E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ସିଙ୍ଗାପୁରରେ ଭାରତୀୟ ବଂଶୋଦ୍ଭବ ମହିଳାଙ୍କୁ ୩୦ ବର୍ଷ ଜେଲ୍‌
7:24 pmJune 22, 2021

ସିଙ୍ଗାପୁର,୨୨।୬: ୪୧ ବର୍ଷୀୟା ଭାରତୀୟ ବଂଶୋଦ୍ଭବ ମହିଳାଙ୍କୁ ସିଙ୍ଗାପୁରରେ ୩୦ ବର୍ଷ ଜେଲ୍‌ ଦଣ୍ଡରେ ଦଣ୍ଡିତ କରାଯାଇଛି। ଘରୋଇ ସହାୟକଙ୍କ ଉପରେ ୧୪ ମାସ ଧରି ନିର୍ଯାତନା ଦେବା ସହ ହତ୍ୟା ମାମଲାରେ ସିଙ୍ଗାପୁରର ଏକ କୋର୍ଟ ଏହି ଦଣ୍ଡରେ ଦଣ୍ଡିତ କରିଛନ୍ତି। ଘରୋଇ ସହାୟକଙ୍କ ଉପରେ ନିର୍ଯାତନା ମାମଲାରେ ଏହା ସିଙ୍ଗାପୁରର ଯେକୌଣସି କୋର୍ଟ ଦେଇଥିବା ସର୍ବାଧିକ ଜେଲ୍‌ ଦଣ୍ଡ। ଗତ ଫେବୃୟାରୀରେ ହତ୍ୟା, ଖାଦ୍ୟ ନ ଦେବା, ଚେଙ୍ଖ ଦେବା ଭଳି ୨୮ଟି ଦଫାରେ ଦୋଷୀ ସାବ୍ୟସ୍ତ ହୋଇଥିଲେ ଗାୟତ୍ରୀ ମୁରୁଗାୟାନ।

ମୃତକ ପିଆଙ୍ଗ ନାଗାଇ ଡନ (୨୪) ଜଣେ ମ୍ୟାନମାର ନାଗରିକ ଥିଲେ। ଗାୟତ୍ରୀ ଓ ତାଙ୍କ ମା’ଙ୍କ ଆକ୍ରମଣରେ ୨୦୧୬ ଜୁଲାଇ ୨୬ରେ ପିଆଙ୍ଗଙ୍କ ମୃତ୍ୟୁ ହୋଇଥିଲା। ଶବ ବ୍ୟବଚ୍ଛେଦରୁ ବେକ ହାଡ଼ ଭାଙ୍ଗିବା ଓ ବ୍ରେନ ଡ୍ୟାମେଜ ହୋଇଥିବା ଜଣାପଡ଼ିଥିଲା। ସେ ୨୦୧୫ ମେ’ରେ ଗାୟତ୍ରୀଙ୍କ ଘରେ କାମ କରିବା ପାଇଁ ସିଙ୍ଗାପୁର ଆସିଥିଲେ। ତାଙ୍କୁ ୧୪ ମାସ ଧରି ବିଧା, ଗୋଇଠା ସହ ରଡ଼ରେ ମାଡ଼ ହେଉଥିଲା। ବେଳେବେଳେ ଚେଙ୍ଖ ଦିଆଯାଉଥିଲା, ଯାହାର ଚିହ୍ନ ମୃତକଙ୍କ ହାତରେ ଦେଖିମିଳିଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ମିଳିଲା ତୃତୀୟ ବୃହତ୍‌ ହୀରା

ଗାବୋରୋନେ,୧୭।୬: ଦକ୍ଷିଣ ଆଫ୍ରିକୀୟ ଦେଶ ବୋଟ୍‌ସ୍ବାନାରେ ମିଳିଛି ବିଶ୍ୱର ୩ ବୃହତ୍ତମ ହୀରା। ଏପର୍ଯ୍ୟନ୍ତ ଏହାର ନାମକରଣ ହୋଇ ନାହିଁ। ୧,୦୯୮ କ୍ୟାରେଟ୍‌ର ଏହି ହୀରା...

ଆଇଜାକ୍‌ ହର୍‌ଜୋଗ୍‌ ଇସ୍ରାଏଲ ରାଷ୍ଟ୍ରପତି

ଜେରୁଜେଲମ, ୩ା୬: ଇସ୍ରାଏଲରେ ବୁଧବାର ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ଅଭିଜ୍ଞ ରାଜନେତା ଆଇଜାକ୍‌ ହର୍‌ଜୋଗ୍‌ ବିଜୟୀ ହୋଇଛନ୍ତି। ଇସ୍ରାଏଲ ପାର୍ଲାମେଣ୍ଟ ‘ନେସେଟ୍‌’ରେ ୧୨୦ ଜଣ ସଦସ୍ୟ...

ପୃଥିବୀ ମୁହାଁ ବିରାଟ ଗ୍ରହାଣୁପିଣ୍ଡ: ଜୁନ୍‌ ୨୫ରେ କରିବ ଅତିକ୍ରମ…

ଓ୍ବାଶିଂଟନ,୧୫।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆଉ ଏକ ନୂଆ ବିପଦ ଆଶଙ୍କା ଦେଖାଦେଇଛି। ବିରାଟ ଗ୍ରହାଣୁପିଣ୍ଡ ୪୪୧୯୮୭...

ଭିନ୍ନ ହେବେ ‘ସ୍ପେସ୍‌ ବେବି’

ନୂଆଦିଲ୍ଲୀ: ମହାକାଶରେ ଗୁରୁତ୍ୱ ଆକର୍ଷଣ ନାହିଁ। ତେଣୁ ସେଠାରେ ଜଣେ ଗର୍ଭବତୀଙ୍କ ସାମାନ୍ୟ ପ୍ରସବ ଅସମ୍ଭବ। ଯଦିଓ ସ୍ବାସ୍ଥ୍ୟ ବିଜ୍ଞାନର ଅତ୍ୟାଧୁନିକ ଜ୍ଞାନକୌଶଳକୁ ଉପଯୋଗ କରି...

କୋଭାକ୍ସିନ୍‌କୁ ଡବ୍ଲ୍ୟୁଏଚ୍‌ଓ ମଞ୍ଜୁରୀ: ଜୁନ୍‌ ୨୩ରେ ବୈଠକ…

ଜେନେଭା,୧୭।୬: ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଭାକ୍ସିନ୍‌ କୋଭାକ୍ସିନ୍‌କୁ ବିଶ୍ୱସ୍ତରରେ ବ୍ୟବହାର କରାଯିବା ଲାଗି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ର ମଞ୍ଜୁରୀ ପାଇଁ ଜୁନ୍‌ ୨୩ରେ...

ଆଡ୍‌ମିଶନ ପାଇଁ ଯୁବତୀଙ୍କ ସହ ରାତି କାଟିବାକୁ ଅଫର ଦେଉଛି ଏହି ବିଶ୍ୱବିଦ୍ୟାଳୟ, ଜାଣିଲେ କରିବେ ନିନ୍ଦା

ବେଜିଂ,୧୦ା୬: ଚାଇନାର ଏକ ବିଶ୍ୱବିଦ୍ୟାଳୟ ଏବେ କଡ଼ା ବିବାଦର ସମ୍ମୁଖୀନ ହୋଇଛି। ଏହି ବିଶ୍ୱବିଦ୍ୟାଳୟ ଆଡ୍‌ମିଶନ ପାଇଁ ସୋସିଆଲ ମିଡିଆରେ ଏକ ବିଜ୍ଞାପନ ଦେଇଥିଲା। କିନ୍ତୁ...

କୋଭାକ୍ସିନର ଜରୁରିକାଳୀନ ବ୍ୟବହାରକୁ ମଞ୍ଜୁରୀ ଦେଲା ନାହିଁ ଆମେରିକା

ଓ୍ବାଶିଂଟନ୍‌,୧୧।୬: ଆମେରିକାରେ ଜରୁରିକାଳୀନ ବ୍ୟବହାର ପାଇଁ ସ୍ବଦେଶୀ ଟିକା କୋଭାକ୍ସିନ୍‌ ନିର୍ମାତା ଭାରତ ବାୟୋଟେକକୁ ଟିକିଏ ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ିବ। କୋଭାକ୍ସିନର ଜରୁରିକାଳୀନ...

ମାଟି ତଳୁ ମିଳିଲା ୧,୦୦୦ ବର୍ଷ ତଳର କୁକୁଡ଼ା ଅଣ୍ଡା…

ତେଳଅଭିବ୍‌,୧୦।୬: ଇସ୍ରାଏଲ୍‌ରେ ମାଟିତଳୁ ୧,୦୦୦ ବର୍ଷ ତଳର କୁକୁଡ଼ା ଅଣ୍ଡା ମିଳିଛି। ଏହି ଅଣ୍ଡା ଦଶମ ଶତାବ୍ଦୀ ସମୟର ବୋଲି ଗବେଷକ ଅନୁମାନ କରିଛନ୍ତି। ତେବେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କରୋନା ମହାମାରୀ ଭୟ ଶୂନ: ଚାଇନାରେ ପାଳନ କରାଯାଉଛି ‘କୁକୁର ମାଂସ ଉତ୍ସବ’; ହଜାର ହଜାର…
Next Post Next post:
ଗର୍ଲଫ୍ରେଣ୍ଡ ପାଇଁ ସୋନୁଙ୍କୁ ଆଇଫୋନ୍‌ ମାଗିଲେ ଯୁବକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts