ନୂଆଦିଲ୍ଲୀ,୫।୬: ଆଫ୍ରିକୀୟ ଦେଶ ନାଇଜେରିଆ ଶୁକ୍ରବାର ଟୁଇଟରକୁ ବନ୍ଦ କରିଦେବା ପରେ ଭାରତୀୟ ସୋସିଆଲ ନେଟ୍ଓ୍ବର୍କିଂ କମ୍ପାନୀ ‘କୁ’ ଏବେ ସେଠାରେ ପ୍ରବେଶ ଲାଗି ବିଚାର କରୁଛି। ନିୟମ ଉଲ୍ଲଂଘନ ନେଇ ଟୁଇଟର କମ୍ପାନୀ ନାଇଜେରିଆ ରାଷ୍ଟ୍ରପତି ମୁହମ୍ମଦୁ ବୁହାରିଙ୍କ ଆକାଉଣ୍ଟକୁ ହଟାଇ ଦେବା ପରେ ନାଇଜେରିଆ ସରକାର ଟୁଇଟରକୁ ବନ୍ଦ କରି ଦେଇଥିଲେ। ଏଭଳି ସ୍ଥିତିରେ ନାଇଜେରିଆରେ @kooindia ଉପଲବ୍ଧ ହେବ। ଏହାକୁ ସ୍ଥାନୀୟ ଭାଷାରେ ସମର୍ଥ କରାଇବା ପାଇଁ ଚିନ୍ତା କରାଯାଉଥିବା କମ୍ପାନୀର ସହ ପ୍ରତିଷ୍ଠାତା ଅପ୍ରମେୟ ରାଧାକ୍ରିଷ୍ଣ ଟୁଇଟ୍ କରି ସୂଚନା ଦେଇଛନ୍ତି।
ମୁଣ୍ଡ ପିଟି ବାହୁନି କାନ୍ଦିଲେ ମା’: ଜୀବନ ଫେରି ପାଇଲେ ୭ ବର୍ଷର ବାଳକ…
ବାହାଦୂରଗଡ଼,୧୭।୬: କୁହାଯାଏ ମା’ ଡାକରେ ଅମୃତ ରହିଛି। ମା’ ଡାକରେ ପିଲା ଆପଣା ଛାଏଁ ଟାଣି ହୋଇ ଚାଲି ଆସିଥାଏ। ଏହାର ସଦ୍ୟତମ ଉଦାହରଣ ହରିୟାଣାର...
ଯୋଗୀଙ୍କୁ ଭେଟିଲେ ଜିତେନ
ନୂଆଦିଲ୍ଲୀ,୧୯।୬: କଂଗ୍ରେସ ଛାଡ଼ି ଭାଜପାରେ ସାମିଲ ହେବାର ୧୦ ଦିନ ପରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଜିତେନ ପ୍ରସାଦ ଶନିବାର ଲକ୍ଷ୍ନୌଠାରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ...
ଭାରତ ୨ ପାଦ ତଳକୁ ଖସିଲା
ନୂଆଦିଲ୍ଲୀ,୭।୬: ୧୭ ନିରନ୍ତର ବିକାଶ ଲକ୍ଷ୍ୟ (ଏସ୍ଡିଜି)ରେ ଭାରତ ୨ ସ୍ଥାନ ତଳକୁ ଖସି ୧୧୭ତମ ସ୍ଥାନରେ ରହିଛି। ୨୦୧୫ରେ ଜାତିସଂଘର ୧୯୩ ସଦସ୍ୟ ରାଷ୍ଟ୍ର...
ପାସପୋର୍ଟ ନ ମିଳିବାରୁ କୋର୍ଟରେ ଅଭିନେତ୍ରୀ
ମୁମ୍ବାଇ,୧୬।୬: ମୁମ୍ବାଇ ପୋଲିସ ପକ୍ଷରୁ ଦାୟର କରାଯାଇଥିବା ଏଫ୍ଆଇଆର ଯୋଗୁ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କ ପାସପୋର୍ଟ ରିନ୍ୟୁ କରିବାକୁ ମନା କରି ଦେଇଛନ୍ତି ପାସପୋର୍ଟ...
ରାଜସ୍ଥାନ କଂଗ୍ରେସରେ ଅନ୍ତର୍ଦ୍ୱନ୍ଦ୍ବ ତୀବ୍ର
ଜୟପୁର/ନୂଆଦିଲ୍ଲୀ, ୧୪।୬: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ବିରୋଧରେ କଂଗ୍ରେସ ନେତା ସଚିନ ପାଇଲଟଙ୍କ ବିଦ୍ରୋହର ପ୍ରାୟ ବର୍ଷେ ପରେ ପୁଣିଥରେ ଦଳରେ ଅନ୍ତର୍ଦ୍ୱନ୍ଦ୍ୱ ତୀବ୍ର...
‘ମେଣ୍ଟ ପାଇଁ ମାୟାବତୀ, କଂଗ୍ରେସ ଅନଫିଟ୍’
ନୂଆଦିଲ୍ଲୀ,୨୩।୬: ଆଗାମୀ ବର୍ଷ ହେବାକୁ ଥିବା ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ଆମେ ଛୋଟ ଦଳ ସହ ମେଣ୍ଟ କରିବୁ। କିନ୍ତୁ ମାୟାବାତୀଙ୍କ ବହୁ...
ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା କମିଲା…
ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ...
ଡୋମିନିକାରେ ୮ ଜଣିଆ ଟିମ୍
ନୂଆଦିଲ୍ଲୀ,୨ା୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍ସିଙ୍କୁ ସ୍ବଦେଶକୁ ଆଣିବା ପାଇଁ ବିଭିନ୍ନ ଭାରତୀୟ ସଂସ୍ଥାର ଏକ ୮ ଜଣିଆ ଟିମ୍ ଦ୍ୱୀପ ରାଷ୍ଟ୍ର ଡୋମିନିକାରେ...


