E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ସ୍ବିସ୍‌ ବ୍ୟାଙ୍କରେ ଭାରତୀୟଙ୍କ କଳାଧନ ପରିମାଣ ସାଢ଼େ ୨୦ ହଜାର କୋଟିରୁ ଅଧିକ: ଖଣ୍ଡନ କଲେ କେନ୍ଦ୍ର ସରକାର…
2:49 pmJune 19, 2021

ନୂଆଦିଲ୍ଲୀ,୧୯।୬: ସ୍ବିସ୍‌ ବ୍ୟାଙ୍କରେ ଜମା ହୋଇଥିବା ଭାରତୀୟଙ୍କ କଳାଧନ ପରିମାଣ ସାଢ଼େ ୨୦ ହଜାର କୋଟି ଟଙ୍କାରୁ ଅଧିକ ବୋଲି ସ୍ବିଜରଲାଣ୍ଡ୍‌ର ସେଣ୍ଟ୍ରାଲ୍‌ ବ୍ୟାଙ୍କ ପକ୍ଷରୁ ଏକ ବାର୍ଷିକ ରିପୋର୍ଟ ଗୁରୁବାର ପ୍ରକାଶ ପାଇଥିଲା। ଏହି ରିପୋର୍ଟକୁ କେନ୍ଦ୍ର ସରକାର ଶନିବାର ଖଣ୍ଡନ କରିଛନ୍ତି। କେନ୍ଦ୍ରୀୟ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ଜମା ହୋଇଥିବା ଟଙ୍କା ସମ୍ପର୍କିତ ବିବରଣୀ ସ୍ବିସ୍‌ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କଠାରୁ ଲୋଡା ଯାଇଛି। ଟିକସ ସମ୍ପର୍କିତ ପ୍ରସଙ୍ଗରେ ଭାରତ ଏବଂ ସ୍ବିଜରଲାଣ୍ଡ୍‌ ମଧ୍ୟରେ ଦ୍ୱିପାକ୍ଷିକ ଚୁକ୍ତି ହୋଇଥିବା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସ୍ବିଜରଲାଣ୍ଡ୍‌ର ସେଣ୍ଟ୍ରାଲ୍‌ ବ୍ୟାଙ୍କ ବାର୍ଷିକ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ୨୦୧୯ରେ ଭାରତୀୟଙ୍କ କଳାଧନ ପରିମାଣ ୬,୬୨୫ କୋଟି ଟଙ୍କା ଥିଲା। ତେବେ ୨୦୨୦ରେ ଏହା ୨୮୬ ପ୍ରତିଶତ ବୃଦ୍ଧି ପାଇ ୨୦,୭୦୦ କୋଟି ଟଙ୍କାରେ ପହଞ୍ଚିଛି। ୨୦୦୭ଠାରୁ ଗତ ୧୩ ବର୍ଷ ମଧ୍ୟରେ ଏହା ସର୍ବାଧିକ ବୋଲି ରିପୋର୍ଟରେ ପ୍ରକାଶ ପାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ବିବାହ ସମୟରେ ଆରବୀ ଶବ୍ଦ କହିଲା ବେଳେ ଝୁଣ୍ଟିଲେ ବର: ମୌଲବୀଙ୍କୁ ସନ୍ଦେହ ହେବାରୁ ଜଣାପଡ଼ିଲା ସତ

ଲକ୍ଷ୍ନୌ,୧୪।୬: ଉତ୍ତରପ୍ରଦେଶର ମହାରାଜଗଞ୍ଜ ଜିଲାରୁ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ବିବାହ ସମୟରେ ଜଣେ ବରଙ୍କ ମିଥ୍ୟା ପଦାକୁ ଆସିଛି। ବିବାହ ସମୟରେ ଆରବୀ...

୫୧ ବର୍ଷରେ ରାହୁଲ: ଛଦ୍ମନାମ ରଖି ହାର୍ଭାର୍ଡ ବିଶ୍ୱବିଦ୍ୟାଳୟରେ ପଢ଼ିଥିଲେ ପାଠ; ମ୍ୟାନେଜମେଣ୍ଟ କମ୍ପାନୀରେ…

ନୂଆଦିଲ୍ଲୀ,୧୯।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଆଜି ହେଉଛି ଜନ୍ମଦିନ। ଶନିବାର ୫୧ ବର୍ଷର ହୋଇଛନ୍ତି ରାହୁଲ। ଗାନ୍ଧୀ-ନେହେରୁ ପରିବାରରୁ ଆସିଥିବା ରାହୁଲଙ୍କ ଜୀବନ ଏବଂ...

ଭାଜପାରେ ଫାଟ: ଶୁଭେନ୍ଦୁଙ୍କଠାରୁ ଦୂରେଇ ଯାଉଛନ୍ତି ବିଧାୟକ…

କୋଲକାତା,୧୫।୬: ପଶ୍ଚିମବଙ୍ଗରେ ଭାଜପାରେ ଫାଟ ବଢ଼ିବାରେ ଲାଗିଛି। ବିଧାନସଭା ନିର୍ବାଚନ ପୂର୍ବରୁ ବହୁନେତା ନିଜ ନିଜ ଦଳଛାଡି ଭାଜପାରେ ଯୋଗ ଦେଇଥିଲେ। ତେବେ ନିର୍ବାଚନ ପରେ...

ଭାରତକୁ ଚେତାବନୀ ଦେଲା ଡବ୍ଲ୍ୟୁଏଚ୍‌ଓ: ଶୀଘ୍ର ହଟାଅନି କରୋନା କଟକଣା…

ଜେନେଭା/ନୂଆଦିଲ୍ଲୀ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଘୋଷଣା କରାଯାଇଥିବା ଲକ୍‌ଡାଉନ୍‌କୁ ଧୀରେଧୀରେ କୋହଳ କରାଯାଉଛି। ତେବେ ଭାରତକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ...

ଭାରତ ପାଖରେ କମ୍‌ ଆଣବିକ ଅସ୍ତ୍ର: ତେବେ ବି ଚାଇନା-ପାକିସ୍ତାନକୁ କଡ଼ା ଜବାବ ଦେବାକୁ ସକ୍ଷମ…

ନୂଆଦିଲ୍ଲୀ,୧୫।୬: ଭାରତ ପାଖରେ ଚାଇନା ଏବଂ ପାକିସ୍ତାନ ତୁଳନାରେ କମ୍‌ ଆଣବିକ ଅସ୍ତ୍ର ରହିଛି। ତେବେ ବି ଭାରତ ଉଭୟ ଚାଇନା ଏବଂ ପାକିସ୍ତାନକୁ କଡ଼ା...

ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): କରୋନା ଯୋଗୁ ବାତିଲ ହୋଇଯାଇଥିବା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏବଂ କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ...

ଭାଜପାକୁ ଝଟ୍‌କା: ଟିଏମ୍‌ସିକୁ ଫେରିପାରନ୍ତି ମୁକୁଲ ରାୟ

କୋଲକତା,୧୧।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ହାରିବା ପରେ ଭାଜପାକୁ ଆଉ ଏକ ଝଟକା ଲାଗିଛି। ଭାଜପା ବଡ ନେତା ମୁକୁଲ ରାୟ ନିଜ ପୁଅ ଶୁଭ୍ରାଂଶୁଙ୍କ...

ଇସ୍ରୋ ଗୁପ୍ତଚର କେସ୍‌: ପୂର୍ବତନ ପୋଲିସ ଅଧିକାରୀଙ୍କ ନାଁରେ ମାମଲା

ଥିରୁଭାନନ୍ତପୁରମ,୨୫ା୬: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଗୁପ୍ତଚର ମାମଲାରେ ସିବିଆଇ ଗୁରୁବାର ୧୮ ଜଣଙ୍କ ନାଁରେ ଥିରୁଭାନନ୍ତପୁରମ୍‌ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ କୋର୍ଟରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୮ ଭାଇଭଉଣୀଙ୍କ ସହ ପିତାମାତାଙ୍କୁ କରି ଦିଆଯାଇଥିଲା ହତ୍ୟା, ପାକିସ୍ତାନରୁ ଭାରତ ଚାଲି ଆସି କୀର୍ତ୍ତିମାନ ରଚିଥିଲେ…
Next Post Next post:
ନାଇଟ୍‌ ପାର୍ଟି ପାଇଁ ସରକାର ଦେଉଛନ୍ତି ଲକ୍ଷାଧିକ ଟଙ୍କା, ଏବେ ବିବାଦରେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts