E-Paper
  • logo
  • Wednesday 1st April 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଭାରତୀୟ ଖେଳାଳିଙ୍କ ହାତରେ ସ୍ବତନ୍ତ୍ର ଆର୍ମବ୍ୟାଣ୍ଡ
6:01 pmJune 19, 2021

ସାଉଥାମ୍ପଟନ,୧୯।୬: ଶୁକ୍ରବାର ରାତିରେ କରୋନା ପରବର୍ତ୍ତୀ ସ୍ବାସ୍ଥ୍ୟ ସମସ୍ୟା କାରଣରୁ ପ୍ରାଣ ହରାଇଛନ୍ତି ‘ଫ୍ଲାଇଂ ଶିଖ’ ଭାବେ ଜଣାଶୁଣା ଅଲିମ୍ପିଆନ ମିଲ୍‌ଖା ସିଂ। ତାଙ୍କୁ ସମ୍ମାନ ଜଣାଇବା ପାଇଁ ନ୍ୟୁଜିଲାଣ୍ଡ ବିପକ୍ଷରେ ଶନିବାର ଠାରୁ ଆରମ୍ଭ ହୋଇଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ମ୍ୟାଚ୍‌ରେ ଭାରତୀୟ ଦଳର ଖେଳାଳିମାନେ ସ୍ବତନ୍ତ୍ର ଆର୍ମବ୍ୟାଣ୍ଡ ପିନ୍ଧିଛନ୍ତି। ଏ ନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏଥି ପୂର୍ବରୁ ଅଧିନାୟକ ବିରାଟ କୋହଲି ଓ କୋଚ୍‌ ରବି ଶାସ୍ତ୍ରୀଙ୍କ ସମେତ ଟିମ୍‌ ଇଣ୍ଡିଆର ଷ୍ଟାର ଖେଳାଳିମାନେ ମିଲ୍‌ଖାଙ୍କ ବିୟୋଗରେ ଶୋକ ପ୍ରକାଶ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଭାରତୀୟ ଟି୨୦ ଟିମ୍‌ରୁ କାହିଁକି ବାହାର ହୋଇଥିଲେ ଦିନେଶ କାର୍ତ୍ତିକ; କାରଣ ନେଇ ଏଭଳି କହିଲେ…

ନୂଆଦିଲ୍ଲୀ,୫।୬: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ପୂର୍ବରୁ ଉଇକେଟକିପର ବ୍ୟାଟ୍ସମ୍ୟାନ ଦିନେଶ କାର୍ତ୍ତିକ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଥିଲେ। ହେଲେ...

ଚୁର୍‌ମାର୍‌ ହେଲା କୋହଲିଙ୍କ ସ୍ବପ୍ନ: ଗୋଟିଏ ବି ଆଇସିସି ଟ୍ରଫି ନ ଜିତିପାରି କଲେ ହ୍ୟାଟ୍ରିକ୍‌

ସାଉଥାମ୍ପଟନ୍‌,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ନ୍ୟୁଜିଲାଣ୍ଡ ଟିମ ଇଣ୍ଡିଆକୁ ୮ ଉଇକେଟରେ ପରାସ୍ତ କରିଛି। ଫଳରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ପୁଣି ଥରେ...

ଆଇପିଏଲର ବଳକା ମ୍ୟାଚ୍‌ରେ ନ ଖେଳିପାରନ୍ତି ବହୁ ଅନ୍ତର୍ଜାତୀୟ ତାରକା

ନୂଆଦିଲ୍ଲୀ, ୧।୬: ଆଇପିଏଲ-୧୪’ର ବଳକା ୩୧ ମ୍ୟାଚ୍‌ ସେପ୍ଟେମ୍ବର ୧୮ରୁ ଅକ୍ଟୋବର ୧୦ ମଧ୍ୟରେ ୟୁଏଇଠାରେ ଖେଳାଯିବ। କିନ୍ତୁ ଏହି ମ୍ୟାଚ୍‌ଗୁଡ଼ିକରେ ବହୁ ଅନ୍ତର୍ଜାତୀୟ ତାରକା...

ମିଲ୍‌ଖାଙ୍କ ଓଡ଼ିଶା ଲିଙ୍କ୍‌: ବାରବାଟୀରେ ୨ ସ୍ବର୍ଣ୍ଣ ଜିତିଥିଲେ

ଭୁବନେଶ୍ୱର,୨୦।୬: ମିଲ୍‌ଖାଙ୍କ ଓଡ଼ିଶା ଲିଙ୍ଗ୍‌ ବହୁ ପୁରୁଣା। ଯେତେବେଳେ ସେ ତାରକା ହୋଇ ନ ଥିଲେ ମିଲ୍‌ଖା ଐତିହାସିକ ବାରବାଟୀ ଷ୍ଟାଡିୟମ ଟ୍ରାକ୍‌ରେ ଦୌଡ଼ି ଦୁଇଟି...

ବିରାଟ କୋହଲିଙ୍କ ଏହି କାମ ଦେଖି ଅନୁଷ୍କାଙ୍କ ଆଖିରେ ଆସିଯାଇଥିଲା ଲୁହ

ଲଣ୍ଡନ,୧୬।୬: ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ପାଇଁ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଆଜିକାଲି ଇଂଲଣ୍ଡରେ ଅଛନ୍ତି। ଚାରି ମାସର...

ଉଦ୍‌ଘାଟନୀ ମ୍ୟାଚ୍‌ରେ ଇଟାଲୀର ବୃହତ୍‌ ବିଜୟ

ରୋମ୍‌,୧୩।୬(ଏପି): ସ୍ଥାନୀୟ ଷ୍ଟାଡିଓ ଅଲିମ୍ପିକୋରେ ଶୁକ୍ରବାର ଅନୁଷ୍ଠିତ ଉଦ୍‌ଘାଟନୀ ମୁକାବିଲାରେ ଇଟାଲୀ ବୃହତ୍‌ ୩-୦ ଗୋଲରେ ତୁର୍କୀକୁ ପରାସ୍ତ କରିଛି। ମ୍ୟାଚ୍‌ର ଦ୍ୱିତୀୟାର୍ଦ୍ଧରେ ୩ଟି ଯାକ...

ଫିଫା ୱାର୍ଲଡ କପ୍‌ କ୍ୱାଲିଫାୟର: ବ୍ରାଜିଲର କ୍ରମାଗତ ପଞ୍ଚମ ବିଜୟ

ସାଓ ପାଉଲୋ,୬।୬(ଏପି): ଦକ୍ଷିଣ ଆମେରିକା ଫୁଟ୍‌ବଲ ପାଓ୍ବାର ହାଉସ୍‌ ରୂପେ ଜଣାଥିବା ବ୍ରାଜିଲ ଫିଫା ବିଶ୍ୱକପ୍‌ କ୍ୱାଲିଫାୟର ମ୍ୟାଚ୍‌ରେ ୨-୦ ଗୋଲରେ ଇକ୍ୱେଡରକୁ ପରାସ୍ତ କରିଛି।...

ଭାରତୀୟ କ୍ରୀଡ଼ାର ଭୀଷ୍ମ ପିତାମହ ମିଲ୍‌ଖା ସିଂ

ନୂଆଦିଲ୍ଲୀ,୨୦।୬: କିମ୍ବଦନ୍ତୀ ଆଥ୍‌ଲେଟ ତଥା ଭାରତୀୟ କ୍ରୀଡ଼ାର ଭୀଷ୍ମ ପିତାମହ ମିଲ୍‌ଖା ସିଂଙ୍କ ପରଲୋକରେ ଭାରତୀୟ କ୍ରୀଡ଼ାଜଗତ ସ୍ତବ୍ଧ ହୋଇଛି। ଜଣେ ଲଢୁଆ ଖେଳାଳି ଓ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସ୍ବାମୀ ନିକ୍‌ଙ୍କ ନାଁରେ ନୁହେଁ, ଜାଣନ୍ତୁ ପ୍ରିୟଙ୍କା କାହା ନାଁରେ ଗୋଡ଼ରେ କଲେ ଟାଟୁ; ଭାଇରାଲ ହେଉଛି ଫଟୋ
Next Post Next post:
ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts