E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ, ଫୁରସତ

ଇନ୍‌ଷ୍ଟାଗ୍ରାମର ବଡ଼ ତ୍ରୁଟି ବାହାର କରିଥିବା ଛାତ୍ରଙ୍କୁ ଫେସ୍‌ବୁକ ଦେଲା ପୁରସ୍କାର
3:56 pmJune 16, 2021

ମୁମ୍ବାଇ,୧୬।୬: ଭାରତୀୟ ହ୍ୟାକରଙ୍କୁ ଫେସ୍‌ବୁକ ଦେଲା ୨୨ଲକ୍ଷ ଟଙ୍କା ପୁରସ୍କାର ରାଶି। ପୁରସ୍କାର ରାଶି ପଛରେ ଥିବା କାରଣ ଜାଣିଲେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯିବେ। ସୂଚନା ମୁତାବକ ମହାରାଷ୍ଟ୍ରରେ ରହୁଥିବା ୨୧ବର୍ଷୀୟ ମୟୁର ନାମକ ଜଣେ ଭାରତୀୟ ଡେଭଲପର ଫେସ୍‌ବୁକର ପ୍ଲାଟଫର୍ମ ଇନ୍‌ଷ୍ଟାଗ୍ରାମରେ ଏକ ବଡ଼ ତ୍ରୁଟି ବାହାର କରିଥିଲେ। ତାଙ୍କର ଏହି କାର୍ଯ୍ୟ ପାଇଁ ଫେସ୍‌ବୁକ ତାଙ୍କୁ ପୁରସ୍କୁତ କରିଛି। ସୂଚନାଯୋଗ୍ୟ, ଯେତେବେଳେ ଉଭୟ ଆକାଉଣ୍ଟଧାରୀ ପରସ୍ପରକୁ ଫଲୋ କରନ୍ତି ସେତେବେଳେ ହିଁ ବ୍ୟକ୍ତିଗତ ଆକାଉଣ୍ଟକୁ ସେମାନେ ଇନ୍‌ଷ୍ଟାଗ୍ରାମରେ ଦେଖିପାରନ୍ତି। କିନ୍ତୁ ଏହି ତ୍ରୁଟି ଯୋଗୁ ଇନ୍‌ଷ୍ଟାଗ୍ରାମରେ କୌଣସି ବ୍ୟକ୍ତି ଅନ୍ୟ ଆକାଉଣ୍ଟର ଗୋପନୀୟତାକୁ ଅତି ସହଜରେ ଦେଖିପାରିବେ। ଫଳରେ ୟୁଜର୍ସମାନଙ୍କୁ ଗୋପନୀୟତା ନ ରହିବା ସହ ଅନ୍ୟମାନେ ଖରାପ୍‌ ଉଦ୍ଦେଶ୍ୟରେ ଏହାର ଫାଇଦା ମଧ୍ୟ ଉଠାଇପାରନ୍ତି। ଏପ୍ରିଲ ୧୬ରେ ଇନ୍‌ଷ୍ଟାଗ୍ରାମର ଏହି ସମସ୍ୟା ବିଷୟରେ ମୟୁର ଫେସ୍‌ବୁକକୁ ସୂଚନା ଦେଇଥିଲେ। ତେବେ ଇନ୍‌ଷ୍ଟାଗ୍ରାମର ଏହି ସମସ୍ୟାକୁ ଫେସ୍‌ବୁକ ସ୍ବୀକାର କରିବା ସହ ଏହି ତ୍ରୁଟିକୁ ସଂଶୋଧିତ କରାଯାଇଛି। ସଧାରଣତଃ ଯେପର୍ଯ୍ୟନ୍ତ ଏହି ସମସ୍ୟାର ସମାଧାନ ନ ହୁଏ ସେପର୍ଯ୍ୟନ୍ତ ବାଉଣ୍ଟି ହଣ୍ଟର୍ସଙ୍କୁ ଏହାକୁ ଗୁପ୍ତ ରଖିବାକୁ କୁହାଯାଇଥିଲା। ଯେପରି ଅନ୍ୟମାନେ ଏହାର ଫଇଦା ନ ଉଠାନ୍ତି। ତେବେ ମୟୁରଙ୍କ ଏହି କାର୍ଯ୍ୟ ପାଇଁ ଫେସ୍‌ବୁକ ତାଙ୍କୁ ବାଉଣ୍ଟି ଭାବେ ୩୦ହଜାର ଡଲାର(ଭାରତୀୟ ମୁଦ୍ରା ଅନୁସାରେ ପ୍ରାୟ ୨୨ଲକ୍ଷ ଟଙ୍କା) ପୁରସ୍କାର ରାଶିରେ ପୁରସ୍କୃତ କରିଛି। ଏନେଇ ଫେସବୁକ୍‌ ତାଙ୍କୁ ଇମେଲ ଜରିଆରେ ସୂଚନା ଦେଇଥିବା ଜଣାପଡ଼ିଛି।

 

 

 


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ, ଫୁରସତ View All

ସିବିଏସ୍‌ଇ ଏବଂ ସିଆଇସିଏସ୍‌ଇକୁ ନିର୍ଦ୍ଦେଶ: ୧୫ ଦିନରେ ମୂଲ୍ୟାୟନ ପଦ୍ଧତି ଦର୍ଶାଅ

ନୂଆଦିଲ୍ଲୀ,୪।୬(ପି.ଟି.):କରୋନା ମହାମାରୀ ପାଇଁ ଚଳିତ ବର୍ଷ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ବାତିଲ କରାଯାଇଥିବାରୁ ସୁପ୍ରିମକୋର୍ଟ ଗୁରୁବାର ଖୁସିବ୍ୟକ୍ତ କରିଛନ୍ତି। ତେବେ ଛାତ୍ରୀଛାତ୍ରଙ୍କ ମୂଲ୍ୟାୟନ ପଦ୍ଧତି ସମ୍ପର୍କରେ...

‘ପାକ୍‌ ସହ ଆଲୋଚନା କରୁ କେନ୍ଦ୍ର’

ନୂଆଦିଲ୍ଲୀ/ଶ୍ରୀନଗର,୨୩ା୬: ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନକୁ ଶାନ୍ତି ଫେରାଇ ଆଣିବା ପାଇଁ ଯଦି ଭାରତୀୟ ଅଧିକାରୀମାନେ ଦୋହା ଯାଇ ତାଲିବାନ ଆତଙ୍କବାଦୀଙ୍କ ସହ ଆଲୋଚନା କରିପାରୁଛନ୍ତି ତେବେ...

ସୁଶାନ୍ତଙ୍କ ବାପାଙ୍କ ଆବେଦନ ଖାରଜ

ନୂଆଦିଲ୍ଲୀ, ୧୦ା୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଉପରେ ଅଧାରିତ ଫିଲ୍ମ ‘ନ୍ୟାୟ: ଦ ଜଷ୍ଟିସ୍‌’, ‘ସୁଇସାଇଡ୍‌ ଅର୍‌ ମର୍ଡର: ଏ ଷ୍ଟାର ଓ୍ବାଜ୍‌...

ମେଘାଙ୍କୁ ପୁଲିଜର

ନୂଆଦିଲ୍ଲୀ, ୧୩।୬: ଚାଇନା ସରକାର ଉଇଗର ମୁସଲମାନମାନଙ୍କୁ ଗଣ ଅଟକ ରଖିବା ଘଟଣାର ରହସ୍ୟ ଉନ୍ମୋଚନ କରିଥିବା ଭାରତୀୟ ବଂଶୋଦ୍ଭବ ଖବରଦାତା ମେଘା ରାଜଗୋପାଲନ୍‌ଙ୍କୁ ମର୍ଯ୍ୟାଦାଜନକ...

ଉଚ୍ଚ କୋଠାରୁ ଓହ୍ଲାଇବାକୁ ମାଙ୍କଡ଼ କରୁଛି ଏମିତି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ରାମଦେବ ଭର୍ସେସ ଡାକ୍ତର: ବେକରେ ପୋଷ୍ଟର-ପିପିଇ କିଟ୍‌ ପିନ୍ଧି ବିରୋଧ ପ୍ରଦର୍ଶନ

ନୂଆଦିଲ୍ଲୀ,୧।୬: ଏଲୋପାଥି ଚିକିତ୍ସା ଓ ଡାକ୍ତରଙ୍କୁ ନେଇ ଯୋଗଗୁରୁ ବାବା ରାମଦେବ ଦେଇଥିବା ବୟାନର ବିବାଦ ଥମିବାର ନା ନେଉନି। ଏହି ମାମଲାରେ ବାବା ରାମଦେବ...

ତମାଖୁ ବିକ୍ରି ପାଇଁ ଦରକାର ଲାଇସେନ୍ସ

ଲକ୍ଷ୍ନୌ,୧୩।୬: ମଦ ଭଳି ତମାଖୁ ବିକ୍ରି ପାଇଁ ମଧ୍ୟ ଲାଇସେନ୍ସ ଦରକାର। ତେବେ ଏଭଳି ନିୟମ ଉତ୍ତରପ୍ରଦେଶ(ୟୁପି)ରେ କାର୍ଯ୍ୟକାରୀ ହେବାକୁ ଯାଉଛି। ଯୋଗୀ ଆଦିତ୍ୟ ନାଥଙ୍କ...

ସ୍ବାମୀଙ୍କଠାରୁ ଏତିକି ଲମ୍ବା ସ୍ତ୍ରୀ, ସୃଷ୍ଟି କଲେ ଓ୍ବାଲର୍‌ଡ ରେକର୍ଡ

କୁହାଯାଏ, ଉପରବାଲା ଯୋଡ଼ି ବନେଇଥାନ୍ତି। ଏହି ଉକ୍ତିର ସତ୍ୟତା ଦେଖିବାକୁ ମିଳିଛି ବ୍ରିଟେନରେ । ଜେମ୍ସ ଏବଂ କ୍ଲୋଇଙ୍କ ଯୋଡ଼ି ଭଗବାନ ତିଆରି କରିଛନ୍ତି। ଯାହକି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବିକିନୀ ପିନ୍ଧି ପୁରୁଷ ବନ୍ଧୁଙ୍କ ହାତ ଧରି ସମୁଦ୍ର କୂଳରେ ବୁଲୁଛନ୍ତି ଏହି ଅଭିନେତ୍ରୀ, ଭାଇରାଲ ହେଉଛି ଫଟୋ
Next Post Next post:
ଲକଡାଉନକୁ ନେଇ ବଡ଼ ଘୋଷଣା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts