ସାଉଥାମ୍ପଟନ,୧୯।୬: ଶୁକ୍ରବାର ରାତିରେ କରୋନା ପରବର୍ତ୍ତୀ ସ୍ବାସ୍ଥ୍ୟ ସମସ୍ୟା କାରଣରୁ ପ୍ରାଣ ହରାଇଛନ୍ତି ‘ଫ୍ଲାଇଂ ଶିଖ’ ଭାବେ ଜଣାଶୁଣା ଅଲିମ୍ପିଆନ ମିଲ୍ଖା ସିଂ। ତାଙ୍କୁ ସମ୍ମାନ ଜଣାଇବା ପାଇଁ ନ୍ୟୁଜିଲାଣ୍ଡ ବିପକ୍ଷରେ ଶନିବାର ଠାରୁ ଆରମ୍ଭ ହୋଇଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ମ୍ୟାଚ୍ରେ ଭାରତୀୟ ଦଳର ଖେଳାଳିମାନେ ସ୍ବତନ୍ତ୍ର ଆର୍ମବ୍ୟାଣ୍ଡ ପିନ୍ଧିଛନ୍ତି। ଏ ନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏଥି ପୂର୍ବରୁ ଅଧିନାୟକ ବିରାଟ କୋହଲି ଓ କୋଚ୍ ରବି ଶାସ୍ତ୍ରୀଙ୍କ ସମେତ ଟିମ୍ ଇଣ୍ଡିଆର ଷ୍ଟାର ଖେଳାଳିମାନେ ମିଲ୍ଖାଙ୍କ ବିୟୋଗରେ ଶୋକ ପ୍ରକାଶ କରିଥିଲେ।
କୋଭିଡ୍ କର୍ଫ୍ୟୁ ଯୋଗୁ ଫ୍ରେଞ୍ଚ୍ ଓପନ ପ୍ରେମୀଙ୍କ ଅସନ୍ତୋଷ
ପ୍ୟାରିସ, ୧୧ା୬(ଏପି): ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସରେ ବୁଧବାର ରାତି ୧୧ଟା ବେଳେ ଆକସ୍ମିକ କରୋନା ଭାଇରସ୍ କର୍ଫ୍ୟୁ ଜାରି ହେବାରୁ ଖେଳପ୍ରେମୀଙ୍କ ମହଲରେ ଏନେଇ...
ୟୁରୋକପ୍ ଫୁଟ୍ବଲ: ଆତ୍ମଘାତୀ ଗୋଲ, ଫ୍ରାନ୍ସଠାରୁ ହାରିଲା ଜର୍ମାନୀ
ମ୍ୟୁନିକ୍,୧୭।୬: ୟୁରୋକପ୍ ଫୁଟ୍ବଲରେ ବିଶ୍ୱ ଚାମ୍ପିୟନ ଫ୍ରାନ୍ସ ବିଜୟରୁ ଅଭିଯାନ ଆରମ୍ଭ କରିଛି। ଫ୍ରାନ୍ସ ତା’ର ପ୍ରଥମ ମ୍ୟାଚ୍ରେ ଶକ୍ତିଶାଳୀ ଜର୍ମାନୀକୁ ୧-୦ ଗୋଲରେ ପରାସ୍ତ...
ଆଶା ଆଶାରେ ରହିଗଲା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍
ସାଉଥାମ୍ପଟନ,୨୩।୬: ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଟ୍ରଫି ହାତେଇବା ଆଶା ଆଶାରେ ହିଁ ରହିଗଲା। ଭାରତୀୟ ଦଳକୁ ୮ ଉଇକେଟରେ ହରାଇ ଡବ୍ଲ୍ୟୁଟିସି ଟ୍ରଫି ହାତେଇ...
ଜୁନିୟର ହକି ବିଶ୍ୱକପ୍: ବିଶ୍ୱରଞ୍ଜନ ଅଫିସିଆଲ, ବିଭୁ ମେଡିକାଲ ଅଫିସର
ଭୁବନେଶ୍ୱର, ୨୪ ।୬(କ୍ରୀଡ଼ା ପ୍ରତିନିଧି)- ଜୁନିୟର ପୁରୁଷ ହକି ବିଶ୍ୱକପ୍ ଭାରତରେ ନଭେମ୍ବର ୨୪ରୁ ଡିସେମ୍ବର ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହାର ଭେନ୍ୟୁ ଏ...
୭ ବଲ୍ରେ ବିସ୍ଫୋରକ ୪୨ ରନ୍ କଲେ ଏହି ବ୍ୟାଟ୍ସମ୍ୟାନ୍: ରଚିଲେ ଇତିହାସ
ୟୁଏଇ,୨୦।୬: ପାକିସ୍ତାନ ସୁପର ଲିଗ (ପିଏସଏଲ)ରେ କରାଚି କିଙ୍ଗସ ଏବଂ କ୍ୱେଟା ଗ୍ଲେଡିଏଟର୍ସ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ପ୍ରଥମେ ବ୍ୟାଟିଂ କରି କରାଚି ନିର୍ଦ୍ଧାରିତ...
ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଶ୍ରେଷ୍ଠ ବୋଲର ଅଶ୍ୱିନ
ସାଉଥାମ୍ପଟନ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି)ରେ ସବୁଠୁ ସଫଳତମ ବୋଲର ଆଖ୍ୟା ପାଇଛନ୍ତି ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ଦୁଇ ବର୍ଷ ଧରି ଖେଳାଯାଇଥିବା...
ରୋମାଞ୍ଚକର ହେବ ଫାଇନାଲ୍: ୫ ଖେଳାଳିଙ୍କ ମଧ୍ୟରେ ରହିଛି ଖାସ୍ ସମ୍ପର୍କ
ଲଣ୍ଡନ,୯।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି) ର ଫାଇନାଲ ଜୁନ ୧୮ରୁ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ଉଭୟ ଟିମ ଇଣ୍ଡିଆର...
ନ୍ୟୁଜିଲାଣ୍ଡ ଅଧିନାୟକଙ୍କୁ ଆଉଟ୍ କରିବା ପାଇଁ ସୋନୁ ସୁଦ୍ଙ୍କୁ ସାହାଯ୍ୟ ମାଗିଲେ ପ୍ରଶଂସକ: ଜବାବ ମିଳିଲା ଏମିତି
ସାଉଥାମ୍ପଟନ୍,୨୩।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିଅନ୍ଶିପ୍ର ଫଶଇନାଲ୍ ଖେଳାଯାଉଛି। ଡବ୍ଲୁଟିଏସି ଫାଇନାଲ୍ ପଞ୍ଚମ ଦିନରେ ଦ୍ରୁତ ବୋଲରମାନେ ଟିମ ଇଣ୍ଡିଆକୁ ମ୍ୟାଚକୁ...


