ଲଣ୍ଡନ,୧୮।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଫାଇନାଲ ପାଇଁ ଟିମ ଇଣ୍ଡିଆ ଏକାଦଶ ଘୋଷଣା କରିଛି। ଭାରତୀୟ ଦଳ ଦୁଇଟି ସ୍ପିନରଙ୍କ ସହ ସାଉଥମ୍ପଟନରେ ଅବତରଣ କରିବେ। ଉଭୟ ରବିନ୍ଦ୍ର ଜାଡେଜା ଏବଂ ଆର ଅଶ୍ୱିନଙ୍କୁ ଦଳରେ ସୁଯୋଗ ମିଳିଛି। ଅନ୍ୟପକ୍ଷରେ, ଇଂଲଣ୍ଡରେ କାଉଣ୍ଟି କ୍ରିକେଟ ଖେଳିଥିବା ଖେଳୁଥିବା ଏକାଦଶରେ ହନୁମା ବିହାରୀ ସ୍ଥାନ ପାଇ ନାହଁାନ୍ତି। ମହମ୍ମଦ ସିରାଜ ଫାଇନାଲ ପାଇଁ ଖେଳୁଥିବା ଏକାଦଶରେ ସ୍ଥାନ ପାଇ ନାହାଁନ୍ତି। ଇଶାନ୍ତ ଶର୍ମାଙ୍କୁ ଏକ ସୁଯୋଗ ଦିଆଯାଇଛି।
ଡବ୍ଲୁଟିସି ଫାଇନାଲ ପାଇଁ ଟିମ ଇଣ୍ଡିଆର ଏକାଦଶ: ରୋହିତ ଶର୍ମା, ଶୁଭମନ ଗିଲ, ଚେତେଶ୍ୱର ପୂଜାରା, ବିରାଟ କୋହଲି, ଅଜିଙ୍କେ ରାହାନେ, ରିଷଭ ପନ୍ତ, ରବିନ୍ଦ୍ର ଜାଡେଜା, ଆର ଅଶ୍ୱିନ, ଜସପ୍ରୀତ ବୁମରା, ମହମ୍ମଦ ଶାମି ଏବଂ ଇଶାନ୍ତ ଶର୍ମା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.