E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

କରୋନା ଦ୍ୱିତୀୟ ଲହର ୭୧୯ଡାକ୍ତରଙ୍କ ନେଇଛି ଜୀବନ
2:00 pmJune 12, 2021

ନୂଆଦିଲ୍ଲୀ,୧୨।୬: କରୋନା ସଂକମ୍ରଣର ଦ୍ୱିତୀୟ ଲହର ସାରା ଦେଶରେ ଆତଙ୍କ ଖେଳାଇଛି। ବର୍ତ୍ତମାନ ଦୈନିକ ସଂକ୍ରମଣରେ ହ୍ରାସ ଘଟୁଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା ନେଉନି। ଏହି ଦ୍ୱିତୀୟ ଲହରରେ ଏଯାଏ ୭୧୯ଡାକ୍ତରଙ୍କ ଜୀବନ ନେଇଛି କରୋନା। ଏନେଇ ଇଣ୍ଡିଆନ ମେଡିକାଲ ଆସୋସିଏସନ(ଆଇଏମ୍‌ଏ) ପକ୍ଷରୁ ସୂଚନା ଦିଆଯାଇଛି। କରୋନାଯୋଗୁ ସବୁଠାରୁ ଅଧିକ ଡାକ୍ତରଙ୍କ ମୃତ୍ୟୁ ହୋଇଛି ବିହାରରେ। ବିହାରେ ୧୧୧ଜଣଙ୍କ ଡାକ୍ତରଙ୍କ ମୃତ୍ୟୁ ହୋଇଥିବା ବେଳେ ଦିଲ୍ଲୀରେ ୧୦୯, ଉତ୍ତରପ୍ରଦେଶ ୭୯ ଓ ପଶ୍ଚିମବଙ୍ଗରେ ୬୩ ଓ ରାଜସ୍ଥାନରେ ୪୩ଜଣ ଡାଙ୍କରଙ୍କ ମୃତ୍ୟୁ ଘଟିଛି। ସେହିପରି ଆନ୍ଧ୍ରପ୍ରଦେଶରେ ୩୫, ତେଲେଙ୍ଗାନା ୩୬, ତାମିଲନାଡ଼ୁ ୩୨ କର୍ନାଟକ ୯ ଓ କେରଳରେ ୨୪ଜଣ ଡାକ୍ତରଙ୍କ ମୃତ୍ୟୁ ହୋଇଛି। ଗତବର୍ଷ ପ୍ରଥମ ଲହରରେ କରୋନାଜନିତ ୭୪୮ଜଣ ଡାକ୍ତରଙ୍କ ପ୍ରାଣହାନୀ ଘଟିଥିଲା। ତେବେ କରୋନାରେ ମୃତ୍ୟୁ ହୋଇଥିବା ଡାକ୍ତରଙ୍କ ବଳିଦାନ ପାଇଁ ତାଙ୍କୁ କରୋନା ଶହୀଦର ମାନ୍ୟତା ଦିଆଯିବା ଉଚିତ୍‌ ବୋଲି ଦାବି କରିଛି ଆଇଏମ୍‌ଏ। ଏଥିସହ ସରକାରଙ୍କ ପକ୍ଷରୁ ସେମାନଙ୍କ ପରିବାରଙ୍କୁ ଉଚିତ୍‌ ସହାୟତା ଯୋଗାଇଦେବାକୁ ଦାବି ହୋଇଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ବିହାର ବଢ଼ାଇଦେଲା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ,୧୧ା୬:ଦେଶରେ ବୁଧବାର କାରୋନା ଭାଇରସ୍‌ ସଂକ୍ରମଣଜନିତ ୬,୧୪୮ ମୃତ୍ୟୁ ଘଟିଛି। ମହାମାରୀ ଆସିବା ପରଠାରୁ ଦିନକ ଭିତରେ ସଂକ୍ରମିତଙ୍କ ଜୀବନ ଯିବାରେ ଏହା ସର୍ବାଧିକ। ତେବେ...

ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା।...

ସ୍ଫୁଟନିକ୍‌ ଭି ଭାକ୍ସିନ ତିଆରି ପାଇଁ ଡିସିଜିଆଇକୁ ଅନୁମତି ମାଗିଲା ସେରମ୍‌ ଇନ୍‌ଷ୍ଟିଚ୍ୟୁଟ

ନୂଆଦିଲ୍ଲୀ,୩।୬: ଆଗାମୀ ଦିନରେ ଭାରତରେ ରୁଷୀୟ ଭାକ୍ସିନ ସ୍ଫୁଟନିକ ଭିର ନିର୍ମାଣ କରିପାରେ ସେରମ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆ (ସିଆଇଆଇ)। ଏନେଇ ସେରମ ଇନ୍‌ଷ୍ଟିଚ୍ୟୁଟ ପକ୍ଷରୁ...

ରାଜ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ଶୁକ୍ରବାର...

୧୦୦ କୋଟି ଡୋଜ୍‌ ଟିକା ଦେବ ଜି ୭

କାର୍ବିସ୍‌ ବେ, ୧୪।୬: ବ୍ରିଟେନରେ ଚାଲିଥିବା ଜି ୭ ରାଷ୍ଟ୍ରଗୋଷ୍ଠୀ ସମ୍ମିଳନୀ ରବିବାର ଶେଷ ହୋଇଛି। ଗରିବ ରାଷ୍ଟ୍ରଗୁଡ଼ିକୁ ୧୦୦ କୋଟିରୁ ଊର୍ଦ୍ଧ୍ୱ କୋଭିଡ୍‌ ଟିକା...

ବିବାହ କରିବାକୁ ଜିଦ୍‌ ଧରିଲେ ୬୫ ବର୍ଷୀୟ ବ୍ୟକ୍ତି: ଶେଷରେ ବର ବେଶରେ ସଜେଇ ହୋଇ ଜାଣନ୍ତୁ କାହାକୁ କଲେ ବିବାହ

ଆମେଠି,୨୧।୬: ଉତ୍ତରପ୍ରଦେଶର ଆମେଠିରେ ଏକ ରୋଚକ ଘଟଣା ଘଟିଛି। ଏଠାରେ ଏକ ଅନନ୍ୟ ବିବାହ ଦେଖିବାକୁ ମିଳିଛି। ଜଣେ ୬୫ ବର୍ଷୀୟ ବ୍ୟକ୍ତି ବିବାହ କରିବାକୁ...

କୋଭିଶିଲ୍ଡ ନେଇ ଭୟ ନାହିଁ, ଭାକ୍ସିନ୍‌ ଅଭାବ ଯୋଗୁ ବଢୁଛି ସମୟ ସୀମା: ନୀତି ଆୟୋଗ…

ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ...

ଶୁଭେନ୍ଦୁଙ୍କ ବିରୋଧରେ ଚୋରି ଅଭିଯୋଗ…

କୋଲକାତା,୬।୬: ପଶ୍ଚିମବଙ୍ଗ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଏବଂ ତାଙ୍କ ଭାଇ ସୌମେନ୍ଦୁ ଅଧିକାରୀଙ୍କ ବିରୋଧରେ ଚୋରି ଅଭିଯୋଗ ହୋଇଛି। ସେମାନେ ସ୍ଥାନୀୟ କାଣ୍ଠି ମ୍ୟୁନିସିପାଲିଟି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ୟୁଜି,ପିଜି ପରୀକ୍ଷାକୁ ନେଇ ଏଭଳି ନିଷ୍ପତ୍ତି
Next Post Next post:
୧.୨୯ କୋଟି ଭାକ୍ସିନ୍‌ କିଣିଛନ୍ତି ଘରୋଇ ହସ୍ପିଟାଲ, ବ୍ୟବହାର ହୋଇଛି ୨୨ ଲକ୍ଷ: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts