେ ସମ୍ପର୍କକୁ ଆହୁରି ମଜଭୁତ କରିବା ପାଇଁ ଇସ୍ରାଏଲର ନବନିର୍ବାଚିତ ପ୍ରଧାନମନ୍ତ୍ରୀ ନେଫ୍ଟାଲି...


