E-Paper
  • logo
  • Friday 29th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

କୋଭିଡ୍‌ ଭୟରେ ୫ ବର୍ଷର ଝିଅଙ୍କୁ ୧୫ ଥର ଭୁଷିଲେ ଛୁରି
7:52 pmJune 25, 2021June 27, 2021

ଲଣ୍ଡନ,୨୫।୬: କୋଭିଡ୍‌-୧୯ ଭୟରେ ୩୬ ବର୍ଷୀୟା ମହିଳା ଭାରତୀୟ ବଂଶଦ୍ଭୋବ ୟୁକେରେ ନିଜ ଘରେ ୫ ବର୍ଷର ଝିଅକୁ ଅତି ନିର୍ମମ ଭାବେ ହତ୍ୟା କରିଥିଲେ। ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଅଭିଯୁକ୍ତା ସୁଥା ସିଭନାନଥମ। କୋଭିଡ୍‌ରେ ଯଦି ତାଙ୍କ ମୃତ୍ୟୁ ହୁଏ, ତେବେ କୁନି ଝିଅ ବଞ୍ଚିବ କେମିତି। ଏହା ଚିନ୍ତା କରି ଝିଅକୁ ହତ୍ୟା କରିଥିବା ସେଠାକାର ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି।

ସାଉଥ୍‌ ଲଣ୍ଡନ ସ୍ଥିତ ଫ୍ଲାଟରେ ୫ ବର୍ଷୀୟା ଝିଅ ସାୟାଗିଙ୍କୁ ଗତ ବର୍ଷ ଜୁନ ୩୦ ତାରିଖରେ ୧୫ ଥର ଛୁରି ଭୁଷି ହତ୍ୟା କରିଥିଲେ ମା’ ସିଭନାନଥମ। ଏଥି ପୂର୍ବରୁ ନିଜକୁ ମଧ୍ୟ ଗଭୀର ଆଘାତ ଦେଇଥିଲେ। ସେ କୋଭିଡ୍‌ ଭୟରେ ଏଭଳି କରିଛନ୍ତି। ତାଙ୍କ କାର୍ଯ୍ୟ ପାଇଁ ସେ ଦାୟୀ ନୁହଁନ୍ତି ବୋଲି କହିଛନ୍ତି ଅଭିଯୁକ୍ତାଙ୍କ ସ୍ବାମୀ।

ଓଲ୍ଡ ବେଲି କୋର୍ଟରେ ଗୁରୁବାର ହାଜର ହୋଇ ଝିଅକୁ ହତ୍ୟା କରିଥିବା ଅସ୍ବୀକାର କରିଥିଲେ ସୁଥା। କିନ୍ତୁ ହାତ୍ୟାକାଣ୍ଡ ଲାଗି ନିଜକୁ ଦାୟୀ କରିଛନ୍ତି। ଏଥି ଯୋଗୁ ତାଙ୍କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ହସ୍ପିଟାଲରେ ରଖାଯିବ।

୨୦୦୬ରେ ବିବାହ କରିଥିବା ସୁଥା ୨୦୧୯ରୁ ମାନସିକ ରୋଗରେ ପୀଡ଼ିତ ଥିଲେ। ଘଟଣା ଦିନ ସ୍ବାସ୍ଥ୍ୟ ଠିକ୍‌ ନ ଥିବାରୁ ସ୍ବାମୀଙ୍କୁ ଅଫିସ ଯିବାକୁ ମନା କରିଥିଲେ। ସୁଥା ଝିଅକୁ ହତ୍ୟା କରିବା ପୂର୍ବରୁ ନିଜକୁ ଛୁରି ଭୁଷିଥିଲେ। ଅପରାହ୍ନ ୪ଟାରେ ସୁଥାଙ୍କୁ କ୍ଷତାକ୍ତ ଅବସ୍ଥାରେ ଦେଖି ପୋଲିସକୁ ଖବର ଦେଇଥିଲେ ପଡ଼ୋଶୀ। ପୋଲିସ ହେପାଜତକୁ ପଠାଯିବା ପୂର୍ବରୁ ସେ ଦୁଇ ମାସ ଧରି ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ସୋସିଆଲ ଆଇସୋଲେଶନ ଓ ଲକ୍‌ଡାଉନ ତାଙ୍କ ମାନସିକ ଅବସ୍ଥାକୁ ବିଗାଡ଼ି ଦେଇଥିଲା ବୋଲି କହିଛନ୍ତି ସୁଥାଙ୍କ ଚିକିତ୍ସା କରୁଥିବା ମାନସିକ ରୋଗ ବିଶେଷଜ୍ଞ।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ଅନିରୁଦ୍ଧ ଜଗନ୍ନାଥଙ୍କ ପରଲୋକ, ଭାରତରେ ରାଷ୍ଟ୍ରୀୟ ଶୋକ

ନୂଆଦିଲ୍ଲୀ,୫ା୬: ମରିସସ୍‌ ପ୍ରଧାନମନ୍ତ୍ରୀ ପ୍ରବିନ୍ଦ ଜଗନ୍ନାଥଙ୍କ ବାପା ତଥା ପୂର୍ବତନ ରାଷ୍ଟ୍ରପତି ଅନିରୁଦ୍ଧ ଜଗନ୍ନାଥ(୯୧)ଙ୍କ ଗୁରୁବାର ପରଲୋକ ହୋଇଯାଇଛି। ତାଙ୍କ ସମ୍ମାନରେ ଭାରତରେ ଶନିବାର ଦିନିକିଆ...

ଡେଥ୍‌ କମିଶନରୁ ରାଷ୍ଟ୍ରନେତା

ତେହେରାନ,୨୦ା୬: ଇବ୍ରାହିମ୍‌ ରଇସିଙ୍କୁ ଇରାନ ନୂଆ ରାଷ୍ଟ୍ରପତି ବାଛିଛି। ଇରାନର ଗୃହ ମନ୍ତ୍ରୀ ଅବଦୁଲରଜା ରହମାନୀ ଫଜଲି ଶନିବାର ତ୍ରୟୋଦଶ ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ଘୋଷଣା...

ଫୁଟୁଥିବା ଗରମ ପାଣିରେ ୩ କିଲୋ ଚିନି ମିଶାଇ ଶୋଇଥିବା ସ୍ବାମୀଙ୍କ ଉପରେ ଢାଳିଦେଲେ ସ୍ତ୍ରୀ, ଆଉ ତା’ ପରେ…

ଲଣ୍ଡନ,୧୮।୬: ଇଂଲଣ୍ଡର ଜଣେ ୫୯ ବର୍ଷୀୟା ମହିଳା ୮୧ ବର୍ଷୀୟ ବୃଦ୍ଧ ସ୍ବାମୀଙ୍କ ଉପରେ ଫୁଟୁଥିବା ଗରମ ପାଣିରେ ଚିନି ମିଶାଇ ଢାଳି ଦେବାରୁ ତାଙ୍କର...

ବିପଦ ଆଣିଲା ନୂଆ ଭାରିଆଣ୍ଟ୍‌, ପୁଣି ଦିଆଯିବ ଭାକ୍ସିନ୍‌ ଡୋଜ୍‌…

ମସ୍କୋ,୨୨।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। କରୋନା ଭୂତାଣୁର ମ୍ୟୁଟେଶନ ଯୋଗୁ ନୂଆନୂଆ ଭାରିଆଣ୍ଟ୍‌ ସୃଷ୍ଟି ହେଉଛି। ନୂଆ ଭାରିଆଣ୍ଟ୍‌ ଯୋଗୁ...

ଭାରତ ନାଁରେ ବିପୁଳ ଅର୍ଥ ସଂଗ୍ରହ

ୱାଶିଂଟନ,୧୭ା୬: ଭାରତରେ କରୋନା ଭାଇରସ୍‌ର ଦ୍ୱିତୀୟ ଲହର ଯୋଗୁ ଅକ୍ସିଜେନ ସଙ୍କଟ ଦେଖାଦେଇଥିଲା। ଭାରତ ପକ୍ଷରୁ ଦିଆଯାଇଥିବା ସହାୟତା ବଦଳରେ ବିଶ୍ୱର ଅନେକ ଦେଶ ସହଯୋଗର...

ଆସୁଛି କରୋନାର ‘ସୁପର ଭ୍ୟାକ୍ସିନ’

ଓ୍ବାଶିଂଟନ୍‌,୨୩।୬: କରୋନା ଭାଇରସ୍‌ ମହାମାରୀ ସମ୍ମୁଖୀନ ହୋଇଥିବା ବିଶ୍ୱ ଏବେ ଭିନ୍ନ ଭିନ୍ନ ଭାରିଆଣ୍ଟକୁ ନେଇ ଚିନ୍ତିତ ରହିଛି। ବିଭିନ୍ନ ଦେଶରେ କରୋନାର ନୂଆ ନୂଆ...

ପାକିସ୍ତାନର ଆମ୍ବ କୂଟନୀତି ବିଫଳ: ଆମେରିକା-ଚାଇନା ଫେରାଇଲେ ଉପହାର…

ଇସଲାମାବାଦ୍‌,୧୩।୬: ପାକିସ୍ତାନର ଆମ୍ବ କୂଟନୀତି ଶେଷରେ ବିଫଳ ହୋଇଛି। ଆମେରିକା ସହିତ ପାକିସ୍ତାନର ବନ୍ଧୁ ବୋଲାଉଥିବା ଚାଇନା ଏକ୍ଷେତ୍ରରେ ପ୍ରଦାନ କରାଯାଇଥିବା ଉପହାର ଦେଇଛି। ପାକିସ୍ତାନ...

୧୬୦ ବର୍ଷ ପରେ ଦ୍ୱୀପ ଫେରିପାଇଲେ

ଓ୍ବାଶିଂଟନ୍‌, ୬ା୬: ୟୁରୋପୀୟମାନଙ୍କ ସହିତ ପ୍ରଥମେ ଯୋଗାଯୋଗ ସ୍ଥାପନ କରିବାରେ ଆମେରିକୀୟ ଗୋଷ୍ଠୀଙ୍କ ମଧ୍ୟରୁ ଅନ୍ୟତମ ପାସାମାକୋଡି ଉପନିବେଶବାଦୀଙ୍କ ଚକ୍ରାନ୍ତର ଶିକାର ହୋଇଥିଲେ। ଧୀରେ ଧୀରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମଦ୍ରାସା ପରୀକ୍ଷାରେ ସମସ୍ତେ ପାସ୍‌
Next Post Next post:
୧ରୁ କାର୍ଯ୍ୟକ୍ଷମ ହେବ ବ୍ରହ୍ମପୁରର ଦ୍ୱିତୀୟ ପୋକ୍‌ସୋ କୋର୍ଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts